ହୋଲି ପାଇଁ ସମ୍ବଲପୁର ଆସୁଥିଲା ବହୁ ପରିମାଣର କଫ ସିରପ: ଜବତ କଲା ପୋଲିସ
ସମ୍ବଲପୁର,୨୫।୩(ପ୍ରମୋଦ ବହିଦାର): ସମ୍ବଲପୁର ପୋଲିସ ଏକ ବଡ଼ ଧରଣର କଫ ସିରପ ର଼୍ୟାକେଟର ପର୍ଦ୍ଦାଫାଶ କରିବାରେ ସକ୍ଷମ ହୋଇଛି। ସଦର ଥାନା ପୋଲିସ ନିଲଡୁଙ୍ଗରିରୁ ୪୫ଟି ପେଟିରେ ୧୮୦ ମିଲିଲିଟର ବିଶିଷ୍ଟ ପ୍ରାୟ ୧୦ ହଜାର ୮ଶହ(୧୦୮୦ ଲିଟର) ନିଷିଦ୍ଧ କଫସିରପ…
ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍ ନିୟୋଜିତ କରାଯାଉ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର
ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.…
ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା
ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ସମ୍ବଲପୁର ଲୋକସଭା ଆସନ ଏବଂ ଏହାର ୭…
କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ
ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ ଦଳର…
ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ
ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍ସାର୍ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ କରି…
କେଜରିୱାଲଙ୍କ ଗିରଫକୁ ଆପ୍ର ବିରୋଧ
ସମ୍ବଲପୁର,୨୨ା୩(ପ୍ରମୋଦ ବହିଦାର): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଗୁରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀଙ୍କୁ ଆମ ଆଦ୍ମୀ ପାର୍ଟି (ଆପ୍) ସମ୍ବଲପୁର ଶାଖା ପକ୍ଷରୁ ବିରୋଧ କରାଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ଆପ୍ ଏହାକୁ ଗଣତନ୍ତ୍ରର ହତ୍ୟା…
ରାଜନୀତିରୁ ହେଲେ ସଫଳ ଚାଷୀ: ଆକର୍ଷଣ ପାଲଟିଛି ଷ୍ଟ୍ରବେରି ଚାଷ
କୁଚିଣ୍ଡା,୨୨ା୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଉପାନ୍ତ ଝାରମାଲ ଗ୍ରାମର ପୂର୍ବତନ ଜିଲା ପରିଷଦ ସଭ୍ୟା ତଥା ଏସ୍ଏଚ୍ଜି ସଦସ୍ୟା ଲୀନା ମାଝିଙ୍କୁ ଷ୍ଟ୍ରବେରି ଚାଷ ସ୍ବତନ୍ତ୍ର ପରିଚୟ ଦେବା ସହ ସ୍ବାବଲମ୍ବୀ କରାଇଛି। କୁଚିଣ୍ଡା ଉପଖଣ୍ଡ ଲଙ୍କା ମରିଚ,…
‘କିଡ୍ସ ଷ୍ଟାର ଫେସ୍ ଅଫ୍ ଛତିଶଗଡ଼’ ଟାଇଟଲ୍ ହାସଲ କଲେ ସିଦ୍ଧି
ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ଛତିଶଗଡ଼ର ରାୟପୁରଠାରେ ଅୟୋଜିତ ‘କିଡ୍ସ ଷ୍ଟାର ଫେସ ଅଫ୍ ଛତିଶଗଡ଼’ ଫ୍ୟାଶନ ପ୍ରତିଯୋଗିତାରେ ଟାଇଟଲ ହାସଲ କରି ସମ୍ବଲପୁର ପାଇଁ ଗୌରବ ଆଣିଛନ୍ତି ସିଦ୍ଧି ସମ୍ପୂର୍ଣ୍ଣା ନାୟକ। ପିଲାଟି ବେଳୁ ନୃତ୍ୟ ଓ ମଡେଲିଂ ପ୍ରତି ଆଗ୍ରହ ରଖୁଥିବା…
ଭିସୁଟକୁ ମଡର୍ଣ୍ଣ ଡ୍ରେସ୍ ପିନ୍ଧି ଏଣ୍ଟ୍ରି ମନା
ସମ୍ବଲପୁର,୨୧।୩: ଭିସୁଟ୍ କୁଳପତିଙ୍କ କଡା ନିର୍ଦ୍ଦେଶ। ଆଧୁନିକ ଏବଂ ଛୋଟ ପୋଷାକ ପିନ୍ଧି ଆସିପାରିବେନି ଛାତ୍ରୀଛାତ୍ର। ଏନେଇ ସମ୍ବଲପୁର ଭିସୁଟ କୁଳପତି ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ବସନ୍ତ ଉତ୍ସବ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ଏହି ନିଷ୍ପତ୍ତି ନିଆଯାଇଥିବା…
ଝାଟିମାଟି ଘରେ ଜୀବନ
ନାକଟିଦେଉଳ,୧୯ା୩(ବୈକୁଣ୍ଠ ନାଥ ସାହୁ): ଗରିବ ଅସହାୟ ପରିବାରକୁ ପକ୍କା ଘର ଯୋଗାଇଦେବାକୁ ସରକାର ଆବାସ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ସରକାରୀ ଉଦାସୀନାତାରୁ ପ୍ରକୃତ ହିତାଧିକାରୀ ଏହି…
ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ
ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର ଗ୍ୟାରେଣ୍ଟି’କୁ…
କାଳବୈଶାଖି ତାଣ୍ଡବ: ଝଡତୋଫାନ ସାଙ୍ଗକୁ କୁଆପଥର ମାଡ଼
କୁଚିଣ୍ଡା,୧୭।୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରବଳ ଝଡତୋଫାନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହୋଇଛି। ଏଥିଯୋଗୁ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ଫଳରେ ଋଣକରଜ କରି ପନିପରିବା ଓ ଡାଳୁଅଧାନ ଚାଷ କରିଥିବା ଚାଷୀ ପ୍ରଭାବିତ…

