ସମ୍ବଲପୁର

ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍‌ ଶୋ

ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଉମାଶଙ୍କର ସାହୁ ନିଜର କର୍ମୀ ତଥା ନେତାଙ୍କୁ ନେଇ ଗୁରୁବାର ସନ୍ଧ୍ୟାରେ…

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ ନମ୍ବର…

ନୂତନ ମତଦାତାଙ୍କ ମଧ୍ୟରେ ଉତ୍ସାହ

ଘଣ୍ଟାପଡ଼ା,୧୮ା୪(ଡି.ଏନ୍‌.ଏ) : ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୧ ନଂ ଜିଲାପରିଷଦ ଜୋନ୍‌ର ଅନେକ ସ୍ଥାନରେ ଇଭିଏମ ଅଚଳ ହୋଇପଡ଼ିଥିଲା। ଫଳରେ ୧ ଘଣ୍ଟା ବିଳମ୍ବରେ ମତଦାନ କରିଥିଲେ ଭୋଟର। ଖବର ଅନୁଯାୟୀ, ଖୁଣ୍ଟିଗୋରା ୨୧୬ ନଂ ବୁଥ୍‌, ଉମାର…

ଇଭିଏମ୍‌ରେ ତ୍ରୁଟି : ବିଳମ୍ବରେ ମତଦାନ

ସୁନ୍ଦରଗଡ଼,୧୮ା୪(ଡି.ଏନ୍‌.ଏ) : ସୁନ୍ଦରଗଡ଼ ଜିଲାରେ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଆରମ୍ଭ ହୋଇଛି। ଜିଲାର ଲୋକ ସଭା ଓ ଏହା ଅଧୀନ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ୧୮୪୬ଟି ମତଦାନ କେନ୍ଦ୍ରରେ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁନ୍ଦରଗଡ଼ ମ୍ୟୁନିସପାଲିଟିର…

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ ବନ୍ଦ ରହିଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ସହର ରଙ୍ଗଢ଼ିପା ଗଁାର ୨୧୩ ନଂ ବୁଥ୍‌ରେ ସକାଳୁ…

ବରଗଡ଼ ମତଦାନ: ଦିନ ୧୧ଟା ସୁଦ୍ଧା ଅତାବିରାରେ ସର୍ବାଧିକ, ବିଜେପୁରରେ ସର୍ବନିମ୍ନ

ବରଗଡ଼ ଅଫିସ୍‌,୧୮।୪: ବରଗଡ଼ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୧୩୭୮ ଭୋଟ କେନ୍ଦ୍ରରେ ଗୁରୁବାର ସକାଳ ୭ଟାରୁ ମତଦାନ ଗ୍ରହଣ ଆରମ୍ଭ ହୋଇଛି। କେତେକ ସ୍ଥାନକୁ ଛାଡ଼ି ଦେଲେ ବର୍ତ୍ତମାନ ସୁଦ୍ଧା ମତଦାନ ଶୃଙ୍ଖଳିତ ରହିଛି। ଦିନ ୧୧ଟା ସୁଦ୍ଧା…

ବାଟବନା ହେଇଛେ ଆମ ଗାଁ ଆମ ବିକାଶ ଯୋଜନା:ମଉଲିକ ସୁବିଧାରୁ ବଁଚିତ କୁଡ଼ାପଡ଼ାବାସୀ

ଜାମଟିକ୍ରା, ୧୮।୪ (ଡି.ଏନ.ଏ): ଗାଁଗଁଲିର ବିକାଶ ଲାଗି ଚଲତି ବଛର ପଞ୍ଚାୟତିରାଜ ଦିବସଠାନୁ ରାଏଜ୍‌ ସରକାର ‘ଆମ ଗାଁ ଆମ ବିକାଶ’ କାଯ୍‌କରମ ଆରମ୍‌ କରିଛନ୍‌। ଇ କାଯ୍‌କରମ ଜରିଆରେ ମୁଖ୍ୟମନ୍ତ୍ରୀ ଭିନେ ଭିନେ ସମିଆରେ ନିରବାଚିତ ପଁଚେତ୍‌ ପରତିନିଧିମାନକର ସଂଗେ…

ଲେଠ୍‌ରଉଛେ ନାରାୟଣ ସାଗର ମାଏଟ୍‌ କାମ୍‌

ଲୋଇସିଂହା,୧୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହାର ନାରାୟଣ ସାଗରର ମାଏଟ୍‌ କାମ୍‌ ଚାଲିଛେ। ହେଲେ ପଁକ୍‌ ଉଧାର କାମ୍‌ ଧିରେସୁସ୍‌ତେ ଚାଲିଥିବାର ଅଭିଯୋଗ ହେଉଛେ। ଆଗ୍‌କେ ବର୍ଷା ଦିନ୍‌ ଆସୁଛେ, ତାର ଆଗ୍‌ରୁ ଇ ଉନ୍‌ନତିକରନ୍‌ କାମ୍‌ ସରବା କି ନାଇଁ ଲୋଇସିଂହାବାସୀ…

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ ଉଜୁଡିବାରେ ଲାଗିଛି। ଏହାକୁ ନେଇ ଚଷୀମାନେ ବାରମ୍ବାର ବୁିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟକୁ ଦୌଡୁଥିଲେ ମଧ୍ୟ…

ଟ୍ରକ୍‌ -୧୦୮ ଆମ୍ବୁଲାନ୍‌ସ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ଗୁରୁତର

ଦେବଗଡ଼,୧୭।୪(ସ୍ବ.ପ୍ର.)-ଦେବଗଡ ଜିଲା ତିଲେଇବଣି ବ୍ଲକ ପ୍ରଭାଶୁଣି ଗ୍ରାମ ନିକଟରେ ବୁଧବାର ଭୋର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ଆମ୍ବୁଲାନ୍‌ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…

ମଉଲିକ ସୁବିଧାରୁ ବଁଚିତ ଗାଁବାସୀ: ଗାଁକେ ରାସ୍‌ତା ହେଲେ ବିକାଶ ଆପେ ହେବା

ଜାମଟିକ୍ରା, ୧୭।୪ (ଡି.ଏନ.ଏ): କେହେନ୍‌ସି ଗାଁର ବିକାଶ କଥା ଚିନ୍‌ତା କଲେ ସରକାର ପହେଲା ସେ ଗଁାକେ ରାସ୍‌ତାଘାଟର ସୁବିଧା କରସନ୍‌। ରାସ୍‌ତାଘାଟ, ବିଜଲି, ପିଇଲା ପାଏନ୍‌, ସୁଆସ୍‌ତିଅ ସେବା, ଶିକ୍ଷା ସମକର ମଉଲିକ୍‌ ଅଧିକାର ଆଏ। ହେଲେ ଇ ସବୁ…

ରାତିରେ ଅଁଧାର, ଦିନବେଲା ଜଲୁଛେ ଷ୍ଟ୍ରିଟ୍‌ଲାଇଟ୍‌

ଗୁଡ଼ଭେଲା,୧୭ା୪(ଡି.ଏନ.ଏ): ସରକାର ବିଦ୍ୟୁତ ସଞ୍ଚୟ ଲାଗି ଲୁକ୍‌କୁ ସଚେତନ କରୁଛନ୍‌। ହେଲେ ବଲାଙ୍ଗୀର ଜିଲା ତୁଷୁରା ସହରରେ ଥିବାର ଷ୍ଟ୍ରିଟଲାଇଟମାନ ଦିନବେଲା ଜଲୁଥିଲାବେଲେ ବଡ଼ଭାଗି ଲାଇଟ୍‌ ରାଏତ୍‌ବେଲି ବଁଦ୍‌ ରହୁଛେ। ଯେନ୍‌ଥିରଲାଗି ସହରଟା ଗୁଟେ ପରକାର ଅଁଧାର ରହୁଛେ। ଇଥିରଲାଗି ମହିଲାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?