ସମ୍ବଲପୁର

୫ ପରାନୀ କୁଟୁମର ବୋଝ୍‌:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ

ବିନିକା,୨୧ା୫(ଡି.ଏନ୍‌.ଏ.) ବିନିକା,୨୦ା୫(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍‌ ନାଇଁ ଦିଶବାର। ସେ ନିହାତି ଗରିବ୍‌ ଘରର ପିଲା ହେଇଥିଲା ବେଲେ ଚିକିସତ୍ା ଲାଗି ଟଁକା ପଏସାର…

ପେଟର ଲାଗି ନାଟ:୪୪ ଡିଗ୍ରୀ ଖରାରେ ସିଝୁଛେ ମୁନୁଷ୍‌

ଅତାବିରା, ୨୧ା୫ (ଡି.ଏନ୍‌.ଏ): ଦିନୁଦନ୍‌କେ ଖରା ତାତି ବଢ଼ତେଲ ଯାଉଛେ। ଲୋକ୍‌ ଖରା ଝାଉର ଲାଗି ଅଥାଥାଲି ହେଇଯାଉଛନ୍‌। ସଭେ ଛାଇତଲ ଖୁଜୁଛନ୍‌। ସକାଲର ୯ ବାଜଲେ ଲୋକ୍‌ ଘରୁ ଭଟାକେ ନାଇଁ ବାହାରବାର। ରାଏଜ ସରକାର ବି ଦିନର ୧୧…

ଆବାସ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଭାଇବହେନ

ଲୋଇସିଂହା,୨୧।୫(ଡି.ଏନ.ଏ.): ଦିବ୍ୟାଙ୍ଗମାନକର ଲାଗି ସରକାର ଅନେକ ପରକାର ଖାସ୍‌ ଯୋଜନା ତିଆର କରିଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ ଆର ଜନ ପରତିନିଧିମାନକର ଉଦାସୀନତା ଲାଗି ଅନେକ ଦିବ୍ୟାଙ୍ଗ ନିଜର ହକ୍‌ ପାଏବାରୁ ବଁଚିତ ହେଉଥିବାର ଦେଖ୍‌ବାକେ ମିଲୁଛେ। ଏନ୍‌ତା…

ଜାତୀୟ ରାଜପଥ ପାଇଁ ଅର୍ଥନୈତିକ ଅବରୋଧ: ଚେତାବନୀମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୩୫୩

ନୂଆପଡା ଅଫିସ,୨୦ା୫: ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ନୂଆପଡା-ଖଡିଆଳ ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଆଜକୁ ୫/୬ବର୍ଷ ଆରମ୍ଭ ହୋଇଥିଲେ ହେଁ ଶେଷ ହେବାର ନାଁ ଧରୁନାହିଁ । ମାତ୍ର ୬୫ କି.ମି. ଦୂର ରାସ୍ତାରେ ସବୁ…

ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥର ଜିଲାରେ ମୋଟ ୩୫୯୭ ଜଣ ଚାଷୀ ପଞ୍ଜୀକୃତ ହୋଇଥିବାବେଳେ ସେମାନଙ୍କଠାରୁ ୩…

ଆନ୍ତଃରାଜ୍ୟ କଫ୍‌ସିରପ ର଼୍ୟାକେଟର ୨ଗିରଫ

ବଲାଙ୍ଗୀର ଅଫିସ, ୨୦ା୫: ଆନ୍ତଃରାଜ୍ୟ କଫ୍‌ ସିରପ୍‌ ଚୋରା ର଼୍ୟାକେଟ୍‌ ଚଳାଇଥିବା ସାନ ଓରଫ୍‌ ଗୋବିନ୍ଦ ନେଗୀ (୩୮) ଓ ପ୍ରଶାନ୍ତ କ୍ଷେତୀ (୪୨)ଙ୍କୁ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଭୁବନେଶ୍ୱରରୁ ଗିରଫ କରିଛି ା ପୋଲିସ ଆଖିରେ…

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗାଁର…

‘ଫନୀ’ ବିପନ୍ନଙ୍କୁ ଗୋଟିଏ ଦିନର ଦରମା ଦେଲେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କର୍ମଚାରୀ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି. ଅଶୋକ କୁମାରଙ୍କ ପ୍ରଚେଷ୍ଟାରେ ଡିଏଫ୍‌ଓଙ୍କ ସମେତ ସମସ୍ତ ରେଞ୍ଜର, ଫରେଷ୍ଟର, ଗାର୍ଡ ଓ ଚତୁର୍ଥ…

ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭବାନୀପାଟଣା, ୨୦।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି। ଭବାନୀପାଟଣା…

ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.) ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ ଜୁଲାଇ…

ମକଡ଼ଦମପଡ଼ାରେ କିଡ଼୍‌ନୀ ରୋଗ୍‌ ଆତଁକ୍‌

ସିନାପାଲି,୨୦।୫ (ଡି.ଏନ.ଏ)- ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍‌ ମକଡଦମପଡା ଗାଁବାସୀ ନିରମଲ ପାଏନ୍‌ ଅଭାବୁ ଫ୍ଲୋରାଇଡ୍‌ ମିଶା ପାଏନ୍‌ ପିଇ ଅନେକ ଲୋକ୍‌ କିଡ଼୍‌ନୀ ରୋଗ୍‌ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍‌। ସୂଚନା ଅନ୍‌ସାରେ ସିନାପାଲି ବ୍ଲକ…

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?