ସମ୍ବଲପୁର

ସମ୍ବଲପୁରରେ ବଡ଼ ବୟାନ ଦେଲେ ଗିରିରାଜ ସିଂ, କହିଲେ- ”ନଜରବନ୍ଦୀ ଅଛନ୍ତି ନବୀନ”

ସମ୍ବଲପୁର,୨୨ା୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଵାକଯୁଦ୍ଧ ତୀବ୍ର ହୋଇଛି। ବୁଧବାର କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂଙ୍କ ସମ୍ବଲପୁରରେ ମାରାଥନ ପ୍ରଚାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରୋଡ୍ ଶୋ’ କରି ଓଡିଶାରେ ସରକାରରେ ପରିବର୍ତ୍ତନ…

ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ କରିବେ ନବୀନ: ସାଂଘାତିକ କଥା କହିଦେଲେ ଗିରିରାଜ

ସମ୍ବଲପୁର,୨୨।୫: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ବୁଧବାର ସମ୍ବଲପୁରରେ ପ୍ରଚାର କରିଛନ୍ତି। ଏକ ରୋଡ ଶୋ’ ବେଳେ ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଅସ୍ମିତା ବିପଦରେ ଅଛି। ନୀବନ ବାବୁଙ୍କୁ ୭୭ ହେଲାଣି। ତେଣୁ ଏହି ନିର୍ବାଚନରେ…

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪…

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ। ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ। ଆଉ ଲୋକଙ୍କୁ ପଇସା…

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ…

ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ

କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର ଓଡ଼ିଶାବାସୀ ଏଭଳି ସରକାରକୁ ହଟାଇ ଭାଜପାକୁ ଶାସନଭାର ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି…

ଗୋଟିଏ ଇଆଡ଼େ, ଆଉ ଗୋଟେ ସିଆଡ଼େ

ସମ୍ବଲପୁର/ରେଙ୍ଗାଲିରୁ,୨୧ା୫ (ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସମ୍ବଲପୁର ସମେତ ୫ ଲୋକ ସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟ ଜୋରଦାର ଚଳାଇଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରଣବ…

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା ପଡିଥାଏ। ଯାହାକୁ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବା ପରେ ସ୍ଥାନୀୟ ତହସିଲଦାର ପ୍ରଦାନ…

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି। ଶଙ୍ଖ…

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ଦଳର…

ଧର୍ମେନ୍ଦ୍ରଙ୍କୁ ଆଶୀର୍ବାଦ କଲେ ପୁରୀ ଶ୍ରୀମନ୍ଦିର ସେବାୟତ

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ରବିବାର ସନ୍ଧ୍ୟାରେ ସମ୍ବଲପୁରରେ ଭେଟିଥିଲେ। ସେବାୟତମାନେ ବିଭିନ୍ନ ମନ୍ତ୍ର ଉଚ୍ଚାରଣ ପୂର୍ବକ ଧର୍ମେନ୍ଦ୍ରଙ୍କ କାନ୍ଧରେ ବଡ଼ଠାକୁରଙ୍କ କରପଲ୍ଲବ, ଶ୍ରୀଅଙ୍ଗ…

ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ

ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?