ସମ୍ବଲପୁର

ଆନ୍ଦୋଳନରେ ପ୍ରାଥମିକ ଶିକ୍ଷକ

କୁଚିଣ୍ଡା,୧୧ା୯(ବିରଞ୍ଚତ୍ ଦର୍କା): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ କୁଚିଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ୩ଦଫା ଦାବିରେ ସୋମବାର କୁଚିଣ୍ଡା ବିଇଓ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ବ୍ଲକ ସଭାପତି ପ୍ରଶାନ୍ତ କୁମାର ଦାଶଙ୍କ ନେତୃତ୍ୱରେ ସମସ୍ତ…

ଅନ୍ଧାରି ମୁଲକରେ ଆଲୋକବର୍ତ୍ତିକା ବର୍ଷା

ସମ୍ବଲପୁର,୯ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତର ବାବୁପାଲି ଏକ ରାଜସ୍ବ ଗ୍ରାମ। ବଣଜଙ୍ଗଲ ଘେରା ଏହି ଗ୍ରାମରେ ପ୍ରାୟ ୧୨୦ ଆଦିବାସୀ ପରିବାର କାହିଁ କେଉଁ କାଳରୁ ବସବାସ କରିଆସୁଛନ୍ତି। ଗାଁଟି ସହରଠାରୁ ୧୦ କି.ମି.…

ଜଳପ୍ରପାତରେ ବୁଡି ନିଖୋଜ ଥିଲେ: ମିଳିଲା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ

କୁଚିଣ୍ଡା,୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ମହୁଲପାଲି ଥାନା ଅଧୀନ ଗୁଦ୍‌ଗୁଦା ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ ୨୪ଘଣ୍ଟା ପରେ ଶୁକ୍ରବାର ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ସାଇନଗର ଗ୍ରାମର…

ଅଭିଯୋଗକାରୀ ପ୍ଲାନିଂ ଅଫିସର ଅଭିଯୁକ୍ତ

ସମ୍ବଲପୁର,୮ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ) ଅଫିସରେ ଚାଲିଥିବା ଜାଲିଆତି ନେଇ ପ୍ଲାନିଂ ଅଫିସର ବନ୍ଦିତା ମହାପାତ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ଗତମାସ ୨୨ତାରିଖରେ ୨ କର୍ମଚାରୀଙ୍କ ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ହେଲେ…

ସେପ୍ଟେମ୍ବର ୨୦ରେ ନୂଆଖାଇ

ସମ୍ବଲପୁର,୮ା୯(ଶୁଭାଶିଷ ପାଢ଼ୀ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ସମ୍ବଲପୁର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିର ପରିସରରେ ଗୁରୁବାର ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପଣ୍ଡିତ ମହାସଭାରେ ଏ ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଧାର୍ଯ୍ୟ ଲଗ୍ନ…

ପାଣିରେ ବୁଡ଼ି ଚାଲିଗଲା ମା’ବାପା ଛେଉଣ୍ଡ ନାବାଳିକାଙ୍କ ଜୀବନ

କୁଚିଣ୍ଡା,୭ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ତେଲିତିଲେଇମାଲ ପଞ୍ଚାୟତ ଅର୍ଜୁନଡିହି ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ପାଣିରେ ବୁଡି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାସମାନୀ ବିଲୁଙ୍ଗ(୧୬)। ମିଳିଥିବା ସୂଚନା ଯାସମାନୀ ନିକଟସ୍ଥ ନାଳକୁ ଶୌଚ…

କେନ୍ଦୁପତ୍ର ପିକ୍‌ଅପ୍‌ ଭ୍ୟାନ୍‌ ଜବତ

ରେଢାଖୋଲ,୧ା୯(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ବନଖଣ୍ଡ ମୋବାଇଲ ଟିମ୍‌ ଚୋରା ଚାଲାଣ ବେଳେ କେନ୍ଦୁପତ୍ର ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ଜବତ କରିଛି। ହେଲେ ସମ୍ପୃକ୍ତ ଅଭିଯୁକ୍ତ ଫେରାର ହୋଇଯାଇଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଳିଥିବା ସୂଚନା ମୁତାବକ, ଓଆର୍‌୧୫ଆର-୫୦୮୬ନଂ.…

ସ୍ବତନ୍ତ୍ର ଜିଲା ଦାବି ତେଜିଲା

କୁଚିଣ୍ଡା,୧ା୯(ବିରଞ୍ଚତ୍ ଦର୍କା): କୁଚିଣ୍ଡାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ତେଜିବାରେ ଲାଗିଛି। ସରକାର କୁଚିଣ୍ଡାକୁ ଜିଲା ଘୋଷଣା ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ଗୁରୁବାର କ୍ରିୟାନୁଷ୍ଠାନ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। କୁଚିଣ୍ଡା ଓକିଲ ସଂଘ ସଭାଗୃହରେ କ୍ରିୟାନୁଷ୍ଠାନ…

କେନ୍ଦୁପତ୍ର ଶ୍ରମିକ ପରିବାର ପିଲା ପାଇବେ ଛାତ୍ରବୃତ୍ତି

ସମ୍ବଲପୁର,୧ା୯(ଶୁଭାଶିଷ ପାଢ଼ୀ): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଦାବି ମାନି ନେଇଛନ୍ତି ରାଜ୍ୟ ସରକାର। ଉଚ୍ଚସ୍ତରୀୟ ବୈଠକରେ ଛାତ୍ରବୃତ୍ତି ପାଇବା କ୍ଷେତ୍ରରେ ଛାତ୍ରୀଛାତ୍ର ସମ୍ମୁଖୀନ ହେଉଥିବା ବିଭିନ୍ନ ଅସୁବିଧା ସମ୍ପର୍କରେ ଆଲୋଚନା ହେବା ସହ ଶୀଘ୍ର ବୃତ୍ତି ଟଙ୍କା ଦିଆଯିବାକୁ ସ୍ଥିର…

ଓଲଟିଲା ଚିପ୍ସ ବୋଝେଇ ହାଇୱା

ନାକଟିଦେଉଳ,୨୮ା୮(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକ ରାଞ୍ଚି-ବିଜୟୱାଡ଼ା ଜାତୀୟ ରାଜପଥର ଚମ୍ପାଳି ପୋଲ ନିକଟ ହାତୀମରାଠାରେ ରାସ୍ତା ମଝିରେ ଏକ ଚିପ୍ସ ବୋଝେଇ ହାଇୱା (ଓଡି୧୫ଡବ୍ଲ୍ୟୁ-୭୫୨୩) ଓଲଟି ପଡ଼ିଛି। ହାଇଓ୍ବା ରେଢ଼ାଖୋଲରୁ ନାକଟିଦେଉଳ ଆସୁଥିବା ବେଳେ ହାତୀମରା ବୁଲାଣି ରାସ୍ତାରେ ଆଗଚକ…

କଟୁ ଭାଷାରେ ଗାଳି କରୁଥିଲେ ପ୍ରଫେସର

ସମ୍ବଲପୁର,୨୭ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜଣେ ମହିଳା ସହକାରୀ ପ୍ରଫେସର ତାଙ୍କ ସହକର୍ମୀ ତଥା ସହକାରୀ ପ୍ରଫେସର ରଜତ କୁଜୁରଙ୍କ ବିରୋଧରେ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବିଶ୍ୱବିଦ୍ୟାଳୟ ଶୃଙ୍ଖଳା କମିଟି ନିକଟରେ ସେ ଏହି ଅଭିଯୋଗ କରିବା…

ମାଲିକଙ୍କ ଅଜାଣତରେ ଜମି ବିକ୍ରି ଉଦ୍ୟମ

ସମ୍ବଲପୁର,୨୪ା୮(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ମାଲିକ ଅଜାଣତରେ ହେଉଥିଲା ଜମି ବିକ୍ରି। ଦଲାଲମାନେ ନକଲି ଦସ୍ତାବିଜ ତିଆରି କରି ଜମି କିଣାବିକା କରୁଥିଲେ। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ବୁର୍ଲା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri