ସମ୍ବଲପୁର

ଲେଠ୍‌ରଉଛେ ନାରାୟଣ ସାଗର ମାଏଟ୍‌ କାମ୍‌

ଲୋଇସିଂହା,୧୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହାର ନାରାୟଣ ସାଗରର ମାଏଟ୍‌ କାମ୍‌ ଚାଲିଛେ। ହେଲେ ପଁକ୍‌ ଉଧାର କାମ୍‌ ଧିରେସୁସ୍‌ତେ ଚାଲିଥିବାର ଅଭିଯୋଗ ହେଉଛେ। ଆଗ୍‌କେ ବର୍ଷା ଦିନ୍‌ ଆସୁଛେ, ତାର ଆଗ୍‌ରୁ ଇ ଉନ୍‌ନତିକରନ୍‌ କାମ୍‌ ସରବା କି ନାଇଁ ଲୋଇସିଂହାବାସୀ…

ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା: ଜିଲାପାଳଙ୍କୁ ଦେଖାକଲେ ଚାଷୀ ପ୍ରତିନିଧି

ନୂଆପଡା ଅଫିସ,୧୭ା୪: ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଦର୍ଲିପଡା, ସିଆଲଟି ଗ୍ରାମପଞ୍ଚାୟତରେ ବିଦ୍ୟୁତ୍‌ ଲୋଭୋଲଟେଜ ସମସ୍ୟା ଯୋଗୁ ଶତାଧିକ ଏକର ଜମିର ରବି ଚାଷ ଉଜୁଡିବାରେ ଲାଗିଛି। ଏହାକୁ ନେଇ ଚଷୀମାନେ ବାରମ୍ବାର ବୁିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟକୁ ଦୌଡୁଥିଲେ ମଧ୍ୟ…

ଟ୍ରକ୍‌ -୧୦୮ ଆମ୍ବୁଲାନ୍‌ସ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ଗୁରୁତର

ଦେବଗଡ଼,୧୭।୪(ସ୍ବ.ପ୍ର.)-ଦେବଗଡ ଜିଲା ତିଲେଇବଣି ବ୍ଲକ ପ୍ରଭାଶୁଣି ଗ୍ରାମ ନିକଟରେ ବୁଧବାର ଭୋର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ଆମ୍ବୁଲାନ୍‌ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…

ମଉଲିକ ସୁବିଧାରୁ ବଁଚିତ ଗାଁବାସୀ: ଗାଁକେ ରାସ୍‌ତା ହେଲେ ବିକାଶ ଆପେ ହେବା

ଜାମଟିକ୍ରା, ୧୭।୪ (ଡି.ଏନ.ଏ): କେହେନ୍‌ସି ଗାଁର ବିକାଶ କଥା ଚିନ୍‌ତା କଲେ ସରକାର ପହେଲା ସେ ଗଁାକେ ରାସ୍‌ତାଘାଟର ସୁବିଧା କରସନ୍‌। ରାସ୍‌ତାଘାଟ, ବିଜଲି, ପିଇଲା ପାଏନ୍‌, ସୁଆସ୍‌ତିଅ ସେବା, ଶିକ୍ଷା ସମକର ମଉଲିକ୍‌ ଅଧିକାର ଆଏ। ହେଲେ ଇ ସବୁ…

ରାତିରେ ଅଁଧାର, ଦିନବେଲା ଜଲୁଛେ ଷ୍ଟ୍ରିଟ୍‌ଲାଇଟ୍‌

ଗୁଡ଼ଭେଲା,୧୭ା୪(ଡି.ଏନ.ଏ): ସରକାର ବିଦ୍ୟୁତ ସଞ୍ଚୟ ଲାଗି ଲୁକ୍‌କୁ ସଚେତନ କରୁଛନ୍‌। ହେଲେ ବଲାଙ୍ଗୀର ଜିଲା ତୁଷୁରା ସହରରେ ଥିବାର ଷ୍ଟ୍ରିଟଲାଇଟମାନ ଦିନବେଲା ଜଲୁଥିଲାବେଲେ ବଡ଼ଭାଗି ଲାଇଟ୍‌ ରାଏତ୍‌ବେଲି ବଁଦ୍‌ ରହୁଛେ। ଯେନ୍‌ଥିରଲାଗି ସହରଟା ଗୁଟେ ପରକାର ଅଁଧାର ରହୁଛେ। ଇଥିରଲାଗି ମହିଲାମାନେ…

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?