ସମ୍ବଲପୁର

ଆସନ ରେଢ଼ାଖୋଲ, ବସୁଛନ୍ତି ବାହାର ନେତା

ସମ୍ବଲପୁର,୨୮।୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାର ରେଢ଼ାଖୋଲ ବ୍ଲକ, ନାକଟିଦେଉଳ, ଯୁଯୋମୁରା ଓ ମାନେଶ୍ୱର ବ୍ଲକର ୭ଟି ପଞ୍ଚାୟତକୁ ନେଇ ଗଠିତ ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀ। ୨୦୦୦ ପରଠାରୁ ନିରବଚ୍ଛିନ୍ନ ଭାବେ ବିଜେଡି ଏହାକୁ ଅକ୍ତିଆର କରିଆସିଛି। ଆସନର ରେଢ଼ାଖୋଲର ହୋଇଥିବା ବେଳେ…

ବାପାଙ୍କୁ ହତ୍ୟା କରି ଅଖାରେ ପୋତିଦେଲେ ପୁଅ!

ସମ୍ବଲପୁର,୨୭।୨: ପାରିବାରିକ ବିବାଦରୁ ବାପାଙ୍କୁ ହତ୍ୟା କଲେ ସୈତାନ ପୁଅ। ଏପରି ବୀଭତ୍ସ ହତ୍ୟାକାଣ୍ଡ ସମ୍ବଲପୁର ଜିଲାରେ ଘଟିଛି। ହତ୍ୟା କରି ଫେରାର ହୋଇଛି ପୁଅ। ସୂଚନା ଥାଉ କି, ଲିଙ୍ଗରାଜ କୁମୁରାଙ୍କ ଘର ହେଉଛି ସଦର ଥାନା ଘେନୁପାଲି ଗାଁରେ।…

୨୮ରେ ବାମରା ବନ୍ଦ

କୁଚିଣ୍ଡା,୨୭ା୨(ବିରଞ୍ଚି ଦର୍କା): ରାଜ୍ୟ ସରକାର ଓଡ଼ିଶାରେ ମୋଟ ୩୫ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିଛନ୍ତି। ହେଲେ ପୂର୍ବ ଦାବି ଅନୁଯାୟୀ ସମ୍ବଲପୁର ଜିଲାର ବାମରା ଏଥିରୁ ବାଦ୍‌ ପଡିଛି। ଏଥିସହ ରେଳ ସମସ୍ୟା ନେଇ ଦୀର୍ଘ ଦିନରୁ ରହିଥିବା…

ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ: ୧୩,୪୨୩ ଛାତ୍ରୀଛାତ୍ରଙ୍କୁ ୧୩.୫ କୋଟି ପ୍ରଦାନ

ସମ୍ବଲପୁର,୨୬ା୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଓଡ଼ିଶା ସରକାରଙ୍କ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ମନ୍ଦଳିଆ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କରିଥିଲେ। ଏହି…

ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ଜୀବନ ଗଲା

କୁଚିଣ୍ଡା,୨୧ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ମହୁଲପାଲି ନଦୀପଠାରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ମହୁଲପାଲି ଗ୍ରାମର ଅନାମ ରୋହିଦାସ (୨୫)। ମଙ୍ଗଳବାର ଅପରାହ୍ନରେ ଏକ ଟ୍ରାକ୍ଟରରେ ମୃତ ଅନାମଙ୍କ ସହ…

ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଖୁସିଖବର: ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର, ଅଯୋଧ୍ୟାକୁ….

ସମ୍ବଲପୁର,୨୦।୨: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇଛନ୍ତି। ସକାଳେ ପ୍ରଥମେ ସେ ସମ୍ବଲପୁର ରେଳ ଷ୍ଟେଶନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା ଯାଇ…

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ମିଳିଲାନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା):ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ ନାହିଁ କି କାନ୍ଧଦେବାକୁ ଆସିଲେନି। ଶେଷରେ ଟ୍ରଲି ରିକ୍ସାରେ ମୃତଦେହ ମଶାଣିକୁ ଗଲା। ସୋମବାର…

ବିଧାୟକ ପ୍ରାର୍ଥୀ ହେଲେ ବିରୋଧ ଥୟ

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀକୁ ଦେଖିଲେ ୨୦୦୯ରେ ସୀମା ପୁନର୍ନିଦ୍ଧାରଣ ହେବାଠାରୁ ଏଠାରେ କୌଣସି ନେତା ଦ୍ୱିତୀୟ ଥର ଜିତିପାରି ନାହାନ୍ତି। ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ଏହି ଆସନରୁ ୨୦୦୯ରେ କଂଗ୍ରେସର ରାଜେନ୍ଦ୍ର କୁମାର ଛତ୍ରିଆ,…

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ଦେବାକୁ ଆସିଲେନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା)- ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ ନାହିଁ କି କାନ୍ଧଦେବାକୁ ଆସିଲେନି। ଶେଷରେ ଟ୍ରଲି ରିକ୍ସାରେ ମୃତଦେହ ମଶାଣିକୁ ଗଲା।…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା

ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୭ଜଣ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଏମାନଙ୍କ ମଧ୍ୟରୁ ୪ଜଣ ଗୁରୁତରଙ୍କୁ କାଜୁଆଲଟିରେ…

ବାପା-ଝିଅଙ୍କୁ ଛୁରାମାଡ଼

ବ୍ରଜରାଜନଗର,୧୮ା୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ରବିବାର ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଛୁରାମାଡ଼ ହୋଇଛି। ଏଥିରେ ବାପାଝିଅ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଓରିଏଣ୍ଟ ଥାନା ଅଧିକାରିଣୀ ରୋଜାଲିନ ପଟେଲଙ୍କ ସୂଚନା ଅନୁଯାୟୀ, ଇନ୍ଦିରା ଗାନ୍ଧୀ ମହିଳା…

ଶ୍ରମିକଙ୍କୁ ଧରି ଯାଉଥିଲା ପିକଅପ୍‌ ଭ୍ୟାନ: ବାଟରେ ଓଲଟି ପଡ଼ିଲା

ସମ୍ବଲପୁର,୧୭।୨: ସମ୍ବଲପୁର-ରେଢାଖୋଲ ୫୫ ନମ୍ବର ଜାତୀୟ ରାଜପଥର ଯୁଜୁମୁରା ଥାନା ଅଧୀନ ହାତୀବାରୀ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୪ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ମୁତାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?