ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି ନକ୍ଷତ୍ରାନୁସାରେ ସମବେତ ପଣ୍ଡିତ ଓ ଜ୍ୟୋତିର୍ୱିଦମାନଙ୍କ ଗଣନାନୁସାରେ ଆସନ୍ତା ୧୫ ତାରିଖ (ମଙ୍ଗଳବାର)…
ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି
ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍ଓ ଅଂଶୁପ୍ରଜ୍ଞା ଦାସ କହିଛନ୍ତି। ବିଶେଷକରି ସମ୍ବଲପୁର ଜିଲାର ଏହି ଅଭୟାରଣ୍ୟରେ…
ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ
ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ ସମ୍ପୂର୍ଣ୍ଣ ଭିନ୍ନ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା…
ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ
ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ ଚାଷୀମାନଙ୍କ ଶ୍ରମ ଓ ସମ୍ବଳ ଧୂଳିସାତ…
ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…
ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାସହ ଏହି ବେଆଇନ କାରବାରରେ ଲିପ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…
ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍ ଖୋଲି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୧ଟି…
ଖଇରୀଙ୍କ ମୁଣ୍ଡ ଉପରେ ୫ ନାତୁଣୀନାତିଙ୍କ ଭାର: ଦୁଇ ମୁଠା ଖାଦ୍ୟ ପାଇଁ କରୁଛନ୍ତି ସଂଘର୍ଷ
ଜମନକିରା,୩।୯(ରବିନ୍ଦ୍ର ପ୍ରସାଦ ଦାନୀ): ସମୟ ବଦଳିଲେ ମଣିଷର ଭାଗ୍ୟ ବି ବଦଳିଯାଏ। କିନ୍ତୁ କିଛି ଲୋକଙ୍କ ଜୀବନରେ ଏଭଳି ପରିସ୍ଥିତି ଆସେ, ଯେଉଁଠି ଦୁଃଖ କେବେ ସରେ ନାହିଁ। ଏମିତି ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି ସମ୍ବଲପୁର ଜିଲା ଜମନକିରା…
ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍
ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରି ଦିଆଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩…
ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ
ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍ଏମ୍ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁପାଳନରେ ଅବହେଳା କରାଯାଇଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଏହି ମାମଲାରେ…
ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …
ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ ଦେଇଥିବା ମହମ୍ମଦ ଅନିଶ(୩୬)ଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ ରାଜା ସ୍ୱାମୀ(୨୫)ଙ୍କୁ ଅଟକ…
ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ
ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ ପରିବେଶରେ ପାଠ ପଢ଼ୁଛନ୍ତି। ୧୯୬୧ ମସିହାରେ ପ୍ରତିଷ୍ଠିତ ବିଦ୍ୟାଳୟର ପୁରୁଣା କୋଠାଗୁଡ଼ିକ ଭାଙ୍ଗିରୁଜି…
ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ
ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର…

