ସମ୍ବଲପୁର

ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍‌ଘାତରେ ମୃତ୍ୟୁ

ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭ ବର୍ଷୀୟା ବାଘୁଣୀର ମୃତ୍ୟୁ ଘଟିଥିବା ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ଗୁରବାର…

ମଣ୍ଡିକୁ ନେବା ପୂର୍ବରୁ ଚୋରି ହୋଇଗଲା ମିନିଟ୍ରକ ସହ ୧୨୦ ପ୍ୟାକେଟ୍‌ ଧାନ

ପଡିଆବାହାଲ,୫ା୧୨(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ବାହାମ ପଞ୍ଚାୟତ ୫୩ ନମ୍ବର ଜାତୀୟ ରାଜପଥ ପଡିଆବାହାଲର ଏକ ପେଟ୍ରୋଲ ପମ୍ପ ନିକଟରେ ମଣ୍ଡିକୁ ନେବାପାଇଁ ରଖାଯାଇଥିବା ଧାନ ବୋଝେଇ ମିନିଟ୍ରକ ଚୋରି ହୋଇଯାଇଛି। ମିନିଟ୍ରକ(ନଂ.ଓଆର-୧୫ସି ୯୬୨୪)ରେ ମହୁଲମୁଣ୍ଡାର ଚାଷୀ ମନୋଜ ମେହେରଙ୍କର ୧୨୦ପ୍ୟାକେଟ…

ନାବାଳିକାଙ୍କୁ ଗଣବଳାତ୍କାର, ୪ ଜଣଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୪ା୧୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୧୪ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୪ଜଣଙ୍କୁ ଗିରଫ କରି ବୁଧବାର ସମ୍ବଲପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ସମ୍ବଲପୁରର…

ଯାତ୍ରା ଦେଖିବାକୁ ଯାଇ ଗାଁକୁ ଫେରିବା ବେଳେ ଗଣବଳାତ୍କାରର ଶିକାର ହେଲେ ନାବାଳିକା

କୁଚିଣ୍ଡା,୧ା୧୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ ଜଣେ ୧୪ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ପୋଲିସରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ପୋକ୍ସୋ ଆକ୍ଟରେ ଏକ ମାମଲା ରୁଜୁ କରି ୪ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଶନିବାର…

ବୁର୍ଲା ଭିମସାରରୁ ଚୋରି ନବଜାତ ଶିଶୁପୁତ୍ରକୁ ଉଦ୍ଧାର : ଚୋରି କରିଥିବା ମହିଳା ଓ ତାଙ୍କ ସ୍ବାମୀଙ୍କୁ…

ସମ୍ବଲପୁର, ୨୮।୧୧(ପ୍ରମୋଦ ବହିଦାର): ବୁର୍ଲା ଭିମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁପୁତ୍ରକୁ ରେଙ୍ଗାଲିରୁ ଉଦ୍ଧାର କରାଯାଇଥିବା ପୋଲିସ ସୂଚନା ଦେଇଛି। ଶିଶୁ ଚୋରି କରିଥିବା ମହିଳା ଓ ତାଙ୍କ ସ୍ବାମୀଙ୍କୁ ଅଟକ ରଖାଯାଇଛି। ଉଦ୍ଧାର ପରେ ଶିଶୁପୁତ୍ରକୁ ଭିମସାର…

ଗାଁରେ ପଶିଲା ହାତୀ: ଜଣଙ୍କୁ ଦଳି ମାରିଦେଲା

ସମ୍ବଲପୁର,୨୨।୧୧: ସମ୍ବଲପୁର ଜିଲା ପଡ଼ିଆବାହାଲ ରେଞ୍ଜ ଛାମୁଣ୍ଡା ସେକ୍ସନ ଜାମଲୋଇ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ହାତୀ ଘଉଡ଼ାଇବା ବେଳେ ଏକ ଦନ୍ତା ଜଣେ ଯୁବକଙ୍କୁ ଦଳି ଦେଇଛି। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା…

ହାତୀ ଆକ୍ରମଣରେ ୨ ପାରା ୱାଚର ଗୁରୁତର

ରେଢ଼ାଖୋଲ୨୧।୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ବଡ଼ବାହଲ ରେଞ୍ଜ ରତ୍ନାବଡ଼ମାଲ ଗାଁ ନିକଟରେ ଗୁରୁବାର ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୨ଜଣ ପାରା ୱାଚର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା…

ସମ୍ବଲପୁରରେ ପୁଣି ନିଷିଦ୍ଧ କଫ୍‌ସିରପ୍‌ ଜବତ, ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୨୦ା୧୧: ସମ୍ବଲପୁରରେ ପୁଣି ବିପୁଳ ପରିମାଣର ନିଷିଦ୍ଧ କଫ୍‌ସିରପ ଜବତ ହୋଇଛି। ଗତ ୧୭ ତାରିଖରେ ସଦରଥାନା ପୋଲିସ ଦ୍ବାରା ୧୦୦ ମିଲିମିଟର ବିଶିଷ୍ଟ ୨୨୭୨ଟି ଓ୍ବିନ୍ସିରେକ୍ସ କଫ୍‌ସିରପ୍‌ ଜବତ ହୋଇଥିବାବେଳେ ଏ ସଂକ୍ରାନ୍ତରେ ୨୦ ଜଣଙ୍କୁ ଗିରଫ କରାଯାଇଥିଲା। ଏହାର…

ହାତୀ ମୃତ୍ୟୁ ଘଟଣା:୩ କ୍ଷେତ୍ର ବନ କର୍ମଚାରୀ ସସ୍‌ପେଣ୍ଡ

ନାକଟିଦେଉଳ,୧୯ା୧୧(ବୈକୁଣ୍ଠନାଥ ସାହୁ):ବାର୍‌ହା ଶିକାର ପାଇଁ ଶିକାରୀ ବିଛାଇଥିଲେ ବିଦ୍ୟୁତ୍‌ ତାର। ଏହି ଫାଶରେ ପଡ଼ି ୩ଟି ହାତୀଙ୍କର ଯାଇଛି ଜୀବନ। ସେଥିରେ ରହିଛନ୍ତି ଗୋଟିଏ ଶାବକ ସହ ୨ଟି ମାଈ ହାତୀ। ରବିବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି ସମ୍ବଲପୁର…

ଅମିନଙ୍କୁ ନିଲମ୍ବିତ ପରେ ତହସିଲଦାରଙ୍କୁ ବଦଳି

ରେଢାଖୋଲ ୧୯।୧୧(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ଜୋନ-୨ ନମ୍ବର ଜିଲାପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଦୁର୍ବ୍ୟବହା କରିବା ଘଟଣା ମହଙ୍ଗା ପଡିଛି। ରାଜସ୍ବ ମନ୍ତ୍ରୀ ଘଟଣାର ତଦନ୍ତ କରିବାକୁ ସମ୍ବଲପୁର ଜିଲାପାଳଙ୍କୁ ନିର୍ଦ୍ଧେଶ ପରେ ଗୋଟିଏ ଦିନରେ ତଦନ୍ତ…

କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ

ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ…

୨୮ ବାଇକ୍‌ ଚୋରି କରି ଜଙ୍ଗଲରେ ରଖିଥିଲେ, ଚଢ଼ାଉ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍‌କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଜାରଙ୍ଗ ଜଙ୍ଗଲରୁ ବାଇକ୍‌ଗୁଡ଼ିକ ଜବତ କରାଯାଇଛି। ଏହି ଘଟଣାରେ ସୋନପୁର ବୀରମହାରାଜପୁରର ରାମକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?