ସମ୍ବଲପୁର

ଗୋପାଳଙ୍କ ପାଇଁ ନିଯୁକ୍ତ ହେଲେ ସରକାରୀ ଓକିଲ

ସମ୍ବଲପୁର,୨୭।୭(ଶୁଭାଶିଷ ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ବୁଧବାର ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ବଳୟରେ ଝାରସୁଗୁଡ଼ା ଜିଲା ଜଜ୍‌ ଦିଗମ୍ବର ପୃଷ୍ଟିଙ୍କ ନିକଟରେ ହାଜର କରାଯାଇଥିଲା। ଅଭିଯୁକ୍ତ ଗୋପାଳ କୋର୍ଟ ଦ୍ୱାରରେ ମୁଣ୍ଡିଆ ମାରି ଭିତରକୁ…

ଖୋଲିଲା ହୀରାକୁଦର ୪ଟି ଡ୍ୟାମ୍‌

ସମ୍ବଲପୁର ୨୫। ୭: ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ ମଙ୍ଗଳବାର ଖୋଲାଯାଇଛି। ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୪.୦୪ ଫୁଟ…

ଖୋଲିଲା ହୀରାକୁଦର ଆଉ ୩ ଗେଟ୍‌

ସମ୍ବଲପୁର,୨୫ା୭(ଶୁଭାଶିଷ ପାଢ଼ୀ):ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ଆଉ ୩ ଗେଟ୍‌ ସୋମବାର ଖୋଲାଯାଇଛି। ଫଳରେ ଏବେ ମୋଟ ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଡ୍ୟାମ୍‌କୁ ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ପୁଣି ଗେଟ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ।…

ମନଇଚ୍ଛା ପାଣି ଛାଡୁଛି ଛତିଶଗଡ଼

ସମ୍ବଲପୁର, ୨୪ା୭(ଶୁଭାଶିଷ ପାଢ଼ୀ): ମହାନଦୀ ପାଣିକୁ ନେଇ ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ଆନ୍ତଃରାଜ୍ୟ ଜଳ ବିବାଦ ଲାଗିରହିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ଏକାଧିକ ବ୍ୟାରେଜ ନିର୍ମାଣ କରିଥିବାରୁ ତଳମୁଣ୍ଡରେ ଜଳ ପ୍ରବାହ ଠିକ୍‌ ଭାବେ ହୋଇପାରୁ ନାହିଁ। ବିଶେଷକରି ଅଣମୌସୁମୀ…

ହୀରାକୁଦରୁ ଛଡ଼ାହେଲା ପ୍ରଥମ ବନ୍ୟାଜଳ: ତଳି ଅଞ୍ଚଳ ଜିଲାକୁ ସତର୍କ ନିର୍ଦ୍ଦେଶ

ସମ୍ବଲପୁର,୨୩ା୭(ଶୁଭାଶିଷ ପାଢ଼ୀ): ହୀରାକୁଦ ଜଳଭଣ୍ଡାର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ଘଟିଥିଲା। ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ୨୩ ତାରିଖ ସକାଳ ୯ଟାରେ ପ୍ରଥମେ ୭ନମ୍ବର ଗେଟ୍‌ରୁ ବନ୍ୟାଜଳ ନିଷ୍କାସନ କରିବାକୁ ଡ୍ୟାମ୍‌ କର୍ତ୍ତୃପକ୍ଷ ବିଜ୍ଞପ୍ତି…

ମୋତିଝରଣ ଜୁ ହେଲା ପ୍ରାଣୀ ଉଦ୍ୟାନ, ଉଦ୍ଧାର କେନ୍ଦ୍ର

ସମ୍ବଲପୁର,୨୩ା୭(ଶୁଭାଶିଷ ପାଢ଼ୀ)ସମ୍ବଲପୁର ମୋତିଝରଣଠାରେ ଥିବା ଜୁ (ଚିଡ଼ିଆଖାନା) ପ୍ରାଣୀ ଉଦ୍ୟାନ ଓ ଉଦ୍ଧାର କେନ୍ଦ୍ର ନାମରେ ନାମିତ ହୋଇଛି। ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ଏହାର ନାମ ପରିବର୍ତ୍ତନ କରିଛନ୍ତି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ଡିଭିଜନ ୬୦୦୦ରୁ ଅଧିକ ଉଦ୍ଭିଦ ସହ…

ରବିବାର ଖୋଲାଯିବ ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌

ସମ୍ବଲପୁର,୨୨।୭: ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ ଗେଟ୍‌ ଖୋଲାଯାଇ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯିବ। ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍‌ ଖୋଲାଯିବ। ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ…

୨୩ରେ ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ଆସନ୍ତା ୨୩ ତାରିଖ ରବିବାର ସକାଳ ୯ଟାରେ ହୀରାକୁଦ ଡ୍ୟାମ୍‌ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଡ୍ୟାମ୍‌ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର…

ବିନା ଶୋଭାଯାତ୍ରାରେ ହେବ ମହରମ, ହନୁମାନ ଜୟନ୍ତୀ ପାଳନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ସମ୍ବଲପୁରରେ ବର୍ଷକ ଭିତରେ ବିନା ଶୋଭାଯାତ୍ରାରେ ମହରମ ଓ ହନୁମାନ ଜୟନ୍ତୀ ପାଳନ କରାଯିବ। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଆୟୋଜିତ ମହରମ ଶାନ୍ତି ଓ ସମନ୍ବୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ଏପ୍ରିଲରେ ହନୁମାନ…

ରାସ୍ତାରେ ଜଳିଗଲା ସ୍କୁଟି

କୁଚିଣ୍ଡା,୨୦ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା-ବାମରା ୨୪ନମ୍ବର ରାଜ୍ୟ ରାଜପଥ ପାରୁଆଭାଡି ନିକଟ ବଡପୋଲଠାରେ ଗୁରୁବାର ଶର୍ଟସର୍କିଟ ଯୋଗୁ ଏକ ୫-ଜି ଆକ୍ଟିଭା ସ୍କୁଟି (ନଂ-ଓଡି୧୫ଏଲ-୪୬୨୨) ସମ୍ପୂର୍ଣ୍ଣ ଜଳିଯାଇଛି। ହେଲେ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସମ୍ବଲପୁର ନିକଟ ସିଂପାଲି ଗ୍ରାମର…

ଘୋଷଣା ହେଲା, ଉଡ଼ିଲା ନାହିଁ

ସମ୍ବଲପୁର,୧୮ା୭(ଶୁଭାଶିଷ ପାଢ଼ୀ):ପୁଣି ନିରାଶ ହୋଇଛନ୍ତି ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନବନ୍ଦର ଉପରେ ନିର୍ଭର କରୁଥିବା ଯାତ୍ରୀ। ବିମାନ ସେବା ୧୧ମାସ ବନ୍ଦ ହେବା ପରେ ଜୁଲାଇ ୧ ତାରିଖଠାରୁ ଝାରସୁଗୁଡ଼ା-ବେଙ୍ଗାଲୁରୁକୁ ପୁଣି ବିମାନ ଉଡ଼ାଣ କରିବା ସହ ଚେନ୍ନାଇକୁ…

ବିଦ୍ୟୁତ୍‌ କାଟ୍‌ ଯୋଗୁ ଅନ୍ଧାରରେ ଲୋକେ

କୁଚିଣ୍ଡା,୧୭ା୭(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ବକ୍ସମା ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ଯୋଗୁ ଲୋକେ ଅନ୍ଧାରରେ ରହୁଥିବା ଅଭିଯୋଗ କରିଛନ୍ତି। ଶନିବାର ସକାଳୁ ବିଦ୍ୟୁତ୍‌ କଟି ରାତି ପ୍ରାୟ ୭ଟାରେ ଆସିଥିଲା। ସେହିଭଳି ରବିବାର ସକାଳେ ଓ ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?