ସମ୍ବଲପୁର

ଟ୍ରକ୍‌ ଡ୍ରାଇଭର କହିଲେ କାହିଁକି ୨ ଭାଜପା ନେତାଙ୍କୁ ହତ୍ୟା କରିଥିଲେ 

ସମ୍ବଲପୁର,୭।୧: ଭାଜପା ନେତ୍ରାଙ୍କୁ ହତ୍ୟା ପଛର କାରଣ କହିଲେ ଡ୍ରାଇଭର ପ୍ରସନ୍ନ ଜେନାମଣି। ସେ କହିଛନ୍ତି, ଭାଜପା ନେତାଙ୍କ କାରକୁ ମୋ ସହ ଝଗଡ଼ା କରିଥବା ଗାଡ଼ି ଭାବି ଧକ୍କା ଦେଇଥିଲି । ଗାଡିକୁ ଥରେ କି ୨ ଥର ନୁହେଁ…

ଦୁଇ ଭାଜପା କର୍ମୀଙ୍କ ଉପରେ ଜାଣିଶୁଣି ହାଇଓ୍ବା ମଡ଼ାଇ ଦେଲେ ଚାଳକ, ଲିଭିଗଲା ୨ ଜୀବନଦୀପ

ସମ୍ବଲପୁର,୫ା୧(ପ୍ରମୋଦ ବହିଦାର): ବୁର୍ଲାଥାନା ଅନ୍ତର୍ଗତ ଆ.କଟାପାଲି ନିକଟରେ ବିଳମ୍ବିତ ରାତିରେଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ…

ସମ୍ବଲପୁରରେ ବଡ଼ଧରଣର ଲୁଟ୍‌

ସମ୍ବଲପୁର,୩।୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ବୁଢ଼ାରଜା ଛକସ୍ଥିତ ମଣପୁରମ୍‌ ଗୋଲ୍ଡ ଲୋନ ସଂସ୍ଥାରୁ ଶୁକ୍ରବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମଣପୁରମ୍‌ ସଂସ୍ଥା କାର୍ଯ୍ୟାଳୟରେ ପଶି କର୍ମଚାରୀଙ୍କ ସହ ସୁରକ୍ଷାକର୍ମୀଙ୍କୁ ବନ୍ଧୁକ ଦେଖାଇ ବିପୁଳ ପରିମାଣର ସୁନା…

ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା

ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୂତାପଡ଼ା ଛକରୁ ଧନକଉଡ଼ା ପର୍ଯ୍ୟନ୍ତ ଚାଲିଥିବା ଜବରଦଖଲ ଭୟରେ ମୋତିଝରଣ ଛକରେ ଉଚ୍ଛେଦକାରୀ…

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ

ସମ୍ବଲପୁର,୨୨।୧୨(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀଙ୍କ ସମାଗମ ଆରମ୍ଭ ହୋଇଛି। ସୁବିସ୍ତୀର୍ଣ୍ଣ ଆର୍ଦ୍ରଭୂମିର ଅନୁକୂଳ ପରିବେଶ ପ୍ରତି ଆକର୍ଷିତ ହୋଇ ସୁଦୂର ୟୁରୋପ, ଆମେରିକା ସହିତ ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ବିଦେଶାଗତ ପକ୍ଷୀ ଏଠାରେ ଏକତ୍ରିତ ହେବାରେ ଲାଗିଛନ୍ତି। ୟୁରେସିଆନ୍‌…

ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଦ୍ୱିତୀୟ ଦିନରେ ଚଢାଉ ଜାରି

ସମ୍ବଲପୁର,୧୯ା୧୨(ପ୍ରମୋଦ ବହିଦାର): ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସ୍ବର୍ଗତ କ୍ଷୀରୋଦ ମଲ୍ଲିକଙ୍କ ଘରେ ଲଗାତର ଦ୍ୱିତୀୟ ଦିନ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)…

୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ଚଢ଼ାଉ

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ୍‌ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସ୍ବର୍ଗତ କ୍ଷୀରୋଦ ମଲ୍ଲିକଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ…

ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ସମ୍ବଲପୁର,୭।୧: ସମ୍ବଲପୁର ଜିଲା ରେଙ୍ଗାଲି ରମ୍ପେଲା ଛକ ନିକଟରେ ଶନିବାର ଏକ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଞ୍ଜୀବ କରାଳି ଆହତ ହୋଇଛନ୍ତି। ସଞ୍ଜୀବଙ୍କୁ ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଚାରମାଳ ଡକାୟତି…

କ୍ୱାର୍ଟର୍ସରୁ ଜବତ ୧୪ ଲକ୍ଷ ୭୧ ହଜାର ଟଙ୍କା କେଉଁଠୁ ଆସିଲା? ସନ୍ତୋଷଜନକ ଉତ୍ତର ଦେଇ ନ ପାରି ଏସିଏଫ….

ସମ୍ବଲପୁର,୭।୧୨: ଏସିଏଫଙ୍କୁ ବାନ୍ଧିଲା ପୋଲିସ । ଗିରଫ ହେଲେ ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଏସିଏଫ୍‌ ରେବତୀ ରମଣ ଯୋଶୀ । ତାଙ୍କୁ ଶନିବାର ଭିଜିଲାନ୍ସ ବିଭାଗ ଗିରଫ କରିଛି । ରବିବାର ବିଳମ୍ବିତ ରାତି ଯାଏ ସମ୍ବଲପୁର ଭିଜିଲାନ୍ସ ଏସପିଙ୍କ…

ନିଶା ବଟିକା ଦେଇ ଯୁବତୀଙ୍କୁ ବଳାତ୍କାର କଲେ ବାବାଜୀ: ବାନ୍ଧିଲା ପୋଲିସ

ରେଢାଖୋଲ, ୬।୧୨(ଅଚ୍ୟୁତାନନ୍ଦ ପୁରୋହିତ):ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ବୈଷ୍ଣବଝୋଲି ଗ୍ରାମରେ ୬ ମାସ ହେଲା ମଠ କରି ରହୁଥିବା ଜଣେ ବାବାଜି ଜନୈକ ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ରେଢ଼ାଖୋଲ ଥାନା ପୋଲିସ ତାଙ୍କୁ ଶୁକ୍ରବାର ଗିରଫ କରିଛି। ସେ…

କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍‌ସିରପ୍‌: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍‌ସିରପ୍‌ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦ ବୋତଲ କଫ୍‌ସିରପ୍‌ ଜବତ କରିଛି। ଏଥିସହ କାର୍‌, ସ୍କୁଟିକୁ ମଧ୍ୟ ଜବତ କରିଛି।…

ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ସମ୍ବଲପୁର,୬।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି। ଦୁର୍ନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?