ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା
ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ଆଶୀର୍ବାଦ ନେଇ ମଧ୍ୟାହ୍ନ ୧୨ଟାରେ ସେ ପୂର୍ବତନ ଆଇଜି ହିମାଂଶୁ କୁମାର…
ଶେଷ ସୋମବାରରେ ମୁକ୍ତେଶ୍ୱର ମନ୍ଦିରରେ ଭକ୍ତଙ୍କ ଗହଳି, ଲକ୍ଷାଧିକ କାଉଡ଼ିଆଙ୍କ ଜଳଲାଗି
ଜମନକିରା,୨୪।୮(ରବୀନ୍ଦ୍ର ପ୍ରସାଦ ଦାନୀ): ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର । ଏହି ଅବସରରେ ସମ୍ବଲପୁର ଜିଲା ଜମନକିରା ବ୍ଲକସ୍ଥିତ ପ୍ରସିଦ୍ଧ ପଶ୍ଚିମାଭିମୁଖୀ ଶୈବପୀଠ ବାବା ମୁକ୍ତେଶ୍ୱର ମନ୍ଦିରରେ ଭକ୍ତଙ୍କ ଜନସମୁଦ୍ର ଦେଖିବାକୁ ମିଳିଛି । ଚଳିତ ଶ୍ରାବଣ ମାସର…
ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍, ୮ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…
ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ
ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା ପୋଲିସର ତତ୍ପରତା ଯୋଗୁଁ ବିଭିନ୍ନ ସାଇବର ଠକେଇ ମାମଲାରେ ପ୍ରାୟ ୪୫ ଲକ୍ଷ…
ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର
ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ଗ୍ରାମାଞ୍ଚଳରେ ଏହାର ବାସ୍ତବ ଚିତ୍ର ଅତ୍ୟନ୍ତ ନୈରାଶ୍ୟଜନକ ହୋଇପଡ଼ିଛି। ସମ୍ବଲପୁର ଜିଲା ଜମନକିରା…
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍ ଗେଟ୍କୁ ବନ୍ଦ କରାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୭ ସ୍ଲୁଇସ୍ ଗେଟ୍…
ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର କରିଛି। ମାନେଶ୍ୱର ମାଳତୀଯୋର ବ୍ରିଜ ଠାରୁ ପ୍ରାୟ ୫ଶହ ମିଟର ଦୂରରେ ଯୋର…
ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…
ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ସଙ୍ଗିନ…
ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା
ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ ପ୍ରଶାସନିକ ବ୍ୟବସ୍ଥାର ବିକଳ ଚିତ୍ରକୁ ଉଜାଗର କରୁଛି। ସମ୍ବଲପୁର ଜିଲାର ଜମନକିରା ବ୍ଲକ…
କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି ମିଶି ସମୁଦାୟ ୬ଟି ସ୍ଲୁଇସ ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ…
ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…
ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। ୨ଜଣ ଯୁବକଙ୍କୁ ସୁରକ୍ଷିତ…
କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା
ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର କଡ଼ା ନିଷେଧାଦେଶ ରହିଛି। ହେଲେ ସମ୍ବଲପୁର ଜିଲାରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି।…

