ଭିଜିଲାନ୍ସ ଜାଲରେ ଅତିରିକ୍ତ ମତ୍ସ୍ୟ ଅଧିକାରୀ
ସମ୍ବଲପୁର/ନାକଟିଦେଉଳ,୧୫ା୧୨(ପ୍ରମୋଦ ବହିଦାର/ବୈକୁଣ୍ଠ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅତିରିକ୍ତ ମତ୍ସ୍ୟ ଅଧିକାରୀ ସ୍ନେହଲତା ମହାନ୍ତି ଶୁକ୍ରବାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୁଣ୍ଡରେ କାର୍ପ ମାଛ ଜାଆଁଳ ଚାଷ ପାଇଁ ନେଇଥିବା ଋଣ ପରିଶୋଧ ପରେ ସବ୍ସିଡି ଅନୁମୋଦନ…
କିପରି ରହିଛି ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟା ଅବସ୍ଥା
ସମ୍ବଲପୁର,୧୨।୧୨: ରେଙ୍ଗାଲି ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁକନ୍ୟାଟି ପ୍ରିମ୍ୟାଚୁର ବେବି ବୋଲି ବୁର୍ଲା ଭୀମସାର ପକ୍ଷରୁ ସ୍ପଷ୍ଟ କରାଯାଇଛି । ଶିଶୁକନ୍ୟାଟିର ଓଜନ ୧ କେଜି ୬୦୦ ଗ୍ରାମ ରହିଥିବା ଭୀମସାର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ୧୦ ଜଣିଆ…
ଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାର
ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଥିବା ଏକ ବୋରଓ୍ବେଲ ମଧ୍ୟରେ କେହି ଫିଙ୍ଗି ଚାଲିଯାଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏନେଇ ଜଣାପଡ଼ିବା ପରେ ଦୀର୍ଘ ୬ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି…
ବୋରଓ୍ବେଲ୍ରେ ପଡ଼ିଲା ଶିଶୁ
ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲିରେ ବୋରଓ୍ବେଲ୍ ଏକ ଶିଶୁ ପଡ଼ିଯାଇଛି। ତେବେ ବୋରଓ୍ବେଲ୍ରେ ପଡ଼ିଥିବା ଏହି ଶିଶୁଟି ନବଜାତକ ବୋଲି ସନ୍ଦେହ କରାଯାଉଥିବା ବେଳେ ଶିଶୁଟିକୁ କେହି ଆଣି ଫୋପାଡ଼ି ଦେଇଥିବା କୁହାଯାଉଛି। ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ…
୧୭ ବର୍ଷ ହେଲା ପିଲାଙ୍କ ପାଇଁ ସଂଘର୍ଷ
ସମ୍ବଲପୁର,୯ା୧୨ (ଭବାନୀ ଶଙ୍କର ଭୋଇ): ବହୁ ଅସୁବିଧା ସତ୍ତ୍ୱେ ସେ ହାର ମାନିନାହାନ୍ତି। ଦୀର୍ଘ ୧୭ବର୍ଷ ହେବ ନିଜ ପିଲାଙ୍କ ପାଇଁ ସଂଘର୍ଷ ଚଳାଇଛନ୍ତି। ଏପରି ଜଣେ ମହିଳା ହେଉଛନ୍ତି ସମ୍ବଲପୁର ସିନ୍ଦୂରପଙ୍କର ବାସନ୍ତୀ ବେହେରା। ବରଗଡ଼ ଜିଲା ବରପାଲିରେ ଜନ୍ମିତ…
କାର୍ ଧକ୍କାରେ ଯୁବକଙ୍କ ମୃତ୍ୟୁ ମାମଲା: ସରପଞ୍ଚଙ୍କ ସମେତ ୩ ଗିରଫ
ନାକଟିଦେଉଳ,୮ା୧୨(ବୈକୁଣ୍ଠ ନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅଧୀନ ଝାରବେଡ଼ା ଗ୍ରାମ ନିକଟ ରାସ୍ତାରେ କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାରେ ପୋଲିସ ଶୁକ୍ରବାର ଜଣେ ସରପଞ୍ଚଙ୍କ ସମେତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ନାକଟିଦେଉଳ…
୧୦ରୁ ଜାତୀୟ ନାଟ୍ୟ ମହୋତ୍ସବ
ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜ୍ୟୋତିବିହାର ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଆସନ୍ତା ୧୦ରୁ ୧୩ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଆୟୋଜିତ ହେବ ଜାତୀୟ ନାଟ୍ୟୋତ୍ସବ ‘ଶ୍ରୀ ରଙ୍ଗ ସମାଗମ’। ସମ୍ବଲପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଶ୍ରୀ କଲଚରାଲ ଆସୋସିଏଶନ…
ଉଦ୍ଘାଟନ ସରିଛି, କାର୍ଯ୍ୟକାରୀ ହେଉନି
ସମ୍ବଲପୁର,୩ା୧୨ (ଭବାନୀ ଶଙ୍କର ଭୋଇ)ରାସ୍ତାଘାଟରେ ବଜାର ବସିବା କାରଣରୁ ସମ୍ବଲପୁରର ସର୍ବପୁରାତନ ଗୋଳବଜାର ସଙ୍କୁଚିତ ହୋଇଯାଇଛି। ଏଥିପାଇଁ ଟ୍ରାଫିକ ସମସ୍ୟା ଏଠାକାର ନିତିଦିନିଆ ସମସ୍ୟା ଭାବେ ଉଭା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ମହାନଗର ନିଗମ ପକ୍ଷରୁ ପୁରୁଣା ଗୋଲବଜାର ଭିତରେ…
ଧୂଳିରେ ଅତିଷ୍ଠ ସହରବାସୀ
ସମ୍ବଲପୁର,୨୬।୧୧(ଭବାନୀ ଶଙ୍କର ଭୋଇ)ସମ୍ବଲପୁର ସହରର ଧନୁପାଲି ଛକରୁ ଜେଲ ଛକ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତାକାର୍ଯ୍ୟ ଦୀର୍ଘଦିନ ହେଲା ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇପାରି ନାହିଁ। ପ୍ରଶସ୍ତୀକରଣ ପାଇଁ ରାସ୍ତା ଖୋଳାଯାଇ ମାଟି ଗଦାକରି ରଖାଯାଇଛି। ଫଳରେ ଗାଡିମୋଟର ଯିବା…
ସମ୍ବଲପୁର-ବନାରସ ଟ୍ରେନ୍ ବିଶାଖାପାଟଣାକୁ ସମ୍ପ୍ରସାରିତ
ସମ୍ବଲପୁର,୨୧ା୧୧(ପ୍ରମୋଦ ବହିଦାର):କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସନ୍ଧ୍ୟାରେ ସମ୍ବଲପୁର ରେଳ ଷ୍ଟେଶନରୁ ବିଶାଖାପାଟଣା ପର୍ଯ୍ୟନ୍ତ ବନାରସ-ସମ୍ବଲପୁର-ବନାରସ ଦ୍ୱି-ସାପ୍ତାହିକ ଟ୍ରେନ୍ର ସମ୍ପ୍ରସାରଣକୁ…
ଅସ୍ତଗାମୀ ସୂର୍ଯ୍ୟଙ୍କୁ ବ୍ରତଧାରୀଙ୍କ ଅର୍ଘ୍ୟ ଅର୍ପଣ
ସମ୍ବଲପୁର,୧୯ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ହର୍ଷ ଉଲ୍ଲାସର ସହିତ ପବିତ୍ର ଛଟ୍ପର୍ବ ପାଳନ କରାଯାଇଛି। ରବିବାର ସମ୍ବଲପୁର ସହରର ବିଭିନ୍ନ ନଦୀ ଘାଟ ସମେତ ବିଭିନ୍ନ ଜଳାଶୟରେ ଏନେଇ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ କଟରଧୁଆ, ମନ୍ଦଲିଆ,…
ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଜମନକିରା,୧୯।୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସରଡ଼ା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଜମନକିରା ପୋଲିସ କୁଚିଣ୍ଡା ଥାନା ଜମନକିରା ବ୍ଲକ ଗୁଣ୍ଡୁରୁଚୂଆଁ ଗାଁର…
Archives


