ଅକଥନୀୟ ଦୁର୍ଦ୍ଦଶା ଭୋଗିଲେ ଜନସାଧାରଣ
ସମ୍ବଲପୁର,୧୬ା୪(ବ୍ୟୁରୋ): ହନୁମାନ ଜୟନ୍ତୀ ଶୋଭାଯାତ୍ରା ଓ ବାଇକ୍ ରାଲି ସମୟରେ ଘଟିଥିବା ହିଂସା ଘଟଣାକୁ ନେଇ ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ସହରରେ କର୍ଫ୍ୟୁ ଲଗାଯାଇଛି। ଏହାସହ ଆଉ ୪୮ଘଣ୍ଟା ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି। ଫଳରେ ସମ୍ବଲପୁର...
ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ: ବଢ଼ିଲା ଅବଧି
ସମ୍ବଲପୁର ୧୫।୪(ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ ସେବା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ। ଇଣ୍ଟରନେଟ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ...
ମହିଳାଙ୍କୁ ଷ୍ଟ୍ରେଚରରେ ବୋହି ଆଣିଲେ ଆମ୍ବୁଲାନ୍ସ କର୍ମଚାରୀ
ସୁନ୍ଦରଗଡ଼, ୧୫।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଜଣେ ଗୁରୁତର ମହିଳାଙ୍କୁ ୨କିମି ଷ୍ଟ୍ରେଚରରେ ବୋହି ଆଣି ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସର କର୍ମଚାରୀ। ଜିଲାର ବାଲିଶଙ୍କର ବ୍ଲକ ତଳସରା ଥାନା ଅଧିନସ୍ଥ ନିମ୍ଡିହି ଗ୍ରାମର ସମରା କମାରଙ୍କ ଝିଅ ବାସନ୍ତୀ (୨୬)...
ସମ୍ବଲପୁର ସହରରେ କର୍ଫ୍ୟୁ
ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ...
ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା
ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି ।...
ବାହାରିଲା ହନୁମାନ ଜୟନ୍ତୀ ଶୋଭାଯାତ୍ରା: ନଜର ରଖୁଛି ଡ୍ରୋନ୍
ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ସହରରେ କଡ଼ା ସୁରକ୍ଷା ଭିତରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଆୟୋଜନ କରାଯାଇଛି। ସା ସମୟରେ ଏହି ଶୋାଭାଯାତ୍ରା ଧନକଉଡ଼ାଠାରୁ ବାହାରିଛି। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ଥିବା ବେଳେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟ...
୪୮ ଘଣ୍ଟା ପାଇଁ ସମ୍ବଲପୁରରେ ଇଣ୍ଟରନେଟ ସେବା ବନ୍ଦ
ସମ୍ବଲପୁର,୧୩।୪(ବ୍ୟୁରୋ) ସମ୍ବଲପୁର ଜିଲାରେ ଗୁରୁବାର ପୂର୍ବାହ୍ନ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ...
କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ
ନାକଟିଦେଉଳ,୧୨ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପେଣ୍ଠବାହାଳ ନିକଟ ଚମ୍ପାଳି ନଦୀଠାରେ ମଙ୍ଗଳବାର ଏସ୍ଟିଏଫ୍ ଟିମ୍ ଚଢାଉ କରି ଏକ କଲରାପତରିଆ ବାଘଛାଲ ଜବତ କରିଛି। ଏହାସହ ଏଥିରେ ସମ୍ପୃକ୍ତ ଅଭିଯୁକ୍ତ ନାକଟିଦେଉଳ ଗ୍ରାମ ହରିଜନ ସାହିର ବାବୁଲି ନାଏକଙ୍କୁ...
ସମ୍ବଲପୁରରେ ପୋଲିସ ଉପରକୁ ପଥରମାଡ଼, ୧୦ରୁ ଊର୍ଦ୍ଧ୍ୱ ଆହତ
ସମ୍ବଲପୁର,୧୨ା୪(ବ୍ୟୁରୋ): ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଧନୁପାଲ୍ଲୀ ଥାନା ଓ ଟାଉନ ଥାନା ଆଇଆଇସି ଆହତ...
ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତି ଅବହେଳିତ
ସମ୍ବଲପୁର,୧୧ା୪(ବ୍ୟୁରୋ): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶରେ ଅମୃତ ମହୋତ୍ସବ ପାଳନ କରାଯାଉଛି। ହେଲେ ସମ୍ବଲପୁର ଗଙ୍ଗାଧର ମେହେର ଛକରେ ଥିବା ସଂଗ୍ରାମୀ ପଣ୍ଡିତ ଲକ୍ଷ୍ମୀ ନାରାୟଣ ମିଶ୍ରଙ୍କ ପ୍ରତିମୂର୍ତ୍ତି ଅବହେଳିତ ହୋଇପଡିଛି। ଭାରତର ସ୍ବାଧୀନତା ସଂଗ୍ରାମରେ ଯେଉଁ...
ବିବାଦରେ ଉଚ୍ଛେଦ ପ୍ରକ୍ରିୟା ଶେଷ
ସମ୍ବଲପୁର,୧୧ା୪(ବ୍ୟୁରୋ): ସମ୍ବଲପୁର ସମଲେଇ ମନ୍ଦିର ପାରିପାର୍ଶ୍ୱିକ ଉନ୍ନତୀକରଣ ପାଇଁ ରାଜ୍ୟ ସରକାର ସମଲେଇ ଯୋଜନା ହାତକୁ ନେଇଛନ୍ତି। ଏହି ଯୋଜନାରେ ସମଲେଇ ମନ୍ଦିର ପାର୍ଶ୍ୱରେ ଥିବା ଘୁନ୍ଘୁଟିପଡ଼ା, କମଳିବଜାର ଆଦି ପଡ଼ାର ୧୯୦ରୁ ଊର୍ଦ୍ଧ୍ୱ ପରିବାର ବିସ୍ଥାପିତ ହୋଇଛନ୍ତି। ଜମି...
ନେତାଙ୍କ ଟଙ୍କା, ମୁହଁ ଖୋଲିବାକୁ ଭୟ
ସମ୍ବଲପୁର,୧୦ା୪(ବ୍ୟୁରୋ): ଦେବଗଡ ଜିଲାରେ ଘଟିଥିବା ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ସମ୍ବଲପୁର ଜିଲା ରେଙ୍ଗାଲି ଥାନା ପଣ୍ଡଲୋଇ ଗ୍ରାମରେ ପୋଲିସ ଟିମ୍ ଗତ ୬ ତାରିଖ ରାତିରେ ଚଢାଉ କରିଥିଲା। ଏହି ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ଉଠାଇ...
Archives


