ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରାଗଲା ଏୟାରଲିଫ୍ଟ: ସ୍ବାସ୍ଥ୍ୟାବସ୍ଥା…
ସମ୍ବଲପୁର,୧୫।୩: ପୂର୍ବତନ ରାଜ୍ୟ ସଭା ଏମ୍ପି ତଥା ବିଜୁ ଜନତା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଶୁକ୍ରବାର ଏୟାରଲିଫ୍ଟ କରାଯାଇଛି। ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ସ୍ବତନ୍ତ୍ର ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ଅଣାଯାଇଛି । ଦୁର୍ଘଟଣାରେ ଗୁରୁତର ଆହତ...
ମୋବାଇଲ ପାଇଁ କବାଡ଼ିଆଙ୍କୁ ହତ୍ୟା
ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର)ସାମାନ୍ୟ ଏକ ମୋବାଇଲ ପାଇଁ ଜଣେ କବାଡ଼ିଆବାଲାଙ୍କୁ ହତ୍ୟା କରାଯିବା ଘଟଣା ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ କତରବଗା ଥାନା ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି। ପୋଲିସ ବୁଧବାର ଏକ ଜଙ୍ଗଲ ମଧ୍ୟରୁ ହତ୍ୟାର ଶିକାର ହୋଇଥିବା ଯୁବକଙ୍କ...
ମଙ୍ଗଳବାର ହାଟରେ ମିଳିବ ଜୈବିକ ଉତ୍ପାଦିତ ପରିବା
ସମ୍ବଲପୁର,୧୨ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଧୀନ ପଡ଼ିଆବାହାଲ ସାପ୍ତାହିକ ହାଟରେ ଏଣିକି ମିଶନଶକ୍ତି ମହିଳାଙ୍କ ଦ୍ୱାରା ଉତ୍ପାଦିତ ପନିପରିବା ମିଳିବ। ଏଥିପାଇଁ ମଙ୍ଗଳବାର ଏକ ସ୍ବତନ୍ତ୍ର ବଜାରକୁ ବାହାମ ସରପଞ୍ଚ ସରସ୍ବତୀ ଭୋସାଗର ଆନୁଷ୍ଠାନିକ...
ଜଙ୍ଗଲ ଜମି ଅଧିକାର ସଂଯୋଜିକାଙ୍କୁ ମାଡ଼ିବସିଲା ଭିଜିଲାନ୍ସ
କୁଚିଣ୍ଡା,୧୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଜିଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ଜଙ୍ଗଲ ଜମି ଅଧିକାର ବିଭାଗ ସଂଯୋଜିକା ନିଗତ ପରବିନ୍ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ଜଙ୍ଗଲ ଜମି ପଟ୍ଟା ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କର ଅନୁକମ୍ପା ମୂଳକ ସହାୟତା...
ମୃତ୍ୟୁ ପରେ ସ୍ବର୍ଗଦ୍ୱାରରେ ସାହାରା ଶେଷବନ୍ଧୁ
ସମ୍ବଲପୁର,୧୦।୩(ଭବାନୀ ଶଙ୍କର ଭୋଇ): ଆତ୍ମୀୟସ୍ବଜନଙ୍କ ମୃତ୍ୟୁ ପରେ ପରିବାର ଲୋକେ ଶବ ସତ୍କାର ପାଇଁ ସମ୍ବଲପୁର ଦୁର୍ଗାପାଲିସ୍ଥିତ ସ୍ବର୍ଗଦ୍ୱାରରେ ପହଞ୍ଚି କାଠ, କିରୋସିନ ସହ ରୀତିନୀତି ପାଳନ ପାଇଁ ପୁରୋହିତ ଆଦି ଖୋଜିବାରେ ହଇରାଣ ହେଉଥିବା ଏକ ସାଧାରଣ ଘଟଣା।...
ସମ୍ବଲପୁର ଭାଜପାରେ ବଢ଼ୁଛି କନ୍ଦଳ
ସମ୍ବଲପୁର,୮ା୩(ପ୍ରମୋଦ ବହିଦାର):ଭାଜପା ଗଡ଼ ଭାବେ ପରିଚିତ ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏବେ ଅନ୍ତଃକନ୍ଦଳ ପଦାକୁ ଆସିଛି। ଦୁଇ ପ୍ରଭାରୀଙ୍କ ଉପସ୍ଥିତିରେ ବୁଧବାର ରାତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅପ୍ରତ୍ୟାଶିତ ଭାବେ ଏଭଳି ଏକ ସ୍ଥିତି ସୃଷ୍ଟି ହୋଇଥିବା ବିଷୟ ଗୁରୁବାର...
୩୦ବର୍ଷ ଦେଶ ସେବା କରି ଜନ୍ମମାଟିକୁ ଫେରିଲେ ସୈନିକ
କୋଲାବିରା,୫ା୩(ଚିନ୍ମୟ କୁମାର ବହିଦାର): ୩୦ବର୍ଷ ଧରି ଜଣେ ସୈନିକ ଭାବେ ଦେଶମାତୃକାର ସେବାରେ ନିଜକୁ ନିୟୋଜିତ କରି କୋଲାବିରା ବ୍ଲକ ସନ୍ୟାସିପାଲି ଗ୍ରାମର ଛବିଳ କୁମାର ବାଗ୍ ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି। ସୁବେଦାର ବାଗ୍ ଶ୍ରୀନଗରରୁ ଫେରିବା ପରେ ଦୁଲଦୁଲି...
ସାଇକେଲରେ ୨୦ ହଜାର କିଲୋମିଟର ଯାତ୍ରା କରି ଦେଢବର୍ଷ ପରେ ଫେରିଲେ
ସମ୍ବଲପୁର, ୪।୩ (ଭବାନୀଶଙ୍କର ଭୋଇ): ପରିବେଶ ସଚେତନତା ଲକ୍ଷ୍ୟ ରଖି ଦେଢବର୍ଷ ତଳେ ବରଗଡ ନୂଆଗଡରୁ ବାହାରିଥିବା ନନ୍ଦିଘୋଷ ଖମାରୀ ଏହା ଭିତରେ ୨୦ ହଜାର କିଲୋମିଟର ସାଇକେଲରେ ଯାତ୍ରା କରି ସାରିଛନ୍ତି। ତାଙ୍କର ସାଇକେଲ ଯାତ୍ରା ଭିତରେ ସେ...
ସିଡିଏମ୍ଓଙ୍କ କାର୍ଯ୍ୟାଳୟରେ ଅଭାବନୀୟ ଘଟଣା: ଡାକ୍ତର-କର୍ମଚାରୀ ମାରପିଟ
ସମ୍ବଲପୁର,୩ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟର ସିଡିଏମ୍ଓଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା କ୍ରମରେ ଦୁଇଜଣ ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏ ନେଇ ଉଭୟ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ପୃଥକ୍...
ଜୁଏଲେରି ଦୋକାନ ମାଲିକଙ୍କୁ ଗୁଳି ମାଡ଼: ଧରାପଡ଼ିଲେ ମାଷ୍ଟରମାଇଣ୍ଡ
ସମ୍ବଲପୁର,୨୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଏକ ଜୁଏଲେରି ଦୋକାନ ମାଲିକଙ୍କୁ ଗୁଳିକରି ଲୁଟ୍ ଉଦ୍ୟମ ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍ପି ମୁକେଶ ଭାମୁ ସୂଚନା ଦେଇ...
ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର
ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ...
ଆସନ ରେଢ଼ାଖୋଲ, ବସୁଛନ୍ତି ବାହାର ନେତା
ସମ୍ବଲପୁର,୨୮।୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାର ରେଢ଼ାଖୋଲ ବ୍ଲକ, ନାକଟିଦେଉଳ, ଯୁଯୋମୁରା ଓ ମାନେଶ୍ୱର ବ୍ଲକର ୭ଟି ପଞ୍ଚାୟତକୁ ନେଇ ଗଠିତ ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀ। ୨୦୦୦ ପରଠାରୁ ନିରବଚ୍ଛିନ୍ନ ଭାବେ ବିଜେଡି ଏହାକୁ ଅକ୍ତିଆର କରିଆସିଛି। ଆସନର ରେଢ଼ାଖୋଲର ହୋଇଥିବା...
Archives


