ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….
ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…
ପୁଣି ଖୋଲିଲା ହୀରାକୁଦର ୪ ଗେଟ
ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…
ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍
ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ…
ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ
ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି ଶିବ ମନ୍ଦିର ନିକଟରେ ଥିବା ନାଳ ଉପରେ ନିର୍ମିତ ପୋଲଟି ସୁରକ୍ଷିତ ଓ…
ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ
ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଜମନକିରା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଶାସନ…
Odisha Floods: ଆଉ ୧୨ ଗେଟ୍ ଖୋଲିଲା ହୀରାକୁଦ
ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ଗେଟ୍ ଜରିଆରେ…
ପୁଅ ନେଲା ବାପାଙ୍କ ଜୀବନ
କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର ଟାଙ୍ଗିଆ ବେଣ୍ଟ ମାଡ଼ରେ ବାପା ଧନେଶ୍ୱର ଭୋଇ(୬୫)ଙ୍କ ମୃତ୍ୟୁ ଘଟିଛି। କୁଚିଣ୍ଡା ପୋଲିସ…
ଭିସୁଟ୍ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଛାତ୍ରୀଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ମୁଖ୍ୟତଃ ହଷ୍ଟେଲରେ ନିମ୍ନମାନର ଖାଦ୍ୟ…
ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍
ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଙ୍ଗଳବାର ପୁଣି…
ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ
ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର ରୋହିତ ନାମକ ଜଣେ ଯୁବକ ବୋଲି ଚିହ୍ନଟ କରାଯାଇଛି। ସୂଚନା ଅନୁସାରେ, ମାଁ…
ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା….
ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦ୍ୱିତୀୟ ଥର…
ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…
ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ ଉଦ୍ଧାର ହୋଇଥିବା ଯୁବକ ଜଣକ ଗଣମାଧ୍ୟମକୁ ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା…

