ଚାର ମୁଜି କିଲୋ ୧ଶହ ଟଁକା: ପରିବାର ପିଛା ବଛରକ କମଉଛନ୍ ୫ ହଜାର
ଲୋଇସିଂହା,୧୩।୫(ଡି.ଏନ.ଏ): ପ୍ରକୃତିରୁ ଆମକୁ ଅନେକ ପରକାର ଜିନିଷ ମିଲୁଛେ। ଭିନେ ଭିନେ ଋତୁରେ ଅନେକ ପରକାର ଫଲମୂଲ ମିଲୁଛେ। ଇଥ୍ରେ ଅନେକ ପରିବାରର ଜୀବନ୍ ଜୀବ୍କା ଚଲୁଛେ। ସେନ୍ତା ଆଦିବାସୀ ସମାଜର ଲୋକମାନେ ଜଂଗଲଜାତ ଦରବ୍ ଠୁଲେଇ ସେଟାକେ ବିକା ଭଂଗା…
ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା
ବରଗଡ଼ ଅଫିସ,୧୨ା୫: ବରଗଡ଼ ସହରର ୧ନଂ ଓ୍ବାର୍ଡର ନଦୀପଡ଼ାରେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ଏହି ପଡ଼ାର ଉଗ୍ରସେନ ପାତ୍ରଙ୍କ ପୁଅ ମନୋଜ(୨୮) । ସେ ଗାଧୋଇବାକୁ ଯାଉଥିବାବେଳେ ବିଦ୍ୟୁତ…
ପାଏନ୍ ଲାଗି ଡହକ୍ବିକଲ ବୋର୍ଡ଼ା ଅଂଚଲବାସୀ
ଭବାନୀପାଟଣା, ୧୨ା୫ (ଡି.ଏନ୍.ଏ): ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲକୀ ଅଂଚଲ ଏହେଦେ ମୁଡ଼ଫଟା ଖରାରେ ସିଝୁଛେ। ୪୬ ଡିଗ୍ରୀ ତାତି ସଂଗେ ଗୁଲଗୁଲିରେ ଲୋକ୍ ଡହକ୍ବିକଲ ହେଉଛନ୍। ଇ ସମିଆରେ ଅଂଚଲର ଗୁରୁଜୁଙ୍ଗ ପଁଚେତର ବାଲିପଦର ଗାଁବାସୀ ପିଇଲା ପାଏନ୍ ସମସିଆ…
କିଡ଼୍ନୀ ରୋଗ୍ରେ ପୀଡ଼ିତ ୬ ବଛ୍ରିଆ ଛୁଆ: ଚିକିତ୍ସା ଲାଗି ଟଁକା ବାଧକ୍
ଜୁନାଗଡ,୧୨।୫(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କୁଲିହାରୀ ଗାଁର ଧନେଶ୍ୱର ବାଗକଁର ୬ ବଛର୍ର ପୁଓ ସୁରେନ୍ଦ୍ର ୪ ବଛର ହେଲା କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ଏହେଦେ ସୁରେନ୍ଦ୍ରର ଖେଲବା ବୁଲବାର ବଏସ୍ ହେଇଥିଲାବେଲେ କିଡ଼୍ନୀ ରୋଗ୍ ଲାଗି ସେ…
କିଡ଼୍ନୀ ରୋଗରେ ପୀଡ଼ିତ କ୍ଷୀରସିନ୍ଧୁ
କୋକସରା/ବେହେରା, ୧୨ା୫ (ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଁଚେତ୍ ଖୁଣ୍ଟିଅ ଗାଁର କ୍ଷୀରସିନ୍ଧୁ ଦୁର୍ଗା(୫୩)। ସେ ଆଏଜ୍କେ ବଛ୍ରେ ହେଲା କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ଘରେ ଯାହା ଥିଲା ଚିକିତ୍ସାରେ ଖରଚ୍ କରି ସେ ସରବ୍ସୁଆଁତ୍ ହେଇଛନ୍।…
ପାଣି ପାଇଁ ଲୋକେ ଡହଳବିକଳ : ୨ ଶହ ପରିବାରକୁ ୪ ନଳକୂପ
ଭବାନୀପାଟଣା,୧୧ା୫(ଡି.ଏନ୍.ଏ.): ଭବାନୀପାଟଣା ସଦର ବ୍ଲକ ବୋର୍ଡା ମିଲକୀ ଅଞ୍ଚଳ ଏବେ ଜଳୁଛି। ୪୬ ଡିଗ୍ରୀ ତାତିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଅଞ୍ଚଳରେ ପାନୀୟ ଜଳର ଉକତ୍ଟ ଅଭାବ ସାଙ୍ଗକୁ ପ୍ରବଳ ଗୁଳୁଗୁଳିରେ ଲୋକେ ଡହଳବିକଳ ହେଉଛନ୍ତି। ଏପରି ସ୍ଥିତିରେ ଅଞ୍ଚଳର ଗୁରୁଜୁଙ୍ଗ…
ଆଇଡି ବ୍ଲାଷ୍ଟ : ଦୁଇ ଏସଓଜି ଗୁରୁତର
ମାଲକାନଗିରି,୧୧ା୫(ସ୍ବ.ପ୍ର.) : ମାଲକାନଗିରି ଜିଲା ଏସଓଜି ଯବାନମାନେ ମାଥିଲି ଥାନା ଅନ୍ତର୍ଗତ ସୀମାନ୍ତ ଛତିଶଗଡ଼କୁ ଶନିବାର କୋମ୍ବିଂ ଅପରେଶନରେ ଯାଇ ଫେରୁଥିବାବେଳେ ଓରାପଦର ଓ ଡୋଲଡୋଲି ନିକଟରେ ମାଓବାଦୀ ଖଞ୍ଜିଥିବା ଆଇଡି ବ୍ଲାଷ୍ଟ ହୋଇଥିଲା। ଫଳରେ ଦୁଇ ଜଣ ଯବାନ ଗୁରୁତର…
ଆବାସ ଯୋଜନା ବାଟବଣା: ପ୍ରକୃତ ହିତାଧିକାରିଙ୍କୁ ମିଳୁନି ଗୃହ
ଅତାବିରା, ୧ା୫(ଡି.ଏନ.ଏ.)- ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧୀନ ଗ୍ରାମାଞ୍ଚଳରେ ଗରୀବ ଶ୍ରେଣୀ ପରିବା ଦୀର୍ଘ ବର୍ଷ ଧରି ପୁଆଳ, ନଡ଼ାରେ ତିଆରି କୁଡିଆ ଘରେ ଜୀବନ ବିତାଉଛନ୍ତି। ହେଲେ ତାଙ୍କୁ ସରକାରୀ ଆବାସ ଗୃହ ମିଳୁ ନ…
ବାଗଡ଼େଗା ହରିଦର୍ଶନ ସାହୁ ଗୁଳିକାଣ୍ଡ ଘଟଣା: ବର୍ଷେ ପରେ ବି ପୋଲିସ ହାତ ଖାଲି
ନୂଆଗାଁ, ୧ା୫(ଡି.ଏନ.ଏ)- ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ବାରିଲେପ୍ଟା ଗ୍ରାମରେ ରହୁଥିବା ଯୁବ ବ୍ୟବସାୟୀ ହରିଦର୍ଶନ ସାହୁଙ୍କୁ ଗତ ୨୦୧୮ ମାର୍ଚ୍ଚ ୬ରେ ବାଗଡେଗା ସାପ୍ତାହିକ ହାଟରେ ଦିନଦ୍ୱିପ୍ରହରରେ କେତେକ ଦୁର୍ବୃତ୍ତ ଗୁଳିକରି ହତ୍ୟାକରିଥିଲେ। ଏହି ଘଟଣା…
ବକ୍ସିଂରେ ଗୌରବ ବଢ଼ାଉଛନ୍ତି ଦୁଇଭଉଣୀ
ବଡ଼ଗାଁ, ୧ା୫ (ଡି.ଏନ.ଏ)- ଦୁଇ ଭଉଣୀ ସୁଭଦ୍ରା ସିଂ ଓ ଯାଜ୍ଞସେନୀ। ସରକାର ଓ ପ୍ରଶାସନର ସହଯୋଗ ନ ଥିବା ଓ ଆର୍ଥିକ ଅଭାବ ସତ୍ତ୍ବେ ବକ୍ସିଂରେ ସଫଳତା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ବକ୍ସିଂରେ ଗୌରବ ବଢାଇ ଚାଲିଛନ୍ତି ଏହି…
ବିଜିଆର୍ ଠିକାକର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି
ଲଖନପୁର,୧।୫(ଡି.ଏନ୍.ଏ.)- ମହାନଦୀ କୋଲ୍ଫିଲ୍ଡ ଲିମିଟେଡ୍(ଏମ୍ସିଏଲ୍)ଲଖନପୁର କୋଇଲାକ୍ଷେତ୍ର ସମ୍ପ୍ରସାରଣରେ ନିୟୋଜିତ ହୋଇଛି ବିଜିଆର୍ ମାଇନିଂ ଆଣ୍ଡ୍ ଇନ୍ଫ୍ରା ଲିଃ ନାମକ ଠିକାସଂସ୍ଥା| ଏହି ଠିକାସଂସ୍ଥାରେ କାର୍ଯ୍ୟରତ କର୍ମଚାରୀମାନେ ୪ଦଫା ଦାବି ନେଇ ଗତ ରବିବାରରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଫଳରେ ଖଣି ସମ୍ପ୍ରସାରଣ…
ପାନିର୍ ଲାଗି ବଡା ଗୁଲ୍ଗୁଲା, ଠେଲାପେଲା
ବଲାଙ୍ଗୀର ଅଫିସ, ୧ା୫ – ବଲାଙ୍ଗୀର ମ୍ୟୁନିସିପାଲିଟି ଅଧୀନ ୧୭ ନମ୍ବର ୱାର୍ଡ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଓ ଖଲିଆପାଲି ଅଞ୍ଚଳରେ ପାନୀୟ ଜଳସମସ୍ୟା ଏକ ସାଧାରଣ କଥା| ପ୍ରତିବର୍ଷ ଖରାଦିନେ ଏଠାରେ ଉତ୍କଟ ଜଳ ସମସ୍ୟା ଦେଖା ଦେଇଥାଏ ା ଚଳିତବର୍ଷ…
Archives


