ପ୍ରଶାସନର ଉଦାସୀନତା: ଶହୀଦଙ୍କ ମୂକସାକ୍ଷୀ କୁଦୋପାଲି ଅବହେଳିତ
ସମ୍ବଲପୁର,୯ା୧୧(ଭବାନୀ ଶଙ୍କର ଭୋଇ): ମହାନ୍ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କର ଉଲଗୁଲାନର ମୂକସାକ୍ଷୀ ହେଉଛି ସମ୍ବଲପୁରର କୁଦୋପାଲି ଘାଟି। ଇଂରେଜମାନଙ୍କ ଗୁଳିରେ ଗୋଟିଏ ଦିନରେ ପ୍ରାଣ ହରାଇଥିବା ୫୩ ଜଣ ସଂଗ୍ରାମୀଙ୍କ ସହ ଇଂରେଜ ହାତରେ ଧରାପଡ଼ି ଫାଶୀଖୁଣ୍ଟରେ ଝୁଲିଥିବା…
ନାବାଳିକାଙ୍କୁ ଅପହରଣ, ବଳାତ୍କାର: ଅଭିଯୁକ୍ତ ଗିରଫ
ରେଢ଼ାଖୋଲ,୮।୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ନାବାଳକ (ଏବେ ସାବାଳକ)ଙ୍କୁ ମଙ୍ଗଳବାର ଗିରଫକରି ସମ୍ବଲପୁର ଜୁଭେନାଇଲ କୋର୍ଟ ଚାଲାଣ କରିଛି। ସୂଚନାମତେ ପ୍ରାୟ ୬ମାସ…
ସମ୍ବଲପୁରବାସୀ ଅବସର ବିନୋଦନରୁ ବଞ୍ଚିତ
ସମ୍ବଲପୁର,୬।୧୧(ଭବାନୀ ଶଙ୍କର ଭୋଇ): ବଡ଼ବଜାର ନିକଟରେ ରିଙ୍ଗ ରୋଡ଼ କଡ଼ରେ ରହିଛି ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍ଡିଏ)ର ଗୌରୀ ଶଙ୍କର ପାର୍କ। ଏଠାରେ ଦୀର୍ଘଦିନ ହେବ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ସହ ପାର୍କରେ ରହିଥିବା ଖେଳଣା ଏବଂ ବ୍ୟାୟାମ…
ଗୋଡ଼ାଇ ଗୋଡ଼ାଇ କାମୁଡିଲା କୁକୁର
କୁଚିଣ୍ଡା,୩ା୧୧(ବିରଞ୍ଚି ଦର୍କା): ଗତ କିଛିଦିନ ହେବ ବାମରା ଅଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୬ଜଣ ଆହତ ହୋଇଥିବାବେଳେ ୨ଜଣ ଗୁରୁତର ଅଛନ୍ତି। ବୁଧବାର ବାମରା (ମୁଣ୍ଡାଢିପା) ଗ୍ରାମର ଗିରିଧାରୀ ସାହୁ (୫୨) ଘରୁ ଯାଉଥିବା ସମୟରେ ତାଙ୍କୁ…
ଓଢ଼ଣି ଲଗାଇ ଜୀବନ ହାରିଲେ ଯୁବତୀ: ପ୍ରେମ ସମ୍ପର୍କରୁ ନାଁ ଆଉ କିଛି…
ସମ୍ବଲପୁର,୨୬ା୧୦(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଗୋବିନ୍ଦତୋଲା ଡ୍ରାଇଭର କଲୋନୀରେ ରହୁଥିବା ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯୁଯୁମୁରା ବ୍ଲକ ବାର୍ଲେ ଗ୍ରାମର ସୋନାଲି ବେହେରା। ଧନୁପାଲିରେ ଏକ ସୁନା ଦୋକାନରେ କାର୍ଯ୍ୟ କରୁଥିବା…
ପାଣି ଡେକ୍ଚିରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ
ରେଢ଼ାଖୋଲ,୧୯ା୧୦(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ପାଣି ଡେକ୍ଚିରେ ପଡ଼ି ୨ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନ ମୁତାବକ, ରେଢ଼ାଖୋଲ ସହର ଦେହୁରିସାହିର ବିବେକା ବେଉରାଙ୍କ ୨ବର୍ଷର ଶିଶୁକନ୍ୟା ନବ୍ୟା…
ଲକ୍ଷ୍ମୀଡୁଙ୍ଗୁରୀରେ ଟନେଲ ନିର୍ମାଣରେ ବିଳମ୍ବ
ସମ୍ବଲପୁର,୮ା୧୦(ଶୁଭାଶିଷ ପାଢ଼ୀ)୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ସହର ମଧ୍ୟସ୍ଥ ଲକ୍ଷ୍ମୀଡୁଙ୍ଗୁରୀ, ରେମେଡ ଓ ପିସି ବ୍ରିଜ୍ ନିକଟରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହିସବୁ ସ୍ଥାନକୁ ପରିବହନ ବିଭାଗ ପକ୍ଷରୁ ବ୍ଲାକ୍ସ୍ପଟ୍ ଭାବେ ଚିହ୍ନଟ କରାଯାଇଛି। ଜିଲାସ୍ତରୀୟ…
କାନ୍ଥ ଭାଙ୍ଗି ବୋହି ନେଲେ
କୁଚିଣ୍ଡା,୬ା୧୦(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ତୁରେଇ ଗ୍ରାମର ଏକ ତେଜରାତି ଦୋକାନରୁ ଚୋରି ଅଭିଯୋଗରେ ପୋଲିସ ତୁରେଇ ଗୁର୍ଲୁଗୁଡାର ଝୁନୁ ନାଏକଙ୍କୁ ଗିରଫ କରିଛି। ପୋଲିସ ଗୁରୁବାର ତାଙ୍କୁ କୁଚିଣ୍ଡା ଏସ୍ଡିଜେଏମ୍ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର…
୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ
ନାକଟିଦେଉଳ,୬ା୧୦(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ଗ୍ରା.ପ. ଅନ୍ତର୍ଗତ କଞ୍ଚନପୁର ଗ୍ରାମକୁ ୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ ରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିନାହିଁ। ଫଳରେ ପାଣି ପାଇଁ ଗ୍ରାମବାସୀ…
ଆସୋସିଏଟ୍ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର
ସମ୍ବଲପୁର,୫ା୧୦(ଶୁଭାଶିଷ ପାଢ଼ୀ): ସମ୍ବଲପୁର ବୁର୍ଲା ଭିସୁଟ୍ର କମ୍ପ୍ୟୁଟର ଆପ୍ଲିକେସନ ବିଭାଗ ଆସୋସିଏଟ୍ ପ୍ରଫେସର ସସ୍ମିତା କୁମାରୀ ପାଢୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଭିସୁଟ୍ କର୍ତ୍ତୃପକ୍ଷ ଏ ନେଇ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ପ୍ରଫେସର ପାଢ଼ୀଙ୍କ ନାମରେ ଅଭ୍ୟାସଗତ…
ବିଦ୍ୟୁତ୍ ସମସ୍ୟା: ୬ ସ୍କୁଲର ୧୨ଶହ ସେବାଶ୍ରମ ଛାତ୍ରୀଛାତ୍ର ହନ୍ତସନ୍ତ
ଜମନକିରା,୫।୧୦ (ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବିଦ୍ୟୁତ୍ ସେକ୍ସନ ଅଧୀନ ୬ ସ୍କୁଲରେ ବିଦ୍ୟୁତ୍ ଯୋଗାଣରେ ସମସ୍ୟା ଯୋଗୁ ପ୍ରାୟ ୧୨ଶହରୁ ଅଧିକ ଅନ୍ତେବାସୀ ପିଲା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକର ଅନୁସୂଚିତ…
ବିଧାନସଭାରେ ଉଠିଲାନି ଓଏସ୍ଓୟୁ ପ୍ରସଙ୍ଗ
ସମ୍ବଲପୁର,୫।୧୦(ଶୁଭାଶିଷ ପାଢ଼ୀ): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍ଓୟୁ) ବନ୍ଦ ହେବାକୁ ଯାଉଥିବା ବେଳେ ଓଏସ୍ଓୟୁ ବଞ୍ଚାଓ ଅଭିଯାନ ଓ ପ୍ରାୟ ୭୦ ସାମାଜିକ ଅନୁଷ୍ଠାନ ବିଭିନ୍ନ ଉପାୟରେ ପ୍ରତିବାଦ କରିଛନ୍ତି। ପଶ୍ଚିମ ଓଡ଼ିଶା ସମେତ ସମଗ୍ର ରାଜ୍ୟର ଛାତ୍ରୀଛାତ୍ର ନିର୍ଭର…

