ସମ୍ବଲପୁର

ଅସୁରକ୍ଷିତ ସର୍କିଟ ହାଉସ

ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅଧୀନରେ ରହିଛି ସରକାରଙ୍କ ସର୍କିଟ ହାଉସ। ଏଠାରେ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଭିଭିଆଇପି, ବରିଷ୍ଠ ଅଧିକାରୀ, ନେତା, ମନ୍ତ୍ରୀମାନେ ରହଣି କରନ୍ତି। ସେମାନଙ୍କୁ ପୋଲିସ ପକ୍ଷରୁ ସୁରକ୍ଷା ମଧ୍ୟ ଯୋଗାଇ ଦିଆଯାଇଥାଏ।…

ଆଶ୍‌ପଣ୍ଡ ଡମ୍ପିଂୟାର୍ଡକୁ ବିରୋଧ

ସମ୍ବଲପୁର,୧୮ା୨(ବ୍ୟୁରୋ): ସମ୍ବଲପୁର ଜିଲା ରେଙ୍ଗାଲି ଶିଳ୍ପାଞ୍ଚଳର କତରବଗା ଲୁଧାପାଲି ଗ୍ରାମ ନିକଟରେ ଏକ ଆସପଣ୍ଡ ଡମ୍ପିଂୟାର୍ଡକୁ ନେଇ ବିବାଦ ଲାଗିରହିଛି। ଶୁକ୍ରବାର ଏହି ବିବାଦ ଉଗ୍ରରୂପ ନେଇଥିଲା। ସ୍ଥାନୀୟ ଜନପ୍ରତିନିଧି ସହ ବିଜେଡି କର୍ମୀ ଓ ଗ୍ରାମବାସୀ ଆସପଣ୍ଡକୁ ବିରୋଧ କରିବାରୁ…

ହାତୀ ଉପଦ୍ରବ: ବନ ବିଭାଗକୁ କଲାଣି ନାକେଦମ

ପଡ଼ିଆବାହାଲ,୧୭ା୨(ଡି.ଏନ.ଏ.): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଅଞ୍ଚଳରେ ଦୁଇ ସପ୍ତାହ ହେବ ହାତୀ ଉପଦ୍ରବ ଲାଗିରହିଛି। ଦୁଇଟି ଦଳରେ ହାତୀ ଲୋକଙ୍କ ବାଡିବଗିଚାରେ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଗୋଟିଏ ଦଳ ନିକଟସ୍ଥ ବାରିବନ୍ଧ ଅଞ୍ଚଳରେ ଉପଦ୍ରବ କରୁଥିବା…

ଲାଞ୍ଚ ନେଇ ଜେଲ ଗଲେ ଆର୍‌ଆଇ

କୁଚିଣ୍ଡା,୧୭ା୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ତହସିଲ ଅଧୀନ ଗୋଛରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ସତ୍ୟନାରାୟଣ କଉଡି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଥିଲେ। ଶୁକ୍ରବାର ଭିଜିଲାନ୍ସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ…

ମୋତେ ମାରିବାକୁ ଉଦ୍ୟମ ହୋଇଥିଲା: ଜୟନାରାୟଣ

ସମ୍ବଲପୁର,୧୭ା୨(ବ୍ୟୁରୋ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଜଣେ ପୋଲିସ ଏଏସ୍‌ଆଇ ଗୁଳି କରି ହତ୍ୟା କରିଥିଲେ। କେବଳ ନବ ଦାସ ନୁହନ୍ତି, ରାଜ୍ୟରେ ଘଟିଥିବା ଅନେକ ହତ୍ୟା ଘଟଣାରେ ବିଜେଡିର ମନ୍ତ୍ରୀ, ବିଧାୟକଙ୍କ ସମ୍ପୃକ୍ତି ରହିଛି। କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ନେଇ ସମାଲୋଚନା କରିଥିଲି।…

ବରିଷ୍ଠ ଅଧିକାରୀ ଝିଅଙ୍କ ଚପଲ ପାଇଁ ଆର୍‌ପିଏଫ୍‌ ଘାଇଲା

ସମ୍ବଲପୁର,୧୬ା୨(ବ୍ୟୁରୋ): ସମ୍ବଲପୁର ରେଳମଣ୍ଡଳ ଅଧୀନ ଆର୍‌ପିଏଫ୍‌ରେ ଜାନୁୟାରୀ ୫ରେ ଚପଲ ଚୋରି ନେଇ ଅଭିଯୋଗ ହୋଇଥିଲା। ଏକମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହାକୁ ଖୋଜିବାରେ ଆର୍‌ପିଏଫ୍‌ ପୋଲିସ ଘାଇଲା ହୋଇଯାଇଥିଲା। ଘଟଣା ଶୁଣିଲେ ଯେତିକି ଆଶ୍ଚର୍ଯ୍ୟ ଲାଗୁଛି ସେତିକି କୌତୂହଳ ସୃଷ୍ଟି…

ଅଜଣା ଗାଡ଼ି ଧକ୍କାରେ ଅବକାରୀ କର୍ମଚାରୀଙ୍କ ଜୀବନଗଲା

ରେଢ଼ାଖୋଲ,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ୫୫ନଂ ଜାତୀୟ ରାଜପଥ ଚାରମାଳ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ସମ୍ବଲପୁର ଅବକାରୀ ବିଭାଗର କର୍ମଚାରୀ ଦିଲ୍ଲିପ କୁମାର ସ୍ବାଇଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି। ସେ ରେଢ଼ାଖୋଲରୁ ସମ୍ବଲପୁର…

ମନ୍ତ୍ରୀଙ୍କ ଚା ଖଟିରେ ଦୁଇ ଆଶାୟୀଙ୍କୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୪ା୨(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ଶନିବାର ସମ୍ବଲପୁର ଗସ୍ତ କରିଥିଲେ। ଏହି ସମୟରେ ରେଢ଼ାଖୋଲଠାରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ରେଢ଼ାଖୋଲ ଛକର ଏକ ଚା ଦୋକାନରେ ଏକ ଖଟି ଆୟୋଜନ ହୋଇଥିଲା।…

ଗାଡ଼ି ଯାଞ୍ଚରୁ ମିଳିଲା ୟୁପି ବିଧାନସଭାର ପାସ୍‌, ୪ ବୋମା, ୫୦କେଜି ଗଞ୍ଜେଇ

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଅଧୀନ ଖିଣ୍ଡା ଛକରେ ପୋଲିସ ଗାଡ଼ି ଯାଞ୍ଚ ବେଳେ ଏକ କାରରୁ ୪ଟି ବୋମା, ୫୦ କେଜି ଗଞ୍ଜେଇ ସହ ଉତ୍ତରପ୍ରଦେଶ ବିଧାନସଭା ପ୍ରବେଶ ପାଇଁ ପାସ୍‌ ଓ ଏକାଧିକ ନମ୍ବର ପ୍ଳେଟ ଜବତ…

୬୦ଦିନ ପରେ ଜେଲରୁ ବାହାରିଲେ ୨୯ ଓକିଲ

ସମ୍ବଲପୁର,୧୨।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନଜନିତ ଭଙ୍ଗାରୁଜା ମାମଲାରେ ଗିରଫ ହୋଇଥିବା ୨୯ ଜଣ ଆଇନଜୀବୀଙ୍କୁ ହାଇକୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଶନିବାର ସମ୍ବଲପୁର କୋର୍ଟରେ କାଗଜପତ୍ର ପ୍ରକ୍ରିୟା ଶେଷ ହେବା ପରେ ଅପରାହ୍ନ…

୨୫୭ ପ୍ରକଳ୍ପ ପାଇଁ ୬ କୋଟିର ପ୍ରସ୍ତାବ ଅନୁମୋଦନ

ସୋନପୁର,୧୧।୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିର ବୈଠକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ଜଙ୍ଗଲ, ପରିବେଶ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବୈଠକରେ…

ଦୋକାନ ଯୋଗୁ ଉପୁଜୁଛି ସମସ୍ୟା

ରାଉରକେଲା ଅଫିସ,୧୧।୨: ପୋନପୋଷ ସବ୍‌ ପୋଷ୍ଟ ଅଫିସ ରାଉରକେଲାର ସର୍ବପୁରାତନ ପୋଷ୍ଟ ଅଫିସ। ଏଠାରେ ପୋଷ୍ଟାଲ କାମ ସହ ନୂତନ ଆଧାର କାର୍ଡ, ଆଧାର କାର୍ଡ ସଂଶୋଧନ ଏବଂ ପୋଷ୍ଟାଲ ବ୍ୟାଙ୍କର ସମସ୍ତ କାର୍ଯ୍ୟ କରାଯାଉଛି। ମାତ୍ର ପୋଷ୍ଟ ଅଫିସ ସମ୍ମୁଖରେ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri