ବଡ଼ଭାଇ ଟାଙ୍ଗିଆ ଚୋଟରେ ସାନଭାଇ ଗୁରୁତର
ଝାରସୁଗୁଡା ଅଫିସ୍/ ଲଖନପୁର, ୨୪।୪(ଡି.ଏନ୍.ଏ)-ଝାରସୁଗୁଡା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଆର୍ଆର୍ କଲୋନୀରେ ମଙ୍ଗଳବାର ସକାଳ ସାଢେ ୭ଟାରେ ବଡ଼ଭାଇ ସୁଶିଲ ଧୁରୁଆଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ସୁରେଶ ଧୁରୁଆ(୩୫)ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତଙ୍କୁ ପ୍ରଥମେ ଝାରସୁଗୁଡା ଜିଲା ମୁଖ୍ୟଚିକିତ୍ସାଳୟରେ…
ଋତୁ ଶାଗ୍ କୁଲେରର ଚାହିଦା କାହିଁରେ କେତେ
ପଦ୍ମପୁର, ୨୪।୪ (ଡି.ଏନ.ଏ)- ପଶ୍ଚିମ ଓଡ଼ିଶାର ଅନେକ ଜିଲା ଆଦିବାସୀ ବହୁଲ। ଇଠାନେ ଭିନେ ଭିନେ ସମିଆରେ ଅନେକ କିସମର ସାଗ୍, ଫଲମୂଲ, କଁଦା ଖାଏବାକେ ମିଲସି। ଯେନ୍ଥିର ସୁଆଦ୍ ବି ଭିନେ କିସମର। ଏନ୍ତା ଖରାଦିନେ ମିଲୁଥିବାର ଗୁଟେ ଶାଗ୍…
ବାପ୍ ଆରପାରେ, ମା’ର ପତା ନାଇଁଅଁଧାରକେ ଠେଲି ହେଉଛେ ୩ ଛୁଆକର ଭବିଷତ୍
ରାଉରକେଲା ଅଫିସ,୨୩ା ୪: କାମଧଁଦା ଖୁଜବାର ଲାଗି ମା’ ଘର ଛାଡ଼ି କେନ୍ଆଡ଼େ ପଲେଇଗଲେ। ଆଏଜ୍ତକ୍ ତାକର ପତା ନାଇଁ ମିଲବାର। କିଏ କହୁଛେ ଦଲାଲମାନକର ଶିଖାପଢ଼ାରେ ଦିଲ୍ଲୀ ଯାଇଛନ୍ ତ ଆର କିଏ କହୁଛେ ମୁମ୍ବାଇ। ଇ ବାବ୍ଦେ ଗଲା…
ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍ରେ ଭାଗୀରଥି ଆର ନୁର
ଜାମଟିକ୍ରା, ୨୨।୪ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍। ହେଲେ ବହୁତ୍ ଜାଗାରେ ସରକାରୀ ଅଧ୍କାରୀ, କରମଚାରୀକର…
ମଉଲିକ୍ ସୁବିଧା ସୁଯୋଗରୁ ବଁଚିତ୍ ୨ ପଡ଼ାବାସୀ
କେସିଙ୍ଗା,୨୨।୪(ଡି.ଏନ.ଏ.): କେସିଙ୍ଗା ଏନ୍.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦…
ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍ ସମସିଆ: ପାଏନ୍ ନାଁରେ ଫ୍ଲୋରାଇଡ୍ ପିଉଛନ୍ ଗାଁବାସୀ
ନୂଆପଡା ଅଫିସ,୨୨ା୪: ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍କା ଅଂଚଲରେ ଫ୍ଲୋରାଇଡ୍ ବାହାରୁଛେ। ନିରମଲ ପିଇଲା ପାଏନ୍ ଟିକେ ପାଏବାର ଲାଗି ଇଠାନେ ଲୁକ୍କୁ ନାନା ସମସିଆ ସଂଗେ ଯୁଝ୍ବାକେ ପଡ଼ୁଛେ। ସେ…
ହକ୍ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ
ବିନିକା,୨୨ା୪(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍। ସେ ଜନମ୍ ବେଲୁ କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ହେଇ…
ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର
ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ କୈକେୟୀ ରାଜାଙ୍କ ଦୁର୍ବଳ ମୂହୂର୍ତ୍ତର ସୁଯୋଗ ନେଇ ୨ବର ଦେବା ପାଇଁ ସର୍ତ୍ତ ରଖିଥିଲେ…
ପୋଖରୀରେ ବୁଡ଼ି ଆଈ, ନାତି ମୃତ
ରିଆମାଳ,୨୧ା୪(ଡି.ଏନ୍.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକରଛାୟା ଖେଳିଯାଇଛି। ମିଳିଥିବା ସୂଚନା…
କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର
ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି ପଡି ଘର ଉପରେ ପଡିବାରୁ ମା’ଝିଅଙ୍କ ମୃତ୍ୟୁ ଘଟିଛି। ବାପା ପୁନିତରାମ ଗୁରୁତର…
ଶିଶୁକନ୍ୟାଙ୍କୁ ବଳାତ୍କାର ଅଭିଯୋଗ
ବଲାଙ୍ଗୀର ଅଫିସ, ୨୦ା୪ : ବଲାଙ୍ଗୀର ସଦର ଥାନା ଅଞ୍ଚଳର ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଟି ନିଜ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ୋଶୀ ଘରର ଜଣେ ୧୪ ବର୍ଷର ନାବାଳକ ସେଠାକୁ ଆସି…
ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ
ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା…

