ବସ୍-ବାଇକ୍ ଧକ୍କା: ଚାଲିଗଲା ଦୁଇ ଜୀବନ
ପଡିଆବାହାଲ,୧୫।୮(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଯୁଜୁମୁରା ବ୍ଲକ କୁକୁଡ଼ାପାଲି ପଞ୍ଚାୟତ କୁକୁଡ଼ାପାଲି ଆର୍ଏମ୍ସି ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ମିଳିଥିବା ସୂଚନା ମୁତାବକ,…
ଡେବ୍ରିଗଡ଼ ଅଭୟାରଣ୍ୟରେ ବିରଳ ବଣୁଆ କୁକୁର
ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଡେବ୍ରିଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ବିରଳ ବଣୁଆ କୁକୁର। ଏହି ବିରଳ ପ୍ରଜାତିର କୁକୁରକୁ ପ୍ରଥମ ଥର ପାଇଁ ଗତ ଅଗଷ୍ଟ ୧୦ ତାରିଖରେ କେତେଜଣ ପର୍ଯ୍ୟଟକ ଅଭୟାରଣ୍ୟର ସଫାରି ଜୋନରେ ଦେଖିବାକୁ ପାଇଥିଲେ। ଉକ୍ତ ବଣୁଆ…
ଶିଳ୍ପ ସଂସ୍ଥାଠୁ ବକେୟା ଜଳକର ଆଦାୟ କର: ମନ୍ତ୍ରୀ ପୂଜାରୀ
ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମ୍ ଜଳ ପରିଚାଳନା ନେଇ ରବିବାର ବୁର୍ଲାରେଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ହୀରାକୁଦ ଡ୍ୟାମ୍ ସମେତ ଝାରସୁଗୁଡ଼ା ଏବଂ ସମ୍ବଲପୁର ଜଳ…
ହୀରାକୁଦ ଡ୍ୟାମ୍ରୁ ଆଉ ଖୋଲିଲା ୪ ଗେଟ୍
ସମ୍ବଲପୁର,୪।୮: ରବିବାର ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ହେଲେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି ଉପୁଜି ନାହିଁ । ନଦୀ ଗୁଡ଼ିକ…
ସମସ୍ତ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା: ରାଜସ୍ବ ମନ୍ତ୍ରୀ
ସମ୍ବଲପୁର/ରେଙ୍ଗାଲି,୧ା୮(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲାହୀରାକୁଦ ଜଳଭଣ୍ଡାର ବିସ୍ଥାପିତଙ୍କୁ ପ୍ରଥମଥର ପାଇଁ ସ୍ଥାୟୀ ପଟ୍ଟା ବଣ୍ଟନ କରାଯାଇଛି। ଫଳରେ ଦୀର୍ଘ ୭୦ବର୍ଷ ପରେ ବିସ୍ଥାପିତ ପରିବାରଙ୍କ ଆଶା ପୂରଣ ହୋଇଛି। ରେଙ୍ଗାଲି ତହସିଲ କୁର୍ଲା ଗ୍ରାମରେ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍: ଫଟୋ, ଭିଡିଓ ଭାଇରାଲ
ସମ୍ବଲପୁର,୨୯ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଛି ପ୍ରଶ୍ନ। ହୀରାକୁଦ ଜଳଭଣ୍ଡାର ନିଷିଦ୍ଧାଞ୍ଚଳରେ ଉଡ଼ିଛି ଡ୍ରୋନ କ୍ୟାମେରା। ସମ୍ପୂର୍ଣ୍ଣ ଜଳଭଣ୍ଡାର, ଲିଫ୍ଟ ଅପରେଶନ ଗ୍ୟାଲେରି ଆଦିର ଭିତର ଫଟୋ ଓ ଭାଇରାଲ ହୋଇଛି। ହୀରାକୁଦ ଜଳଭଣ୍ଡାରର ଅତିରିକ୍ତ ବନ୍ୟାଜଳ…
ଖୋଲିଲା ହୀରାକୁଦ ଗେଟ୍
ସମ୍ବଲପୁର,୨୮।୭: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ୭ନଂ ସ୍ଲୁଇସ ଗେଟ୍ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ରବିବାର ଜଳଭଣ୍ଡାରରୁ ସ୍ଲୁଇସ ଗେଟ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ…
ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ
ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍ ଗେଟ୍ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ…
ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ
କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ ବ୍ୟକ୍ତି ତାଙ୍କର ୬ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଆଉ…
ଘାଟିରେ ଟ୍ରଲର-କଣ୍ଟେନର ହେଲେ ମୁହାଁମୁହିଁ : ଚାଲିଗଲା ଜୀବନ
ଜମନକିରା,୨୨।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ବଡ଼ରମା ଘାଟିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଏକ ଟ୍ରଲର ସହ ଏକ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କଣ୍ଟେନର ଚାଲକ ମହାରାଷ୍ଟ୍ର…
ଭାଜପାରେ ଫାଟ: ଜୟନାରାୟଣ ମିଶ୍ରଙ୍କୁ ଜିଲା ସଭାପତିଙ୍କ ଚ୍ୟାଲେଞ୍ଜ
ସମ୍ବଲପୁର,୨୨ା୭(ଭବାନୀ ଶଙ୍କର ଭୋଇ ):ସମ୍ବଲପୁର ଭାଜପା ଜିଲା ସଭାପତି ଗିରୀଶ ପଟେଲଙ୍କ ଜନ୍ମଦିନ ଅବସରରେ ରବିବାର ନୟାପଡାରେ ଉଦ୍ଘାଟିତ ହୋଇଛି ଜିଲା ସଭାପତିଙ୍କ ଦଳୀୟ କାର୍ଯ୍ୟାଳୟ। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାନ ସଭା କ୍ଷେତ୍ର ଅଧୀନ ବହୁ ପଦାଧିକାରୀ ଓ ଦଳୀୟ…
ଓଡ଼ିଶାରେ ଚାଲିବ ବୁଲ୍ଡୋଜର
ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା ସରକାରୀ…
Archives


