ଝାଡ଼ା ବାନ୍ତିରେ ୮୦ ଛାତ୍ରୀଛାତ୍ର ଅସୁସ୍ତ
ସମ୍ବଲପୁର,୧୨।୮: ସମ୍ବଲପୁର ଜିଲା ଗୋଶାଳା ଠାରେ ଥିବା ନବୋଦୟ ବିଦ୍ୟାଳୟରେ ଝାଡ଼ା ବାନ୍ତିରେ ପ୍ରାୟ ୮୦ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁବାର ପିଲାମାନେ ହଷ୍ଟେଲରେ ରାତ୍ର ଭୋଜନ ଖାଇ ଶୋଇଥିଲେ। ଶୁକ୍ରବାର ସକାଳେ କିଛି ପିଲାଙ୍କୁ ବାନ୍ତି ହୋଇଥିଲା। ଆଉ କିଛି…
ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବେଦାନ୍ତଙ୍କୁ ଚିଠି ଲେଖି କଲେ ତାଗିଦ
ସମ୍ବଲପୁର,୧୧ା୮(ଶୁଭାଶିଷ ପାଢୀ): ଝାରସୁଗୁଡ଼ା ବେଦାନ୍ତ କମ୍ପାନୀରୁ ବାହାରୁଥିବା ଫ୍ଲାଏଆଶ ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପକାଯାଉଛି । ଏହାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସମ୍ବଲପୁର ଆଞ୍ଚଳିକ ଶାଖା ବେଦାନ୍ତ କମ୍ପାନୀ ମୁଖ୍ୟ ପରିଚାଳକଙ୍କୁ ଚିଠି (ନଂ.୨୭୯୩/୨୩)…
ଜଣେ ଶିକ୍ଷକରେ ଚାଲିଛି ଉଚ୍ଚବିଦ୍ୟାଳୟ
ନାକଟିଦେଉଳ,୧୦ା୮(ବୈକୁଣ୍ଠ ନାଥ ସାହୁ): ଜଣେମାତ୍ର ଶିକ୍ଷକରେ ଚାଲିଛି ନାକଟିଦେଉଳ ବ୍ଲକ ଶିମିଳିପାଳ ପଞ୍ଚାୟତ କାଦୋବାହାଳ ପଞ୍ଚଖଣ୍ଡା ଉଚ୍ଚ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ୯ମ ଓ ୧୦ମ ଶ୍ରେଣୀରେ ମୋଟ ୬୧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଦୀର୍ଘ ୭ବର୍ଷ ହେଲା ପ୍ରଧାନ ଶିକ୍ଷକ…
ଅଟୋ ଚାଳକଙ୍କ ମହାନତା, ଫେରାଇଲେ ୮୦ ହଜାର
ସମ୍ବଲପୁର,୧୦ା୮(ଶୁଭାଶିଷ ପାଢୀ): ସମାଜରେ ଏବେ ମଧ୍ୟ ମାନବିକତା ବଞ୍ଚିରହିଛି। ସମ୍ବଲପୁର ସହରର ଜଣେ ଅଟୋ ଡ୍ରାଇଭରଙ୍କ ସଚ୍ଚୋଟତା ଅନ୍ୟପାଇଁ ଉଦାହରଣ ସୃଷ୍ଟି କରିଛି। ସମ୍ବଲପୁର ମହାନଗର ନିଗମ ଅଧୀନ ମୁଣ୍ଡୋଘାଟ ଗ୍ରାମର ଅଟୋ ଚାଳକ ଚୁଡ଼ାମଣି ଲୁହା। ସମ୍ବଲପୁର ଲକ୍ଷ୍ମୀ ଟକିଜ…
ବାପାଙ୍କୁ ଫାଶୀ, ପୁଅଙ୍କୁ ଆଜୀବନ
ସମ୍ବଲପୁର/କୁଚିଣ୍ଡା,୧୦ା୮(ଶୁଭାଶିଷ ପାଢ଼ୀ/ବିରଞ୍ଚି ଦର୍କା) ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡ଼ା ଟ୍ରିପଲ ମର୍ଡର ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। କୁଚିଣ୍ଡା ଅତିରିକ୍ତ ଜିଲାଜଜ୍ ରାଜ କିଶୋର ଲେଙ୍କା ରାୟ ଶୁଣାଇ ଅଭିଯୁକ୍ତ ବାପା ଓ ପୁଅଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…
ବାମରାରେ ଲେଡ଼ାପୋକ ପ୍ରାଦୁର୍ଭାବ
କୁଚିଣ୍ଡା,୮ା୮(ବିରଞ୍ଚତ୍ ଦର୍କା): ଚଳିତବର୍ଷ ଚାଷ ପାଇଁ ପାଗ ଅନୁକୂଳ ଥିବାବେଳେ ଲଗାଣ ବର୍ଷା ହେତୁ ଧାନ ଫସଲରେ ଲେଡ଼ାପୋକର ପ୍ରାଦୁର୍ଭାବ ଚାଷୀଙ୍କୁ ଚିନ୍ତାରେ ପକାଇଛି। ବାମରା ବ୍ଲକର ୬ ପଞ୍ଚାୟତର ମୋଟ ୨୨ ଗାଁ ଏଥିରେ ପ୍ରଭାବିତ ହୋଇଥିବା ବ୍ଲକ କୃଷି…
ଗଛପଡ଼ି ଭାଙ୍ଗିଗଲା ଘର
କୁଚିଣ୍ଡା,୭ା୮(ବିରଞ୍ଚତ୍ ଦର୍କା): ଲଗାଣ ବର୍ଷା ଯୋଗୁ ବାମରା ବ୍ଲକ ଅନ୍ତର୍ଗତ ଜରାବଗା ପଞ୍ଚାୟତ କର୍ଲିଆଡିହି ଗ୍ରାମର ବିଧବା ବେଙ୍ଗ ଖଡିଆ(୬୫)ଙ୍କ ଘର ଉପରେ ଗଛ ପଡି ଭାଙ୍ଗିଯାଇଛି। ସ୍ବର୍ଗତ କାର୍ତ୍ତିକ ଖଡ଼ିଆଙ୍କ ସ୍ତ୍ରୀ ବେଙ୍ଗ ବହୁ କଷ୍ଟରେ ଏକ ଝାଟିମାଟି କୁଡିଆ…
ହୀରାକୁଦର ୨୦ ଗେଟ୍ରେ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୫ା୮(ଶୁଭାଶିଷ ପାଢୀ)ହୀରାକୁଦ ଡ୍ୟାମ୍ ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାରୁ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ବାମପାର୍ଶ୍ୱର ୧୩ ଓ ଡାହାଣପାର୍ଶ୍ୱର ୭ ଗେଟ୍ ଖୋଲାଯାଇଛି। ଫଳରେ ଏବେ ମୋଟ ୨୦ ଗେଟ୍…
ଲଗାଣ ବର୍ଷା କଲା ବାସହରା
ଜମନକିରା,୪ା୮(ରବୀନ୍ଦ୍ର ପ୍ରସାଦ ଦାନି): ଲଘୁଚାପ ଜନିତ ଲଗାଣ ବର୍ଷାରେ ଜମନକିରା ବ୍ଲକ ଅଞ୍ଚଳରେ ବହୁ ପରିବାର ବାସହରା ହୋଇପଡିଛନ୍ତି। ସୂଚନା ଅନୁଯାୟୀ, ବ୍ଲକ ଅଧୀନ ୨୧ ପଞ୍ଚାୟତରେ ବର୍ଷା ବିତ୍ପାତ ଦେଖାଦେଇଛି। କେଉଁଠି ଚାଷଜମି ବୁଡିରହିଛି ତ ଆଉ କେଉଁଠି ଘରେ…
ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୫ଟି ଗେଟ୍
ସମ୍ବଲପୁର,୪।୮: ହୀରାକୁଦ ଡ୍ୟାମର ଆଉ ୫ଟି ଗେଟ୍ ଶୁକ୍ରବାର ଖୋଲିଛି। ପୂର୍ବରୁ ୨ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିଲା। ଏବେ ୫ଟି ଗେଟ ଖୋଲିବା ପରେ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଗେଟ ଖୋଲାଯିବା ନେଇ ତଳିଅଞ୍ଚଳରେ…
ବ୍ୟବହାର ହେଉନି ଏସ୍ସିଏସ୍ଟି ହଷ୍ଟେଲ
ସମ୍ବଲପୁର,୪ା୮(ଶୁଭାଶିଷ ପାଢୀ): ଆଦିବାସୀ ଛାତ୍ର୍ରୀଛାତ୍ରଙ୍କୁ ଉତ୍ତମ ଶିକ୍ଷାଦାନ ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଶିକ୍ଷା ଉପକରଣ ପ୍ରଦାନ ସହ ସ୍କୁଲ କଲେଜରେ ରହି ପାଠ ପଢିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରିଛନ୍ତି। ହେଲେ ସମ୍ବଲପୁର ଜିଲାର ଅଧିକାଂଶ ସ୍କୁଲ ଓ…
୫-ଟି ସ୍କୁଲ ପ୍ରାଙ୍ଗଣ ଜଳାର୍ଣ୍ଣବ
ଜମନକିରା,୩।୮(ରବୀନ୍ଦ୍ର ଦାନି): ରାଜ୍ୟ ସରକାର ସ୍କୁଲଗୁଡ଼ିକ ୫-ଟି ଅଧୀନରେ ରୂପାନ୍ତରଣ ପାଇଁ ବହୁ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ରୂପାନ୍ତରଣ ପରେ ପ୍ରଶାସନ ଏହାକୁ ଅଣଦେଖା କରୁଛି। ଏଭଳି ସମସ୍ୟା ଯୋଗୁ ସ୍କୁଲର ସୌନ୍ଦର୍ଯ୍ୟକରଣ ନଷ୍ଟ ହେଉଥିବା ବେଳେ ଛାତ୍ରୀଛାତ୍ର ଓ…

