ସମ୍ବଲପୁର

ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ…

ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ

କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ ବ୍ୟକ୍ତି ତାଙ୍କର ୬ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଆଉ…

ଘାଟିରେ ଟ୍ରଲର-କଣ୍ଟେନର ହେଲେ ମୁହାଁମୁହିଁ : ଚାଲିଗଲା ଜୀବନ

ଜମନକିରା,୨୨।୭:(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ବଡ଼ରମା ଘାଟିରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ମଙ୍ଗଳବାର ଭୋରରେ ଏକ ଟ୍ରଲର ସହ ଏକ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କଣ୍ଟେନର ଚାଲକ ମହାରାଷ୍ଟ୍ର…

ଭାଜପାରେ ଫାଟ: ଜୟନାରାୟଣ ମିଶ୍ରଙ୍କୁ ଜିଲା ସଭାପତିଙ୍କ ଚ୍ୟାଲେଞ୍ଜ

ସମ୍ବଲପୁର,୨୨ା୭(ଭବାନୀ ଶଙ୍କର ଭୋଇ ):ସମ୍ବଲପୁର ଭାଜପା ଜିଲା ସଭାପତି ଗିରୀଶ ପଟେଲଙ୍କ ଜନ୍ମଦିନ ଅବସରରେ ରବିବାର ନୟାପଡାରେ ଉଦ୍‌ଘାଟିତ ହୋଇଛି ଜିଲା ସଭାପତିଙ୍କ ଦଳୀୟ କାର୍ଯ୍ୟାଳୟ। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାନ ସଭା କ୍ଷେତ୍ର ଅଧୀନ ବହୁ ପଦାଧିକାରୀ ଓ ଦଳୀୟ…

ଓଡ଼ିଶାରେ ଚାଲିବ ବୁଲ୍‌ଡୋଜର

ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା ସରକାରୀ…

ସମ୍ବଲପୁରରୁ ହଟିଲା ଧାର୍ମିକ ଶୋଭାଯାତ୍ରା କଟକଣା

ସମ୍ବଲପୁର,୧୦ା୭: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଥିବା କଟକଣା ବର୍ଷକ ପରେ ଜିଲା ପ୍ରଶାସନ ପକ୍ଷରୁ ହଟାଇ ଦିଆଯାଇଛି। ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରଓ୍ବାଲ କହିଛନ୍ତି, ବର୍ଷେ ପୂର୍ବରୁ ସହରରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧାର୍ମିକ ଶୋଭାଯାତ୍ରା…

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ ପୋଲିସ ମାଡ଼ ମାରିଛି। ଏପରି କି ସେତିକିରେ ମନ ବୁଝି ନ ଥିଲା ଯେ…

ସମ୍ବଲପୁର ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ସମ୍ବଲପୁର,୨୮।୬: ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର ସମ୍ବଲପୁର ଜିଲା ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ମହାଲିଙ୍ଗ ମା’ ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରିବା ସହ…

ପୁଅର ଠେଙ୍ଗାମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

ସମ୍ବଲପୁର/ପଡିଆବାହାଲ,୨୭ା୬(ପ୍ରମୋଦ ବହିଦାର/ରାଧାମୋହନର ଷଢ଼ଙ୍ଗୀ): ସମ୍ବଲପୁର ସଦର ଥାନା ଅଧୀନ ବୁଦେଲଛିଣ୍ଡା ଗ୍ରାମରେ ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ପୁଅର ଠେଙ୍ଗାମାଡ଼ରେ ବାପା ରାମ ପ୍ରସାଦ ବାଗ୍‌ ଓରଫ ରାମିଆଁ(୬୦)ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ପୋଲିସ ଅଭିଯୁକ୍ତ ପୁଅ ଧୀରେନ…

ପ୍ରଭାବ ଦେଖାଇଲେ ଜୟନାରାୟଣ

ସମ୍ବଲପୁର,୨୬।୬(ଭବାନୀ ଶଙ୍କର ଭୋଇ): ଦୀର୍ଘ ୫ ଥର ସମ୍ବଲପୁରର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟନାରାୟଣ ମିଶ୍ର ନିଜର ଖାସ ଅନ୍ଦାଜ ପାଇଁ ସାରା ରାଜ୍ୟରେ ପରିଚିତ। ବିଜେଡି -ଭାଜପା ମିଳିତ ସରକାରରେ ପରିବହନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବାବେଳେ ପରେ…

ସମ୍ବଲପୁରରେ ଜଣ୍ଡିସ ସ୍ଥିତି ଅନୁଧ୍ୟାନ

ସମ୍ବଲପୁର,୨୦ା୬: ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି। ଏଭଳିସ୍ଥତି ଭୁବନେଶ୍ବରରୁ ଆସିଥିବା ୨ ଜଣିଆ ରାପିଡ…

ସମ୍ବଲପୁରରେ ଜଣ୍ଡିସ୍‌ ଆତଙ୍କ: ୫୯ ଚିହ୍ନଟ

ସମ୍ବଲପୁର,୨୦ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍‌(କାମଳ ରୋଗ) ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସରକାରୀ ଭାବେ ଗତ ଏକ ମାସ ମଧ୍ୟରେ ୫୯ ଜଣ୍ଡିସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?