ସମ୍ବଲପୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଜାମଟିକ୍ରା, ୨୨।୪ (ଡି.ଏନ.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ବହୁତ୍‌ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକର…

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.):  କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦ ଲୋକ୍‌…

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪:  ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ। ସେ…

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। ସେ ଜନମ୍‌ ବେଲୁ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ…

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ କୈକେୟୀ ରାଜାଙ୍କ ଦୁର୍ବଳ ମୂହୂର୍ତ୍ତର ସୁଯୋଗ ନେଇ ୨ବର ଦେବା ପାଇଁ ସର୍ତ୍ତ ରଖିଥିଲେ…

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକରଛାୟା ଖେଳିଯାଇଛି। ମିଳିଥିବା ସୂଚନା…

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି ପଡି ଘର ଉପରେ ପଡିବାରୁ ମା’ଝିଅଙ୍କ ମୃତ୍ୟୁ ଘଟିଛି। ବାପା ପୁନିତରାମ ଗୁରୁତର ଆହତ…

ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ

ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ୋଶୀ ଘରର ଜଣେ ୧୪ ବର୍ଷର ନାବାଳକ ସେଠାକୁ ଆସି …

ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା…

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଉମାଶଙ୍କର ସାହୁ ନିଜର କର୍ମୀ ତଥା ନେତାଙ୍କୁ ନେଇ ଗୁରୁବାର ସନ୍ଧ୍ୟାରେ…

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ ନମ୍ବର…

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା।  ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍‌, ଉମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri