ସମ୍ବଲପୁର

ମଣପୁରମ୍‌ ଡକାୟତି ମାମଲା: ସରିଲା ରିମାଣ୍ଡ, ଜେଲ ଗଲେ ମୁଖ୍ୟ ଅଭିଯୁକ୍ତ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର) ବହୁ ଚର୍ଚ୍ଚିତ ସମ୍ବଲପୁର ବୁଢ଼ାରଜାସ୍ଥିତ ମଣପୁରମ୍‌ ସୁନା ଋଣସଂସ୍ଥା ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତ ସୁବୋଧ ସିଂ(୨୮)ଙ୍କ ରିମାଣ୍ଡ ଅବଧି ଶେଷ ହେବା ପରେ ଜେଲ ପଠାଇ ଦିଆଯାଇଛି। ୧୦ ଦିନିଆ ରିମାଣ୍ଡ ଶେଷ ହେବା ପରେ ପ୍ରଥମେ…

୨୦୨୬ ଫେବୃଆରୀରେ ସରିବ ସମଲେଶ୍ୱରୀ ପ୍ରକଳ୍ପ: ମନ୍ତ୍ରୀ

ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ସମ୍ବଲପୁର ସମଲେଶ୍ୱରୀ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ କାମ ୨୦୨୬ ଫେବୃଆରୀ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ୨୦୨୫ ଅଗଷ୍ଟ ସୁଦ୍ଧା ଏହାର ଲୋକାର୍ପଣ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ମାତ୍ର ଜମି ଅଧିଗ୍ରହଣ ସମସ୍ୟା ପାଇଁ ସମ୍ପୂର୍ଣ୍ଣ ହେବା ବିଳମ୍ବ…

ରାମନବମୀରେ ଅଘଟଣ: ପୁଅର ଶାବଳ ମାଡ଼ରେ ବାପା ମୃତ, ମା’ ଗୁରୁତର

ସମ୍ବଲପୁର,୬ା୪(ପ୍ରମୋଦ ବହିଦାର): ରାମନବମୀରେ ସବୁଠି ଉତ୍ସବର ମାହୋଲ ରହିଥିବା ବେଳେ ସମ୍ବଲପୁର ଜିଲା ଯୁଯୁମରା ଥାନା ଝାଙ୍କରପାଲି ତୁରୀପଡ଼ାରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପୁଅର ଶାବଳ ମାଡ଼ରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି।…

ଅବମାନନା କରୁ ନ ଥିବା ଲୋକଙ୍କୁ କାହିଁକି ଗାଳି କରିବି: ଜୟନାରାୟଣ

ସମ୍ବଲପୁର,୬।୪(ପ୍ରମୋଦ ବହିଦାର): ଅବମାନନା କରୁ ନ ଥିବା ବ୍ୟକ୍ତିଙ୍କୁ ଗାଳିଗୁଲଜର କୌଣସି ଆବଶ୍ୟକତା ନାହିଁ। ବର୍ତ୍ତମାନ ମଧ୍ୟ ଟାଉନ ଥାନା ଅଧିକାରୀ ସୁବ୍ରତ କୁମାର ମେହେରଙ୍କ ସହିତ ମୋର ଉତ୍ତମ ସମ୍ପର୍କ ରହିଛି। ସେ ସର୍ବଦା ସମ୍ମାନର ସହିତ କଥାବାର୍ତ୍ତା କରନ୍ତି।…

ଜଳସମ୍ପଦ ବିଭାଗର ୩ କାର୍ଯ୍ୟାଳୟ ଅସବାବପତ୍ର ବ୍ୟାଜାପ୍ତି ନୋହିଲା

ସମ୍ବଲପୁର,୪।୪(ପ୍ରମୋଦ ବହିଦାର): ଠିକା ସଂସ୍ଥାର ବକେୟା ବିଲ ଅର୍ଥ ପଇଠ ନ କରିବାରୁ ସମ୍ବଲପୁର ଜଳସମ୍ପଦ ବିଭାଗର ୩ଟି କାର୍ଯ୍ୟାଳୟର ଆସବାବପତ୍ର ବ୍ୟାଜାପ୍ତ ପାଇଁ ଅଦାଲତଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇପାରି ନାହିଁ। ଫଳରେ କୋର୍ଟ କର୍ମଚାରୀ ଖାଲି ହାତରେ ପହଞ୍ଚିଛନ୍ତି। ବୁର୍ଲାସ୍ଥିତ…

ସମ୍ବଲପୁରରେ DGP, କର୍ମଚାରୀଙ୍କୁ ବଣ୍ଟନ କଲେ ଡିଜି ପଦକ

ସମ୍ବଲପୁର,୩ା(ପ୍ରମୋଦ ବହିଦାର): ସମ୍ବଲପୁର ଗସ୍ତରେ ଆସି ଗୁରୁବାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ। ସମ୍ବଲପୁରରେ ଗତ ରାତିରେ ରହଣି ପରେ ଗୁରୁବାର ସକାଳେ ସର୍ବ ପ୍ରଥମେ ମା’ ସମଲେଶ୍ୱରୀ ପୀଠରେ ମା’ଙ୍କ ଦର୍ଶନ…

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି। ଏହି ଘଟଣାକୁ ନେଇ ଗତ ୨୦୨୩ରେ ବୁର୍ଲା ଥାନାରେ କେସ ନମ୍ବର ୯୬/୨୦୨୩ରେ ଦଫା…

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପଦାଙ୍କ ଅନୁସରଣ କରିଛନ୍ତି ତାଙ୍କ ଝିଅ ଶୁଭଶ୍ରୀ…

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା ହେଲେ ରାଧା କିଷାନ (୩୦)। ହତ୍ୟାକାରୀ ସ୍ବାମୀ କୁସୁମୀ ପଞ୍ଚାୟତ ରାନେକେଲା(ବେନିଆପୋଷ) ଗ୍ରାମର ଗୁଣନିଧି…

ସମ୍ବଲପୁରରେ ମଧ୍ୟାହ୍ନ ସୁଦ୍ଧା ୪୩ ପ୍ରତିଶତ ମତଦାନ

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଓକିଲ ସଂଘର ନିର୍ବାଚନ ପରିପ୍ରେକ୍ଷୀରେ ଜାରି ରହିଛି ମତଦାନ। ସମ୍ବଲପୁର ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ସକାଳ ସାଢ଼େ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁର ଓକିଲ ସଂଘରେ ମୋଟ୍‌…

ସମ୍ବଲପୁର ଓକିଲ ସଂଘ ନିର୍ବାଚନ: ମତଦାନ ଜାରି

ସମ୍ବଲପୁର, ୨୯।୩(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଓକିଲ ସଂଘ କାର୍ଯ୍ୟାଳୟଠାରେ ନିର୍ବାଚନ ଶନିବାର ସକାଳ ୭.୩୦ରୁ ଆରମ୍ଭ ହୋଇଛି। ଏହା ଦିନ ୩ ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଜିଲା ଓକିଲ ସଂଘର ସଭାପତି, ଉପସଭାପତି, ସମ୍ପାଦକ ସମେତ ବିଭିନ୍ନ…

ସମ୍ବଲପୁରରେ ମୁତୟନ ହେବେ ବିଏସ୍‌ଏଫ ଫୋର୍ସ

ସମ୍ବଲପୁର,୨୮।୩: ସମ୍ବଲପୁରରେ ରାମନବମୀ ଏବଂ ହନୁମାନ ଜୟନ୍ତୀ ପାଇଁ ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ରାମନବମୀ ଏବଂ ହନୁମାନ ଜୟନ୍ତୀରେ ସୁରକ୍ଷାକୁ ଦୃଷ୍ଟିରେ ସମ୍ବଲପୁରରେ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବ ବୋଲି ଶୁକ୍ରବାର ସମ୍ବଲପୁର ଏସ୍‌ପି ମୁକେଶ ଭାମୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?