ସମ୍ବଲପୁର

ଟ୍ରକ ତଳେ ଚାପି ହୋଇ ଚାଲିଗଲା ଯବାନଙ୍କ ଜୀବନ

ଜମନକିରା,୨୦।୮: ( ରବୀନ୍ଦ୍ର ପ୍ରସାଦ ଦାନୀ) ଦେଶ ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତୀୟ ସେନାରେ ୩୦ବର୍ଷ କାଳ ସେବା କରି ସୁନାମ ଅର୍ଜନ କରିଥିଲେ। ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ସମ୍ମାନିତ ମଧ୍ୟ ହୋଇଥିଲେ। ଅବସର ନେବା ପରେ ଅନେକ…

ଝାରସୁଗୁଡ଼ା ଡିଏଚ୍‌ଏଚ୍‌ରେ ଶିଶୁ ବଦଳ ଅଭିଯୋଗ

ସମ୍ବଲପୁର,୨୦ା୮(ଶୁଭାଶିଷ ପାଢ଼ୀ)ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନା (ଡିଏଚ୍‌ଏଚ୍‌)ରେ ଶନିବାର ଏକ ନବଜାତ ଶିଶୁ ବଦଳ ନେଇ ଅଭିଯୋଗ ହୋଇଛି। ବ୍ରଜରାଜନଗର ରାମପୁରର ଦମ୍ପତି ରାଜକୁମାର ଗିରି ଓ ସ୍ତ୍ରୀ ଦୀପାଞ୍ଜଳିଙ୍କ ଅଭିଯୋଗକ୍ରମେ ପିଲା ଜନ୍ମହେବା ସମୟରେ ପୁଅ ହୋଇଥିବା ଡାକ୍ତରଖାନା ପକ୍ଷରୁ…

ପାଣି ପାଇପ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ

ସମ୍ବଲପୁର,୧୮ା୮(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ହୀରାକୁଦ ଥାନା ଅଞ୍ଚଳରେ ଆରଡବ୍ଲ୍ୟୁଏସ୍‌ଏସ୍‌ ପକ୍ଷରୁ ବିଛା ଯାଇଥିବା ପାଣି ପାଇପ୍‌ ଚୋରି ର଼୍ୟାକେଟର ପୋଲିସ ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ହୀରାକୁଦର ବସୁଦେବ ଓରାମ, ଯଶୋବନ୍ତ…

ଲଣ୍ଡା ପାହାଡ଼ରେ ସବୁଜିମା

ସମ୍ବଲପୁର,୧୮ା୮(ଶୁଭାଶିଷ ପାଢ଼ୀ): ସହର ଉପକଣ୍ଠରେ ସବୁଜ ବନାନୀ ସୃଷ୍ଟି କରିବା ପାଇଁ ସମ୍ବଲପୁର ବନଖଣ୍ଡ ପକ୍ଷରୁ ବିଭିନ୍ନ ଯୋଜନାରେ ବୃକ୍ଷ ରୋପଣ କରାଯାଉଛି। ଲଣ୍ଡା ପାହାଡ଼କୁ ସବୁଜ ସୁନ୍ଦର କରିବା ସହ ପୁନରୁଦ୍ଧାର କରାଯାଉଛି। ତଥ୍ୟ ଅନୁଯାୟୀ ୩ବର୍ଷ ଭିତରେ ପ୍ରାୟ…

ବ୍ଲକ ଅଧ୍ୟକ୍ଷାଙ୍କ ସହ ଗଣ୍ଡଗୋଳ: ସମିତି ସଭ୍ୟ, ସହଯୋଗୀ ଗିରଫ

ଜମନକିରା,୧୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବ୍ଲକ ଅଧ୍ୟକ୍ଷାଙ୍କ ଚାମ୍ବରରେ ପଶି ଗଣ୍ଡଗୋଳ କରିବା ଘଟଣାରେ ଜମନକିରା ପୋଲିସ ଜଣେ ସମିତି ସଭ୍ୟଙ୍କ ସହ ତାଙ୍କ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ…

ପଥରଖାଦାନ ବ୍ଲାଷ୍ଟିଙ୍ଗ: ନଷ୍ଟ ହେଉଛି ଫସଲ

ସମ୍ବଲପୁର, ୧୪।୮ (ଶୁଭାଶିଷ ପାଢ଼ୀ): ରାଜସ୍ବ ଆଦାୟ କରିବା ପାଇଁ ସରକାରୀ ସ୍ତରରେ ପଥରଖାଦାନଗୁଡିକ ଲିଜ୍‌ ସୂତ୍ରରେ ଦିଆଯାଉଛି। ହେଲେ ଲିଜ୍‌ ଦେବା ପରେ ପଥରଖାଦାନ ପାର୍ଶ୍ୱରେ ଥିବା ରୟତି ଜମିଗୁଡିକ କିଭଳି ଭାବେ ନଷ୍ଟ ହୋଇଯାଉଛି ତାହାକୁ ନ ଦେଖିଲେ…

ଅଙ୍ଗୁଳି ଯୋଡ଼ିବା ବଦଳରେ କାଟିଦେଲେ

ସମ୍ବଲପୁର,୧୩ା୮(ଶୁଭାଶିଷ ପାଢ଼ୀ)ଛତିଶଗଡ଼ ରାୟପୁରର ଏକ ଘରୋଇ ମେଡିକାଲ ଡାକ୍ତରଙ୍କ ଅବହେଳା ଯୋଗୁ ସମ୍ବଲପୁର ମହାନଗର ନିଗମ ହୀରାକୁଦର ଯୁବକ ସନତ କୁମାର ମହାନ୍ତି ତାଙ୍କ ଡାହାଣ ହାତର ବୁଢା ଅଙ୍ଗୁଳି ହରାଇ ବସିଛନ୍ତି। ଅଙ୍ଗୁଳି ଯୋଡିବା ବଦଳରେ ଡାକ୍ତର ବାରମ୍ବାର ଅପରେଶନ…

ଝାଡ଼ା ବାନ୍ତିରେ ୮୦ ଛାତ୍ରୀଛାତ୍ର ଅସୁସ୍ତ

ସମ୍ବଲପୁର,୧୨।୮: ସମ୍ବଲପୁର ଜିଲା ଗୋଶାଳା ଠାରେ ଥିବା ନବୋଦୟ ବିଦ୍ୟାଳୟରେ ଝାଡ଼ା ବାନ୍ତିରେ ପ୍ରାୟ ୮୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁବାର ପିଲାମାନେ ହଷ୍ଟେଲରେ ରାତ୍ର ଭୋଜନ ଖାଇ ଶୋଇଥିଲେ। ଶୁକ୍ରବାର ସକାଳେ କିଛି ପିଲାଙ୍କୁ ବାନ୍ତି ହୋଇଥିଲା। ଆଉ କିଛି…

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବେଦାନ୍ତଙ୍କୁ ଚିଠି ଲେଖି କଲେ ତାଗିଦ

ସମ୍ବଲପୁର,୧୧ା୮(ଶୁଭାଶିଷ ପାଢୀ): ଝାରସୁଗୁଡ଼ା ବେଦାନ୍ତ କମ୍ପାନୀରୁ ବାହାରୁଥିବା ଫ୍ଲାଏଆଶ ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପକାଯାଉଛି । ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ବେଦାନ୍ତ କମ୍ପାନୀ ମୁଖ୍ୟ ପରିଚାଳକଙ୍କୁ ଚିଠି (ନଂ.୨୭୯୩/୨୩)…

ଜଣେ ଶିକ୍ଷକରେ ଚାଲିଛି ଉଚ୍ଚବିଦ୍ୟାଳୟ

ନାକଟିଦେଉଳ,୧୦ା୮(ବୈକୁଣ୍ଠ ନାଥ ସାହୁ): ଜଣେମାତ୍ର ଶିକ୍ଷକରେ ଚାଲିଛି ନାକଟିଦେଉଳ ବ୍ଲକ ଶିମିଳିପାଳ ପଞ୍ଚାୟତ କାଦୋବାହାଳ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୯ମ ଓ ୧୦ମ ଶ୍ରେଣୀରେ ମୋଟ ୬୧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଦୀର୍ଘ ୭ବର୍ଷ ହେଲା ପ୍ରଧାନ ଶିକ୍ଷକ…

ଅଟୋ ଚାଳକଙ୍କ ମହାନତା, ଫେରାଇଲେ ୮୦ ହଜାର

ସମ୍ବଲପୁର,୧୦ା୮(ଶୁଭାଶିଷ ପାଢୀ): ସମାଜରେ ଏବେ ମଧ୍ୟ ମାନବିକତା ବଞ୍ଚିରହିଛି। ସମ୍ବଲପୁର ସହରର ଜଣେ ଅଟୋ ଡ୍ରାଇଭରଙ୍କ ସଚ୍ଚୋଟତା ଅନ୍ୟପାଇଁ ଉଦାହରଣ ସୃଷ୍ଟି କରିଛି। ସମ୍ବଲପୁର ମହାନଗର ନିଗମ ଅଧୀନ ମୁଣ୍ଡୋଘାଟ ଗ୍ରାମର ଅଟୋ ଚାଳକ ଚୁଡ଼ାମଣି ଲୁହା। ସମ୍ବଲପୁର ଲକ୍ଷ୍ମୀ ଟକିଜ…

ବାପାଙ୍କୁ ଫାଶୀ, ପୁଅଙ୍କୁ ଆଜୀବନ

ସମ୍ବଲପୁର/କୁଚିଣ୍ଡା,୧୦ା୮(ଶୁଭାଶିଷ ପାଢ଼ୀ/ବିରଞ୍ଚି ଦର୍କା) ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡ଼ା ଟ୍ରିପଲ ମର୍ଡର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। କୁଚିଣ୍ଡା ଅତିରିକ୍ତ ଜିଲାଜଜ୍‌ ରାଜ କିଶୋର ଲେଙ୍କା ରାୟ ଶୁଣାଇ ଅଭିଯୁକ୍ତ ବାପା ଓ ପୁଅଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri