ସମ୍ବଲପୁର

୧୮ରେ ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୬ା୭(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ହୀରାକୁଦ ଜଳଭଣ୍ଡାର ଖୋଲିବ। ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଶନିବାର ଜଳଭଣ୍ଡାର କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଏ ନେଇ ଶନିବାର ସମ୍ବଲପୁର ସମେତ ତଳମୁଣ୍ଡରେ...

ହୀରାକୁଦକୁ ପଶିଲା ୨.୧୪ ଲକ୍ଷ କ୍ୟୁସେକ ଜଳ: ବନ୍ୟାଜଳ ନିଷ୍କାସନ ନେଇ ହୋଇପାରେ ନିଷ୍ପତ୍ତି

ସମ୍ବଲପୁର,୧୬।୭(ବ୍ୟୁରୋ): ମୌସୁମୀ ଆସିବାର ମାସକ ପରେ ମଧ୍ୟ ନିଅଣ୍ଟିଆ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବୃଦ୍ଧି ପାଉ ନ ଥିଲା। ମାତ୍ର ଶୁକ୍ରବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଇନ୍‌ଫ୍ଲୋ ୨ ଲକ୍ଷ କ୍ୟୁସେକ ଅତିକ୍ରମ କରିଛି...

ଲଗାତର ପ୍ରଶ୍ନପତ୍ର ଲିକ୍‌: ପରୀକ୍ଷା ବାତିଲ, ୫ ହଜାର ଛାତ୍ରୀଛାତ୍ର ପ୍ରଭାବିତ

ସମ୍ବଲପୁର,୧୬।୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ଦ୍ୱାରା ପରିଚାଳିତ ଯୁକ୍ତ୩ ଶେଷବର୍ଷ ପରୀକ୍ଷାର ପ୍ରଶ୍ନପତ୍ର ଲଗାତର ଦ୍ୱିତୀୟ ଦିନ ପାଇଁ ଲିକ୍‌ ହୋଇଛି। ଗୁରୁବାର ଯୁକ୍ତ୩ ଶେଷବର୍ଷ ଏଜୁକେଶନ ଅନର୍ସ ପରେ ଶୁକ୍ରବାର ଫିଜିକ୍ସ ଅନର୍ସ (ଷ୍ଟାଟିଷ୍ଟିକାଲ ମେକାନିକ) ପ୍ରଶ୍ନପତ୍ର ସର୍ବସାଧାରଣରେ...

କଳାହାଣ୍ଡିରୁ ଲିକ୍‌ ହୋଇଛି ପ୍ରଶ୍ନପତ୍ର: କୁଳପତି

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୀବ ମିତ୍ତଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କଳାହାଣ୍ଡିର ଅନୁଦାନପ୍ରାପ୍ତ କଲେଜରୁ ଏହା ଲିକ୍‌ ହୋଇଥିବା ଜଣାପଡିଛି । ସମ୍ପୃକ୍ତ କଲେଜ ପ୍ରିନ୍ସିପାଲଙ୍କୁ ଡକାଯାଇଛି ।...

ପ୍ରଶ୍ନପତ୍ର ଲିକ୍‌: ଆସନ୍ତା ୧୯ରେ ହେବ ବାତିଲ ହୋଇଥିବା ପରୀକ୍ଷା

ସମ୍ବଲପୁର,୧୫।୭(ବ୍ୟୁରୋ): ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଗୁରୁବାର ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପରେ ବାତିଲ ହୋଇଥିବା ପରୀକ୍ଷା ଆସନ୍ତା ୧୯ରେ କରାଯିବ । ଏ ନେଇ ସମ୍ବଲପୁର ବିଶ୍ବବିଦ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି। ୧୯ ତାରିଖରେ ହେବାକୁ ଥିବା...

ଆଜି ପୁଣି ପ୍ରଶ୍ନପତ୍ର ଲିକ୍‌, ପରୀକ୍ଷା ବାତିଲ

ସମ୍ବଲପୁର,୧୫ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଗତକାଲି ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ବେଳେ ଆଜି ପୁଣି ଯୁକ୍ତ ୩ ଶେଷ ବର୍ଷ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍‌ ହୋଇଛି। ତେବେ ଆଜିର ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କହିଛନ୍ତି। ଭାଇରାଲ...

ପ୍ରଶ୍ନପତ୍ର ଲିକ୍‌ ମାମଲା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ, ଦୃଢ଼ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ ଶେଷ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଗୁରୁବାର ସକାଳେ ଘଟଣା ଜଣାପଡିବା ପରେ କର୍ତ୍ତୃପକ୍ଷ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ କଲେଜକୁ ପରୀକ୍ଷା ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ପ୍ରଶ୍ନପତ୍ର ଲିକ୍‌, ଏଜୁକେଶନ ଅନର୍ସ ପରୀକ୍ଷା ବାତିଲ

ସମ୍ବଲପୁର,୧୪ା୭(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏଜୁକେଶନ ଅନର୍ସ ପ୍ରଶ୍ନପତ୍ର ଲିକ୍‌ ହେବା ପରେ ପରୀକ୍ଷା ବାତିଲ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେଶନ ଅନର୍ସ ପରୀକ୍ଷା ହେବାର ଥିଲା। ମାତ୍ର ଏହା ପୂର୍ବରୁ...

ସମ୍ବଲପୁରରେ ବାଧ୍ୟତାମୂଳକ ହେଲା ମାସ୍କ

ସମ୍ବଲପୁର,୧୪।୭(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହେଉଛି। ଭୁବନେଶ୍ୱର, କଟକ ପରେ ଏବେ ସମ୍ବଲପୁରରେ କୋଭିଡ୍‌ କଟକଣା ଲାଗୁ ହୋଇଛି। ଏଣିକି ସହରରେ ସମସ୍ତେ...

ଜନସେବା କେନ୍ଦ୍ରରେ ଛାପୁଥିଲେ ନକଲି ନୋଟ

ସମ୍ବଲପୁର/ଭୁବନେଶ୍ୱର, ୧୪ା୭(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନାର ଦୁର୍ଗମ ଅଞ୍ଚଳ ନୂଆ ଅଢ଼ାପଡା ଗ୍ରାମରେ ମଙ୍ଗଳବାର ରାତିରେ ଏସ୍‌ଟିଏଫ୍‌ ଚଢାଉ କରି ୧୫ଲକ୍ଷ ୧୨ ହଜାର ୫୦୦ ଟଙ୍କାର ନକଲି ନୋଟ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ...

ଚାଷୀଙ୍କୁ ହତ୍ୟା

ସମ୍ବଲପୁର, ୧୩।୭(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା କୁଡାପରାର ଚାଷୀ ନେପାଳ ପୋଢ଼ (୫୫)ଙ୍କୁ ମଙ୍ଗଳବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରି ସମ୍ପୃକ୍ତ ୩ ଯୁବକଙ୍କୁ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ...

ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଚେତାବନୀ ଦିବସ

ରେଢାଖୋଲ,୮ା୭(ଡି.ଏନ.ଏ.): ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନକ୍ରମେ ରେଢ଼ାଖୋଲ ଓକିଲସଂଘ ପକ୍ଷରୁ ଶୁକ୍ରବାର ଚେତାବନୀ ଦିବସ ଅନୁଷ୍ଠିତ ହୋଇଛି। ସଂଘ ସଭାପତି ଅଭୟ କୁମାର ବୀରଙ୍କ ନେତୃତ୍ୱରେ ସଦସ୍ୟମାନେ ସ୍ଥାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri