ସମ୍ବଲପୁର

ଭିଜିଲାନ୍ସ ଜାଲରେ ରେଢ଼ାଖୋଲ ଉପଖଣ୍ଡର BVO, PA; ଟଙ୍କା ୫ ହଜାର ପାଇଁ…

ସମ୍ବଲପୁର,୭।୭: ରେଢ଼ାଖୋଲ ଉପଖଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଟିମ୍‌ ଏକ ବଡ଼ ଧରଣର ଅଭିଯାନ ଚଳାଇ ବ୍ଲକ ଭେଟନାରୀ ଅଫିସର (BVO) ଡା. ସୁବାସ ପ୍ରକାଶ ସୋରେନ ଓ ପ୍ରୋଗ୍ରାମ ଆସିଷ୍ଟାଣ୍ଟ (PA) ମହେଶ୍ୱର ସାହୁଙ୍କୁ ୫ ହଜାର ଟଙ୍କା ଲାଞ୍ଚ...

ଖୋଲିଲା ହୀରାକୁଦ ଗେଟ୍‌, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୬ା୭: ଆଜି ଅର୍ଥାତ୍‌ ରବିବାର ହୀରାକୁଦ ଡ୍ୟାମ୍‌ର ଗେଟ୍‌ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍‌ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍‌ ଖୋଲାଯିବ। ଆଜି ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ...

ଦୋକାନରୁ ଜିନିଷ କିଣି ଘରକୁ ଫେରିବାବେଳେ ନାବାଳିକାଙ୍କୁ ଯୌନ ଅସଦାରଣ, ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ସମ୍ବଲପୁର/ଜମନକିରା,୨୧ା୬ (ପ୍ରମୋଦ ବହିଦାର/ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ମାଧଡିହୀ ଗ୍ରାମରେ ନାବାଳିକାଙ୍କୁ ଯୌନ ଅସଦାଚରଣ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ସାପଲହରା ଗ୍ରାମର ଅନ୍ତରାମ ଭଏସାଲ ୩୦ ଛେଳି ଧରି...

କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍‌ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ...

ଚରମାଳ ଅଞ୍ଚଳରେ ମାଓବାଦୀ ସକ୍ରିୟ, ଜାରି ରହିଛି ସର୍ଚ୍ଚ ଅପରେଶନ

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ବହୁଦିନର ନୀରବତା ପରେ ସମ୍ବଲପୁର ଜିଲାରେ ପୁଣିଥରେ ମାଓବାଦୀ ସକ୍ରିୟ ହୋଇଉଠିଥିବା ଅନୁମାନ କରାଯାଉଛି। ସୋନପୁର, ବୌଦ୍ଧ, ରେଢ଼ାଖୋଲ ଅଞ୍ଚଳର ଠେଙ୍ଗୋ ଡ୍ୟାମ ସଂଲଗ୍ନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ବିଶେଷକରି ଚରମାଳ ଥାନା ଅନ୍ତର୍ଗତ ଅଞ୍ଚଳରେ ମାଓବାଦୀ...

ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଧାନ ସଂଗ୍ରହ: ଚାଷୀ ହେଉଛନ୍ତି ହଟହଟା

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର):ସମ୍ବଲପୁର ଜିଲାରେ ଅତ୍ୟନ୍ତ ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଧାନ ସଂଗ୍ରହ। ଧାନ ସଂଗ୍ରହ ପାଇଁ ଜିଲାରେ ପ୍ରଥମ ପର୍ଯ୍ୟାୟରେ ଧାର୍ଯ୍ୟ ହୋଇଥିବା ଲକ୍ଷ୍ୟ ପୂରଣ ଦ୍ୱାର ଦେଶରେ। ଫଳରେ ବର୍ତ୍ତମାନ ଘୋର ଅଭାବି ବିକ୍ରିର ଶିକାର ଚାଷୀଙ୍କୁ ବ୍ୟାପକ...

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: କନଷ୍ଟେବଲଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୪ା୬(ପ୍ରମୋଦ ବହିଦାର):ସମ୍ବଲପୁର ବରେଇପାଲି ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଓଏପିଏଫ୍‌ କନଷ୍ଟେବଲ। ସେ ହେଉଛନ୍ତି ବରେଇପାଲି ଥାନା କନଷ୍ଟେବଲ ବିରଞ୍ଚତ୍ ମୁଣ୍ଡା(୩୮)। ଏହାକୁ ନେଇ ବରେଇପାଲି ଥାନାରେଭାରତୀୟ ନ୍ୟାୟ...

ସମ୍ବଲପୁର ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ସହରରେ ପ୍ରତିବର୍ଷ ପାଳିତ ହେଉଥିବା ଶୀତଳ ଷଷ୍ଠୀ ଉତ୍ସବ ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ମଞ୍ଜୁର କରିଛନ୍ତି। “ଶୀତଳ ଷଷ୍ଠୀ ଉତ୍ସବ ଆମର ସମୃଦ୍ଧ ସଂସ୍କୃତି ଓ ପରମ୍ପରାର...

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ...

ମନ୍ଦିର ରୋଷ ଘରେ ନାବାଳିକାଙ୍କୁ ବଳାତ୍କାର କଲେ ପୂଜକ: ପ୍ରବଳ ରକ୍ତସ୍ରାବ ହେବାରୁ…

ଜମନକିରା,୨୬ା୫(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମାସ୍ଥିତ ବାବା ମୁକ୍ତେଶ୍ୱର ମନ୍ଦିର ରୋଷେଇ ଗୃହରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଜଣେ ୧୨ବର୍ଷୀୟା ନାବାଳିକା ବଳାତ୍କାରର ଶିକାର ହୋଇଛି। ମନ୍ଦିରର ଜଣେ ସହଯୋଗୀ ପୂଜକ...

ଜେସିବିରେ କାମ କରିବା ବେଳେ ମାଟି ପଡ଼ିଗଲା, ଚାଷଜମିରେ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ

ରେଢାଖୋଲ ୨୪।୫(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢାଖୋଲ ଥାନା ବୁର୍ଡା ପଞ୍ଚାୟତର ବଡ଼ମାଳ ଗ୍ରାମରେ ଜମିବାଡି ବିବାଦରୁ ଏକ ହତ୍ୟାକାଣ୍ଡ ଘଟିଛି। ବଡମାଳ ଗ୍ରାମର ପ୍ରଫୁଲ୍ଲ ନାଏକଙ୍କୁ ଶନିବାର ସକାଳ ୧୦ଟାରେ ସେହି ଗ୍ରାମର ବିଭୂତି ପ୍ରଧାନ ଟାଙ୍ଗିଆରେ ହାଣି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri