ସମ୍ବଲପୁର

ଦୁଇଜଣଙ୍କ କଳିରୁ ଫାଇଦା ଉଠାଇଲେ ପ୍ରସନ୍ନ

ସମ୍ବଲପୁର,୧୨ା୪(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ କିଏ ପ୍ରାର୍ଥୀ ହେବେ, ତାହା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନାମ ଘୋଷଣା ହେବା ପରେ ଏହି କ୍ଷେତ୍ରରୁ ସମ୍ବଲପୁର ବିଜେଡି...

ବ୍ରାଉନସୁଗାର, କଫ୍‌ ସିରପ ବିକିବା ପଡ଼ିଲା ମହଙ୍ଗା

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ରେଙ୍ଗାଲି ପୋଲିସ ଏବଂ ଅବକାରୀ ବିଭାଗ ପୃଥକ୍‌ ସ୍ଥାନରେ ଚଢ଼ାଉ କରି ବ୍ରାଉନସୁଗାର, କଫ୍‌ ସିରପ ଜବତ କରିବା ସହ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଓ ଅବକାରୀ...

ମାଟିର ସ୍ବାଭିମାନ ପାଇଁ ଲଢ଼ିବି: ଦିଲୀପ ରାୟ

ରାଉରକେଲା,୧୧।୪(ବିପ୍ଳବ ରଞ୍ଜନ ଦାଶ): ଭାଜପାର ସୁନ୍ଦରଗଡ଼ ଏମ୍‌ପି ପ୍ରାର୍ଥୀ ଜୁଏଲ ଓରାମ୍‌ ରାଉରକେଲା ବିଧାନସଭା ଆସନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀ କରାଯିବା ନେଇ ସୂଚନା ଦେବାର ୨୪ ଘଣ୍ଟା ନ ପୂରୁଣୁ ବୁଧବାର ଏହାର...

ସମ୍ବଲପୁର ଆସନରେ ଏଥର ହେଭିଓ୍ବେଟ ଲଢ଼େଇ: ଚର୍ଚ୍ଚାରେ ବାହାରିଆ ପ୍ରାର୍ଥୀ

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ସମ୍ବଲପୁର ଲୋକ ସଭା ଆସନରେ ଏଥର ହେଭିଓ୍ବେଟ ଲଢ଼େଇ ହେବ। ଏହି ଆସନ ସମ୍ମାନର ପ୍ରଶ୍ନ ହୋଇଥିବାରୁ ଏହାକୁ ଦଖଲ ପାଇଁ ଉଭୟ ବିଜେଡି ଓ ଭାଜପା ପ୍ରାଣପଣେ ଉଦ୍ୟମ କରିବେ। ଏଠାରେ ବିଜେଡିରୁ ଦଳର ସାଂଗଠନିକ...

ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ...

ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ କଟାକ୍ଷ, ଧର୍ମେନ୍ଦ୍ର ଭାଇ…

ଭୁବନେଶ୍ୱର,୯।୪: ନିର୍ବାଚନୀ ମାହୋଲ ଭିତରେ ରାଜ୍ୟ ରାଜନୀତିକୁ ଆହୁରି ସରଗରମ କରିଛି ପ୍ରଣବଙ୍କ ପୋଷ୍ଟ । ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି ପୋଷ୍ଟ କରିଛନ୍ତି ପ୍ରଣବ ଦାସ। ସମ୍ବଲପୁର ଲୋକ ସଭା ଆସନ ପାଇଁ ପ୍ରଣବ-ଧର୍ମେନ୍ଦ୍ର...

ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବାହାରିବ ନାହିଁ ଶୋଭାଯାତ୍ରା

ସମ୍ବଲପୁର,୯।୪: ଚଳିତ ବର୍ଷ ସମ୍ବଲପୁରରେ ହନୁମାନ ଜୟନ୍ତୀରେ ଶୋଭାଯାତ୍ରା କରିବା ଉପରେ ଜିଲା ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ହନୁମାନ ଜୟନ୍ତୀରେ ବାଇକ୍‌ ରାଲି ବନ୍ଦ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଶାନ୍ତି କମିଟି ବୈଠକ ପରେ...

ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷରେ ପହଞ୍ଚାଇବାକୁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ରାଜ୍ୟପାଳ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର): ଇତିହାସ ଓ ପ୍ରାଚୀନ ଜ୍ଞାନକୁ ନେଇ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରସ୍ତୁତ ହୋଇଛି। ଏହି ମର୍ମରେ ଯୁବ ପ୍ରତିଭା ଓ ସଂସାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷସ୍ତରରେ ପହଞ୍ଚାଇବା ପାଇଁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ...

ଗୋଟିଏ ମଞ୍ଚରେ ଜୟନାରାୟଣ ଓ ଗିରିଶ

ସମ୍ବଲପୁର,୭ା୪ (ଭବାନୀ ଶଙ୍କର ଭୋଇ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷିତ ହେବା ପରେ ଏବେ ସେ ଭାଜପାର ନୂଆପୁରୁଣା ନେତା ଓ କର୍ମୀଙ୍କୁ ଏକଜୁଟ କରି ଦଳକୁ ଅଧିକ ସଂଗଠିତ କରିବା ପାଇଁ...

ଇକୋ ଟୁରିଜମ୍‌ରେ ସର୍ବାଧିକ ରାଜସ୍ବ ଆଦାୟ

ସମ୍ବଲପୁର,୭ା୪(ପ୍ରମୋଦ ବହିଦାର)ସମ୍ବଲପୁର ଜିଲା ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ଡେବ୍ରିଗଡ଼ ଅଭୟାରଣ୍ୟ କେବଳ ବନ୍ୟପ୍ରାଣୀ ଓ ଜଙ୍ଗଲ ସଂରକ୍ଷଣରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି ତା’ ନୁହେଁ, ବର୍ତ୍ତମାନ ଏହା ଏକ ପର୍ଯ୍ୟଟନ ହବ୍‌ରେ ପରିଣତ ହୋଇଛି। ପର୍ଯ୍ୟଟନ ହବ୍‌...

ପ୍ରଚାର ମଇଦାନରେ ଧର୍ମେନ୍ଦ୍ର-ବବି, ନା ନ ନେଇ କଲେ ଟାର୍ଗେଟ

ସମ୍ବଲପୁର,୫।୪: ଓଡ଼ିଶା ରାଜନୀତିର ହଟସ୍ପଟ ପାଲଟିଥିବା ସମ୍ବଲପୁରରେ ଆରମ୍ଭ ହେଲା ଲଢ଼େଇ। ଭୋଟ ପାଇଁ ମଇଦାନରେ ଦୁଇ ହେଭିୱେଟ। ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ(ବବି ଦାସ) ଓ ଭାଜପାର ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ...

୪ ଲୋକ ସଭା ଓ ୨୮ ବିଧାନସଭା କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା

ସମ୍ବଲପୁର,୫ା୪ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଗସ୍ତରେ ଆସି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ କୁମାର ଧଳ ଗୁରୁବାର ସମ୍ବଲପୁର ସହିତ ସୁନ୍ଦରଗଡ଼, ବରଗଡ଼ ଓ ଢେଙ୍କାନାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ ବିଧାସନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରସ୍ତୁତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri