ସମ୍ବଲପୁର

ବଳାତ୍କାର, ହତ୍ୟାର ଶିକାର ଯୁବତୀଙ୍କୁ ଗାଁ ମଶାଣିରେ ଜାଗା ମିଳିଲାନି

ନାକଟୀଦେଉଳ, ୪ା୯(ବୈକୁଣ୍ଠନାଥ ସାହୁ): ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ନିଜ ଗାଁ ଶ୍ମଶାନରେ ସତ୍କାର ପାଇଁ ସ୍ଥାନ ମିଳିଲାନାହିଁ। ଗାଁର କେତେଜଣ ଲୋକ ବିରୋଧ କରିବାରୁ ମୃତାଙ୍କ ଶବ ସତ୍କାର ପାଇଁ ଉଭୟ ପୋଲିସ ଏବଂ…

୬୫ ବର୍ଷରେ ଆଖିବୁଜିଲା ‘ଖେର୍ସେଲ’

ସମ୍ବଲପୁର,୩।୯(ପ୍ରମୋଦ ବହିଦାର): ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଡେବ୍ରିଗଡ଼ ଅଭୟାରଣ୍ୟ ମଧ୍ୟରେ କେଭଟିଭ ହାତୀ ‘ଖେର୍ସେଲ’ର ମୃତ୍ୟୁ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ବୁର୍ଲା ପ୍ରାଣୀ ଚିକିତ୍ସକଙ୍କ ଦ୍ବାରା ଚିକିତ୍ସାଧୀନ ଅବସ୍ଥାରେ ଗତ ସେପ୍ଟେମ୍ବର ୨ ତାରିଖ ଅପରାହ୍ନ ୪ଟା…

ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍‌

ସମ୍ବଲପୁର,୨।୯: ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍‌କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ ରହିଛି। ସୂଚନା…

ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା

ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହିଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲା ନାକଟୀଦେଉଳ ଥାନା ସାହେବୀ…

ହୃଦ୍‌ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ

ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।…

ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ…

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର):ଉପର ମୁଣ୍ଡରେ ବର୍ଷା ଜାରିରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଜଳଭଣ୍ଡାରର ଅଧିକ ୬ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ଏହି ୬ଟି ଗେଟ୍‌କୁ ମିଶାଇ ବର୍ତ୍ତମାନ ଜଳଭଣ୍ଡାରର…

ଲ୍ୟାମ୍ପସ ଏମ୍‌ଡିଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା

ଜମନକିରା,୨୪ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ ଲ୍ୟାମ୍ପସ ଏମ୍‌ଡି ହରେକୃଷ୍ଣ ରାଉତ (୪୦)ଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବିଞ୍ଜିପାଲି ଗାଁର ସଞ୍ଜୟ ପଟେଲ (୪୫)। ଶନିବାର…

ବଢୁଛି ଜଳସ୍ତର: ହୀରାକୁଦ ଡ୍ୟାମ୍‌ର ଆଉ ୮ ଗେଟ୍‌ ଖୋଲିଲା

ସମ୍ବଲପୁର,୪।୮: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ ଜଳସ୍ତର ବଢିବାରେ ଲାଗିଛି। ଫଳରେ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୮ଟି ଗେଟ୍‌ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମ୍‌ର ୧୪ଟି ଗେଟ୍‌ରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏନେଇ ତଳିଆ ଅଞ୍ଚଳର ଲୋକଙ୍କୁ…

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଜୀବନ ଗଲା, ଜଣେ ଗୁରୁତର

କୁଚିଣ୍ଡା,୨୪ା୮: ସମ୍ବଲପୁର ଜିଲା କୁଚିଣ୍ଡାରେ ଶ୍ୱାସରୁଦ୍ଧ ହୋଇ ଶନିବାର ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା ବେଳେ ଏହି ଅଘଟଣ ଘଟିଛି। ଯମନକିରା ଥାନା ପୁକୁଡ଼ା ଗାଁରେ ୪ ଜଣ…

ବ୍ରିଜ୍‌ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ

ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍‌ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି। ପ୍ରାତଃ ଭ୍ରମଣରେ କିଛି ଲୋକ ଆସିଥିବା ବେଳେ ଏହା ଦେଖି ଅଗ୍ନିଶମ ବାହିନୀକୁ…

ହୀରାକୁଦ ଡ୍ୟାମ୍‌ରେ ବଢୁଛି ଜଳସ୍ତର: ଖୋଲିଲା ୬ ଗେଟ୍‌

ସମ୍ବଲପୁର୨୨।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଅଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?