ସମ୍ବଲପୁର

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି...

‘ଫନୀ’ ବିପନ୍ନଙ୍କୁ ଗୋଟିଏ ଦିନର ଦରମା ଦେଲେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କର୍ମଚାରୀ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି. ଅଶୋକ କୁମାରଙ୍କ ପ୍ରଚେଷ୍ଟାରେ ଡିଏଫ୍‌ଓଙ୍କ ସମେତ ସମସ୍ତ ରେଞ୍ଜର, ଫରେଷ୍ଟର, ଗାର୍ଡ ଓ...

ମାଣିଙ୍ଗପଦର ଗାଁ ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର

ଭବାନୀପାଟଣା, ୨୦।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଣିଙ୍ଗପଦର ଗାଁ ମୁଣ୍ଡ ରାସ୍ତା କଡ଼ରୁ ସୋମବାର ସକାଳେ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁକୁ ଉଦ୍ଧାର କରିଛି।...

ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.)  ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଜିଲା ସଂସ୍କୃତି ଭବନ ଏବେ ଭୂତକୋଠିରେ ପରିଣତ ହେଲାଣି। ଗତ...

ମକଡ଼ଦମପଡ଼ାରେ କିଡ଼୍‌ନୀ ରୋଗ୍‌ ଆତଁକ୍‌

ସିନାପାଲି,୨୦।୫ (ଡି.ଏନ.ଏ)-  ନୂଆପଡା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଁଚେତ୍‌ ମକଡଦମପଡା ଗାଁବାସୀ ନିରମଲ ପାଏନ୍‌ ଅଭାବୁ ଫ୍ଲୋରାଇଡ୍‌ ମିଶା ପାଏନ୍‌ ପିଇ ଅନେକ ଲୋକ୍‌ କିଡ଼୍‌ନୀ ରୋଗ୍‌ରେ ମରିଥିଲାବେଲେ ବଡ଼ଭାଗୀ ଲୋକ ପୀଡ଼ିତ ଅଛନ୍‌। ସୂଚନା ଅନ୍‌ସାରେ ସିନାପାଲି...

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୧୯।୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ସୋନପୁର ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ କଏଦୀଙ୍କ ନାମ ଟିକୁ ଅଜଗର(୨୬)। ତାଙ୍କ ଘର ବିନିକା ସହରର ଚମାରପଡାରେ। ଟିକୁଙ୍କୁ ଉପକାରାଗାର ପରିସର ଶୌଚାଳୟ ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ...

୬ ମାସ ହେଲା ଚାଲୁନି ଜଳଯୋଗାଣ ପ୍ରକଳ୍ପ

ଅମରପାଲି, ୧୯।୫(ଡି.ଏନ.ଏ.):ଦୀର୍ଘ ୬ମାସରୁ ଅଧିକ ସମୟ ହେଲା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇଥିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଗ୍ରାମରେ ଦେଖାଦେଇଛି ଜଳ ସଂକଟ। ତେଣୁ ପାନୀୟ ଜଳ ପାଇଁ ଲୋକେ ସାଧାରଣରେ ନାହିଁ ନ ଥିବା...

ସରକାରୀ ପୋରଛାହନ୍‌ର ଅଭାବ୍‌:ଦୁରଦିନ୍‌ରେ ମୁରଦୁଁଗ୍‌ କାରିଗର

ଗୁଡଭେଲିପଦର, ୧୯।୫ (ଡି.ଏନ.ଏ): ଭାରତୀୟ ସଂସ୍କୃତି ଆର ପରମ୍ପରାରେ ଅନେକ ପରକାର ବାଦ୍ୟର ପରଚଲନ ଅଛେ। ପୂଜାପାଠ୍‌ନୁ ମୂଲ କରି ବିହାବରପନ, ଉଛବ୍‌, ପରବ୍‌, ଜାନୀଯାତରାରେ ଘଁଟ୍‌, ଶଁଖ୍‌, ମୁହୂରି, ଢ଼ୋଲ, ଲିସାନ୍‌, ମୁରଦୁଁଗ୍‌, ଗିନିର ପରଚଲନ ଦେଖ୍‌ବାକେ ମିଲସି।...

କୋଶଳୀ ଭାଷା ସୁରକ୍ଷା ସମିତିର ମହିମା ସାହିତିଅ ଆସର

ଟିଟିଲାଗଡ, ୧୯ା୫ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ହିନ୍ଦୀ ହାଇସ୍କୁଲ ପରିସରରେ କୋଶଳୀ ଭାଷା ସୁରକ୍ଷା ସମିତି ତରଫୁ ବୁଦ୍ଧ ଆର ଭୀମ ଭୋଇକଁର ଜନମ୍‌ ତିଥି ପାଲିତ ହେଇଯାଇଛେ। ମୁର୍‌ଧନିଅଁା କବି ବିଭାକରୀଚରଣ ମିଶ୍ରକଁର ସଭାପତିତ୍ୱନେ ଆୟୋଜିତ ସଭାନେ...

ତ୍ରିନାଥକଁର ଅଜବ୍‌ ବଏସିରା:ସବୁବେଲେ ହାତେ ଖଜୁର ପତେଇ

ଲୋଇସିଂହା,୧୯।୫(ଡି.ଏନ.ଏ): ସବୁ ମୁନୁସ୍‌ର ଶରୀରକେ ଦେଖ୍‌ଲେ ପାଖାପାଖି ସଭେ ସମାନ ଆଏ। ସମକର ରକତ୍‌, ହାତ୍‌ଗୋଡ଼, ନାକ୍‌କାନ୍‌, ଆଏଁଖ୍‌ ଅଛେ। ହେଲେ ସମକର ଚାଲିଚଲନ, ବେଭାର ଆଚର, ବଏସିରା, ସଉକ୍‌ ଭିନେ ଭିନେ। ଏନ୍‌ତା ଝନେ ଭିନେ ଚରିତ୍‌ର ଲୋକ୍‌କେ...

ଭୀମଭୋଇଙ୍କ ଅପ୍ରକାଶିତ ପାଣ୍ଡୁଲିପିର ପ୍ରକାଶନ ଉପରେ ଗୁରୁତ୍ୱ

ସୋନପୁର, ୧୮।୫(ନି.ପ୍ର.)ଭୀମଭୋଇଙ୍କ ସିଦ୍ଧି, ସାଧନା ଓ ସମାଧୀପୀଠ ଖଲିଆପାଲିଠାରେ ସନ୍ଥକବିଙ୍କ ଜୟନ୍ତୀ ଉତ୍ସବ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାବାଚସ୍ପତି ପଦ୍ମଶ୍ରୀ ଡ. ଶ୍ରୀନିବାସ ଉଦ୍‌ଗାତା ମୁଖ୍ୟ ଅତିଥିଭାବେ ଯୋଗଦେଇ ଭୀମଭୋଇଙ୍କ ସାହିତ୍ୟ ସାଧନା ଓ ସମାଜକୁ ତାଙ୍କର ଅବଦାନ ବିଷୟରେ...

ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିିରହିଛି ଶୀତଳଭଣ୍ଡାର

ଭବାନୀପାଟଣା,୧୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଆଦିବାସୀ ହରିଜନ ଲୋକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ ସରକାରଙ୍କ ଅନେକ ଯୋଜନା ପ୍ରସ୍ତୁତ ହୋଇଛି । ହେଲେ ଉକ୍ତ ବ୍ଲକରେ ଏହାର କୌଣସି ସୁଫଳ ମିଳି ନ ଥିବା...

ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ ସଂସ୍ଥାମାନେ ସହାୟତାର ହାତ ବଢାଇଛନ୍ତି। ତେବେ ଏ ନେଇ ନିଖିଳ ଉକତ୍ଳ ବିଚାର...

ଭାଲୁ ଆକ୍ରମଣରେ ମହିଳା ଆହତ

ସମ୍ବଲପୁର,୧୮।୫(ବ୍ୟୁରୋ): ସମ୍ବଲପୁର ଧମା ରେଞ୍ଜ କେଶାପାଲି ସେକ୍ସନ ଗହୀରପାଲି ଗାଁରେ ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ମହିଳା ଆହତ ହୋିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଉକ୍ତ ଗଁ।ର ସାବିତ୍ରୀ ପଟେଲ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିଲେ।...

ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ...

ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ କରି ପରିବାର ପ୍ରତିପୋଷଣ କରିଥାନ୍ତି। ହେଲେ ପ୍ରତିବର୍ଷ ସେମାନଙ୍କର ସେହି ଆଶା...

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ ରହୁଛନ୍ତି । ସରକାରୀ ଚିକିତ୍ସା ବ୍ୟବସ୍ଥାରୁ ଆସ୍ଥା ହରାଇ ଜଡିବୁଟି ଭଳି...

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା ଦୁଇ ପୀଠର ପ୍ରାକୃତିକ ସୌନ୍ଦର୍ଯ୍ୟ ସହିତ ଧାର୍ମିକ, ଆଧ୍ୟାତ୍ମିକ, ପୌରାଣିକ, କିମ୍ବଦନ୍ତକୁ...