ଲାଠୋରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବାଟବନା: ପକାଘର ପାଏବାରୁ ବଁଚିତ ଗରିବ ପରିବାର
ଲାଠୋର, ୨୬ା୪ (ଡି.ଏନ.ଏ): ସରକାରୀ ନିୟମ ଅନ୍ସାରେ ଏସ୍ଇସିସି ତାଲିକାରେ ଯେନ୍ମାନକର ନଁା ଥିବା ଆର ଘରଦୁଆର ନାଇଁଥିବା ସେମାନକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ପକା ଘର ଯୁଗେଇ ଦେବାର ବେବସ୍ତା ରହିଛେ। ଭାରତ ସରକାରକଁର ଗ୍ରାମ୍ୟ ବିକାଶ…
୨ଟି ବୁଥ୍ରେ ସାନି ମତଦାନ
ସୁନ୍ଦରଗଡ଼,୨୫ା୪(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲାର ୨ଟି ବୁଥ୍ରେ ଇଭିଏମ୍ରେ ତୃଟି ଯୋଗୁ ମତଦାନ ବାତିଲ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୁରୁବାର ଏହି ୨ଟି ବୁଥ୍ରେ ସାନି ମତଦାନ ହେଉଛି। ସୁନ୍ଦରଗଡ଼ ରଙ୍ଗାଢିପା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୨୧୩…
ଦିନ୍ଦାହାଡ଼େ ଚାଲିଛେ ଗଛ୍କଟା: ଉଜ୍ଡ଼ି ଯାଉଛେ ରଙ୍ଗମାଟିଆ ରାଜସ୍ବ ଜଂଗଲ
କଣ୍ଟାମାଳ, ୨୫ା୪ (ଡିଏନଏ): ବୌଦ୍ଧ ଜିଲା କଣ୍ଟାମାଳ ରେଞ୍ଜର ଚନ୍ଦନିଆମୁଣ୍ଡା ପାସର ରଙ୍ଗମାଟିଆ ରାଜସ୍ବ ଜଂଗଲ ଉଜଡ଼ି ଯାଉଛେ। ଗଲା ମାସେ ହେଲା ଇଠାନେ ଦିନ୍ଦାହାଡ଼େ ଆସର ପାସର ଗାଁବାସୀ ଗଛ୍ କାଟୁଥିଲେ ବି ବନବିଭାଗ ଜାନିଶୁନି ତୁମ୍ପଡ଼ିଥିବାର ଅଭିଯୋଗ ହେଉଛେ। ସେନ୍ତା…
ଚିକିତ୍ସା ଲାଗି ଟଁକା ବାଧକ୍: ରକ୍ତ କର୍କଟ ରୋଗ୍ରେ ପୀଡ଼ିତ ଲକ୍ଷ୍ମୀପ୍ରିୟା
ରାଉରକେଲା ଅଫିସ,୨୫।୪: ଟଁକା ପଏସା ଅଭାବ ଥିଲେ ବି ଝି’କେ ପାଠ୍ ପଢ଼ାବାରେ କେହେନ୍ସି ପରକାର ଉନା ନାଇଁକରି। ତାକର ଗୁଟେନ ଉଦେଶ ଥିଲା ଝି’କେ ପାଠ୍ ପଢ଼େଇ ଉଚ୍ ଶିକ୍ଷିତ କରବାର। କୁଲି ମଜୁରି କରି ପରିବାର ଚଲବାର ସଂଗେ ଝି’ର…
ହକ୍ଦାର ହିତାଧିକାରୀ ଗୁହାଲ ଯୋଜନାରୁ ବଁଚିତ: କାର୍ଯ୍ୟାଦେଶ ଲାଗି ୨୦ ହଜାର ଟଁକା ଲଁ।ଚ୍ ଅଭିଯୋଗ
ବେଲପଡ଼ା ୨୫।୪(ଡି.ଏନ.ଏ.): ଗୃହପାଲିତ ପଶୁ ପାଲନ କରି ଗରିବ୍ ହିତାଧିକାରୀମାନେ କେନ୍ଥେଇ ଦୁଇପଏସା ରୁଜଗାର କରି ନିଜର ଗୁଡ଼େ ଠିଆ ହେବେ ସରକାର ସେଥିରଲାଗି ଗାଈ ଗୁହାଲ ଯୋଜନା କରିଛନ୍। ହେଲେ ଗାଁଗଁଲିରେ ରହୁଥିବାର ଅନେକ୍ ହକ୍ଦାର ହିତାଧିକାରୀ ଯୋଜନାରୁ ବଁଚିତ ହେଉଥିଲାବେଲେ…
ମିଳୁନି ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ ପ୍ରୋତ୍ସାହନ ରାଶି, ହିତାଧିକାରୀ ନିରାଶ
କୁଆଁରମୁଣ୍ଡା, ୨୪।୪(ଡି.ଏନ.ଏ.)-ଗ୍ରାମାଞ୍ଚଳର ଦାରିଦ୍ର୍ୟ ସୀମାରେଖା ତଳେ ବାସ କରୁଥିବା ଗରିବ ପରିବାରକୁ ଚିହ୍ନଟ କରାଯାଇ ସରକାରଙ୍କ ବିଭିନ୍ନ ଯୋଜନାରେ କଂକ୍ରିଟ ଛାତ ଘର ନିର୍ମାଣ ନିମନ୍ତେ ସରକାରୀ ସହାୟତା ପ୍ରଦାନ କରାଯାଉଛି। ପୁଣି ନିର୍ଦ୍ଧାରିତ ସମୟ ଅବଧି ମଧ୍ୟରେ ଯଦି ହିତାଧିକାରୀ…
ପୁସ୍ତକ ମଣିଷର ଅନ୍ତରଙ୍ଗ ବନ୍ଧୁ
ସୋନପୁର,୨୪।୪(ନି.ପ୍ର.)- ଦୁଃଖ ଓ ସୁଖ ସମୟରେ ପୁସ୍ତକ ସାଥି ହୋଇଥାଏ। ପୁସ୍ତକ ପଢିଲେ ଜ୍ଞାନ ବଢେ, ଆତ୍ମ ସନ୍ତୋଷ ମିଳେ। ଦୁଶ୍ଚିନ୍ତା ଦୂର ହୁଏ। ତେଣୁ ପୁସ୍ତକ ହିଁ ମଣିଷର ଅନ୍ତରଙ୍ଗ ବନ୍ଧୁ ବୋଲି ବିଶ୍ୱ ପୁସ୍ତକ ଦିବସ ଅବସରରେ ବହୁ…
କାମେ ନାଇଁ ଆଏବାର ସ୍ବଜଳଧାରା ପ୍ରକଳ୍ପ: ପାଏନ୍ ଲାଗି ଗୁଲଗୁଲା ଦେଣ୍ଡୁପଦରବାସୀ
ବିନିକା, ୨୪ା୪(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍ର ଦେଣ୍ଡୁପଦର ଗାଁ। ୨ଟା ଓ୍ବାର୍ଡ ଥିବାର ଇ ଗଁାରେ ପାଖାପାଖି ୮ଶହ ଲୋକ୍ ବାସ୍ କରୁଛନ୍। ଗଁାରେ ଗଲା ୧୨ ବଛର ହେଲା ପିଇଲା ପାଏନ୍ ସମସିଆ ଲାଗିରହିଥିଲେ ବି…
ସିନାପାଲି ବ୍ଲକରେ ଆବାସ ଯୋଜନା ବାଟବନା
ନୂଆପଡା ଅଫିସ,୨୪ା୪- ସରକାର ସବୁ ଗରିବ୍ ପରିବାରକେ ପକାଘର ଆର ଜମି ପଟ୍ଟା ଦେବାର ବେବସ୍ତା କରୁଛନ୍। ହେଲେ ବହୁତ୍ ଜାଗାରେ ଇ ସବୁ ଯୋଜନା କାଗଜ କଲମରେ ସୀମିତ ହେଇ ରହିଯାଉଛେ। ଯେନ୍ଥିରଲାଗି ହକ୍ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ…
ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର
ଝାରସୁଗୁଡା ଅଫିସ୍/ ଲଖନପୁର, ୨୪।୪(ଡି.ଏନ୍.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍ଆର୍ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ସୁରେଶ ଧୁରୁଆ(୩୫)ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଝାରସୁଗୁଡା ଜିଲା ମୁଖ୍ୟଚିକିତ୍ସାଳୟରେ…
ଋତୁ ଶାଗ୍ କୁଲେରର ଚାହିଦା କାହିଁରେ କେତେ
ପଦ୍ମପୁର, ୨୪।୪ (ଡି.ଏନ.ଏ)- ପଶ୍ଚିମ ଓଡ଼ିଶାର ଅନେକ ଜିଲା ଆଦିବାସୀ ବହୁଲ। ଇଠାନେ ଭିନେ ଭିନେ ସମିଆରେ ଅନେକ କିସମର ସାଗ୍, ଫଲମୂଲ, କଁଦା ଖାଏବାକେ ମିଲସି। ଯେନ୍ଥିର ସୁଆଦ୍ ବି ଭିନେ କିସମର। ଏନ୍ତା ଖରାଦିନେ ମିଲୁଥିବାର ଗୁଟେ ଶାଗ୍…
ବାପ୍ ଆରପାରେ, ମା’ର ପତା ନାଇଁଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍
ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍ଆଡ଼େ ପଲେଇଗଲେ। ଆଏଜ୍ତକ୍ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର ଶିଖାପଢ଼ାରେ ଦିଲ୍ଲୀ ଯାଇଛନ୍ ତ ଆର କିଏ କହୁଛେ ମୁମ୍ବାଇ। ଇ ବାବ୍ଦେ ଗଲା…
Archives


