ସମ୍ବଲପୁର

୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ ସଂକଟ। ତେଣୁ ପାନୀୟ ଜଳ ପାଇଁ ଲୋକେ ସାଧାରଣରେ ନାହିଁ ନ ଥିବା ହଇରାଣ…

ସରକାରୀ ପୋରଛାହନ୍‌ର ଅଭାବ୍‌:ଦୁରଦିନ୍‌ରେ ମୁରଦୁଁଗ୍‌ କାରିଗର

ଗୁଡଭେଲିପଦର, ୧୯।୫ (ଡି.ଏନ.ଏ): ଭାରତୀୟ ସଂସ୍କୃତି ଆର ପରମ୍ପରାରେ ଅନେକ ପରକାର ବାଦ୍ୟର ପରଚଲନ ଅଛେ। ପୂଜାପାଠ୍‌ନୁ ମୂଲ କରି ବିହାବରପନ, ଉଛବ୍‌, ପରବ୍‌, ଜାନୀଯାତରାରେ ଘଁଟ୍‌, ଶଁଖ୍‌, ମୁହୂରି, ଢ଼ୋଲ, ଲିସାନ୍‌, ମୁରଦୁଁଗ୍‌, ଗିନିର ପରଚଲନ ଦେଖ୍‌ବାକେ ମିଲସି। ଇ…

କୋଶଳୀ ଭାଷା ସୁରକ୍ଷା ସମିତିର ମହିମା ସାହିତିଅ ଆସର

ଟିଟିଲାଗଡ, ୧୯ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହିନ୍ଦୀ ହାଇସ୍କୁଲ ପରିସରରେ କୋଶଳୀ ଭାଷା ସୁରକ୍ଷା ସମିତି ତରଫୁ ବୁଦ୍ଧ ଆର ଭୀମ ଭୋଇକଁର ଜନମ୍‌ ତିଥି ପାଲିତ ହେଇଯାଇଛେ। ମୁର୍‌ଧନିଅଁା କବି ବିଭାକରୀଚରଣ ମିଶ୍ରକଁର ସଭାପତିତ୍ୱନେ ଆୟୋଜିତ ସଭାନେ ମୁଖିଆ…

ତ୍ରିନାଥକଁର ଅଜବ୍‌ ବଏସିରା:ସବୁବେଲେ ହାତେ ଖଜୁର ପତେଇ

ଲୋଇସିଂହା,୧୯।୫(ଡି.ଏନ.ଏ): ସବୁ ମୁନୁସ୍‌ର ଶରୀରକେ ଦେଖ୍‌ଲେ ପାଖାପାଖି ସଭେ ସମାନ ଆଏ। ସମକର ରକତ୍‌, ହାତ୍‌ଗୋଡ଼, ନାକ୍‌କାନ୍‌, ଆଏଁଖ୍‌ ଅଛେ। ହେଲେ ସମକର ଚାଲିଚଲନ, ବେଭାର ଆଚର, ବଏସିରା, ସଉକ୍‌ ଭିନେ ଭିନେ। ଏନ୍‌ତା ଝନେ ଭିନେ ଚରିତ୍‌ର ଲୋକ୍‌କେ ଦେଖ୍‌ବାକେ…

ଭୀମଭୋଇଙ୍କ ଅପ୍ରକାଶିତ ପାଣ୍ଡୁଲିପିର ପ୍ରକାଶନ ଉପରେ ଗୁରୁତ୍ୱ

ସୋନପୁର, ୧୮।୫(ନି.ପ୍ର.)ଭୀମଭୋଇଙ୍କ ସିଦ୍ଧି, ସାଧନା ଓ ସମାଧୀପୀଠ ଖଲିଆପାଲିଠାରେ ସନ୍ଥକବିଙ୍କ ଜୟନ୍ତୀ ଉତ୍ସବ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାବାଚସ୍ପତି ପଦ୍ମଶ୍ରୀ ଡ. ଶ୍ରୀନିବାସ ଉଦ୍‌ଗାତା ମୁଖ୍ୟ ଅତିଥିଭାବେ ଯୋଗଦେଇ ଭୀମଭୋଇଙ୍କ ସାହିତ୍ୟ ସାଧନା ଓ ସମାଜକୁ ତାଙ୍କର ଅବଦାନ ବିଷୟରେ ଆଲୋଚନା…

ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିିରହିଛି ଶୀତଳଭଣ୍ଡାର

ଭବାନୀପାଟଣା,୧୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଆଦିବାସୀ ହରିଜନ ଲୋକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ ସରକାରଙ୍କ ଅନେକ ଯୋଜନା ପ୍ରସ୍ତୁତ ହୋଇଛି । ହେଲେ ଉକ୍ତ ବ୍ଲକରେ ଏହାର କୌଣସି ସୁଫଳ ମିଳି ନ ଥିବା ଦେଖିବାକୁ…

ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ ସଂସ୍ଥାମାନେ ସହାୟତାର ହାତ ବଢାଇଛନ୍ତି। ତେବେ ଏ ନେଇ ନିଖିଳ ଉକତ୍ଳ ବିଚାର ବିଭାଗୀୟ…

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ। ସେହି…

ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର…

ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ କରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ ପ୍ରତିବର୍ଷ ସେମାନଙ୍କର ସେହି ଆଶା ନିରାଶରେ…

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ ରହୁଛନ୍ତି । ସରକାରୀ ଚିକିତ୍ସା ବ୍ୟବସ୍ଥାରୁ ଆସ୍ଥା ହରାଇ ଜଡିବୁଟି ଭଳି ଘରୋଇ…

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା ଦୁଇ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଧାର୍ମିକ, ଆଧ୍ୟାତ୍ମିକ, ପୌରାଣିକ, କିମ୍ବଦନ୍ତକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?