ସମ୍ବଲପୁର

ନିର୍ମାଣ ହେଲାନି ବ୍ରିଜ୍‌ ଡାଇଭର୍ସନ

କୁଚିଣ୍ଡା,୩୦ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା ବ୍ଲକ ଟାଇଁସର ବ୍ରିଜର ଡ଼ାଇଭର୍ସନ ରାସ୍ତା ଧୋଇ ହୋଇଯାଇଥିଲା। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ ଅଧିକାରୀ ବ୍ରିଜ ଅବସ୍ଥା ପରିଦର୍ଶନ କରି ଡ଼ାଇଭର୍ସନ ରାସ୍ତା ଦୁଇଦିନ ମଧ୍ୟରେ ନିର୍ମାଣ…

ପ୍ରଦୂଷଣ ବଢାଉଛି ବିରାଜ ଷ୍ଟିଲ୍‌

ସମ୍ବଲପୁର,୩୦ା୬(ଶୁଭାଶିଷ ପାଢ଼ୀ): ଚିମିନିରୁ ଅନବରତ ନିଷ୍କାସିତ ହେଉଛି କଳା ଧୂଆଁ। ବାୟୁମଣ୍ଡଳରେ ଉଡୁଛି ଧୁଳିଗୁଣ୍ଡ। ପୂର୍ବପରି ଆଉ ଚାଷ ବି ହେଉନି। ମଣିଷ, ଜୀବଜନ୍ତୁଙ୍କ ଉପରେ ମଧ୍ୟ ଏହାର ପ୍ରଭାବ ପଡୁଛି। ଏପରି କି ସେହି ରାସ୍ତା ଦେଇ ଯିବା କଷ୍ଟକର…

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ ଦେଖିବାକୁ ମିଳିଛି। ଏଥିଯୋଗୁ ଅନେକ ସ୍ଥାନରେ କ୍ଷୟକ୍ଷତି ଘଟିଛି। ଜମନକିରା ବ୍ଲକ କେନାଢିପା ପଞ୍ଚାୟତ…

ଲୋକାର୍ପଣ ହେଉନି ଜିଏମ୍‌ୟୁ ଅତ୍ୟାଧୁନିକ ଅଡିଟୋରିୟମ

ସମ୍ବଲପୁର,୨୭ା୬(ଶୁଭାଶିଷ ପାଢୀ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ)ର ଅତ୍ୟାଧୁନିକ ଅଡିଟୋରିୟମ କାର୍ଯ୍ୟ ପ୍ରାୟ ଏକବର୍ଷ ହେବ ସମ୍ପୂର୍ଣ୍ଣ ହୋଇଛି। ହେଲେ ଏହା ଲୋକାର୍ପଣ ହୋଇ ନ ଥିବାରୁ ବ୍ୟବହାରରେ ଆସିପାରୁ ନାହିଁ। କାମ ସରିବା ପରେ ମଧ୍ୟ ଜିଏମ୍‌ୟୁକୁ ଅଡିଟୋରିୟମ…

ବର୍ଷାରେ ଧୋଇଗଲା ଡାଇଭର୍ସନ

କୁଚିଣ୍ଡା,୨୬ା୬(ବିରଞ୍ଚତ୍ ଦର୍କା): ଲଘୁଚାପ ଜନିତ ପ୍ରବଳ ବର୍ଷାରେ କୁଚିଣ୍ଡା-ଫାସିମାଲ ରାସ୍ତା ସର୍ଦ୍ଧାପାଲିଠାରେ ନିର୍ମାଣାଧୀନ ସେତୁ ଡାଇଭର୍ସନ ଧୋଇ ହୋଇଯାଇଛି। ଫଳରେ ଏହା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବକ୍ସମା ପଞ୍ଚାୟତ ସର୍ଦ୍ଧାପାଲି ନାଳା ଉପରେ ୫ କୋଟି ୩୦ ଲକ୍ଷ ଟଙ୍କା…

ବର୍ଷାରେ ସମ୍ବଲପୁରର ରାସ୍ତା, ତଳି ଅଞ୍ଚଳ ଜଳମଗ୍ନ

ସମ୍ବଲପୁର, ୨୬ା୬ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲାକୁ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଭାବେ ସୂଚିତ କରାଯାଇଛି। ରବିବାର ଓ ସୋମବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ସଚେତନ କରାଯାଇଛି। ୨୫ ତାରିଖ ସକାଳ ସାଢେ…

ପ୍ରତି ବର୍ଗକି.ମି.ରେ ୯୦ ପ୍ରାଣୀ

ସମ୍ବଲପୁର,୨୫।୬(ଶୁଭାଶିଷ ପାଢ଼ୀ)ସମ୍ବଲପୁର ଡେବ୍ରିଗଡ଼ ଅଭୟାରଣ୍ୟରେ ବନ୍ୟପ୍ରାଣୀ ଗଣନା ଶେଷ ହୋଇଛି। ପ୍ରାୟ ୩୫୦ ବର୍ଗକିଲୋମିଟର ପରିମିତ ଅଭୟାରଣ୍ୟରେ ବନ୍ୟପ୍ରାଣୀ ସଂଖ୍ୟା ଚଳିତବର୍ଷ ବୃଦ୍ଧି ପାଇଛି। ଏଥିରେ ଉଭୟ ତୃଣଭୋଜୀ ଓ ମାଂସାହାରୀ ବନ୍ୟପ୍ରାଣୀ ଗଣନା କରାଯାଇଥିଲା। ବୈଜ୍ଞାନିକ ଓ ବୈଷୟିକ ପଦ୍ଧତିରେ…

ବଢିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର,୨୩।୬: ଓଡ଼ିଶାରେ ମୌସୁମୀ ପ୍ରବେଶ ପରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିଛି । ଗୁରୁବାର ଜଳସ୍ତର ୬୦୦.୩୯ ଫୁଟ ଥିବା ବେଳେ ତାହା ଶୁକ୍ରବାର ବୃଦ୍ଧି ପାଇ ୬୦୦.୫୬ ଫୁଟରେ ପହଞ୍ଚିଛି । ତେବେ ଇନଫ୍ଲୋ ବଢିବାରୁ ଜଳସ୍ତର ବୃଦ୍ଧି ପାଇଛି…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ କଟା ଖନନ

କୁଚିଣ୍ଡା,୨୩ା୬(ବିରଞ୍ଚତ୍ ଦର୍କା): ବାମରା ବ୍ଲକ ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ଭିକାପାଲି ଗ୍ରାମରେ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ ଏକ ବୁଢିକଟା ଖନନ (ମାଟିକାମ) ଚାଲିଛି। ଏହି କାର୍ଯ୍ୟ ସମ୍ପର୍କିତ କୌଣସି ସୂଚନା ଫଳକ ନ ଥିବାରୁ ଜନସାଧାରଣ କଟା ଖନନରେ କେତେ ଅର୍ଥ…

ସୀମାନ୍ତରେ ଭାଜପା ନେତାଙ୍କୁ ହତ୍ୟା

ମାଲକାନଗିର,୨୨ା୬(ଦୁର୍ଯ୍ୟୋଧନ ପାତ୍ର) ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ପୁଣି ଏକ ବର୍ବରକାଣ୍ଡ ଘଟାଇଛନ୍ତି। ବିଜାପୁର ଜିଲାର ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ଇଲମିଡି ଗ୍ରାମର କାକା ଅର୍ଜୁନ। ପ୍ରକାଶ ଯେ, ବୁଧବାର ସକାଳୁ କାକା ଘରୁ ବାହାରି…

ଖରିଫ ଚାଉଳ ସଂଗ୍ରହରେ ବିଳମ୍ବ

ସମ୍ବଲପୁର,୨୨ା୬(ଶୁଭାଶିଷ ପାଢ଼ୀ) ଆର୍ଥତ୍କ ବର୍ଷ ୨୦୨୨-୨୩ ପାଇଁ ଖରିଫ ଧାନ ସଂଗ୍ରହ ଧାର୍ଯ୍ୟ ଓ ଅନୁମୋଦିତ ପରିମାଣ ଅନୁସାରେ ହୋଇଥିଲା। ତଦନୁଯାୟୀ ଜିଲା ତଥା ବାହାର ଜିଲାରୁ ଧାନ ସମ୍ବଲପୁର ଜିଲାର ମିଲ୍‌ଗୁଡିକୁ ଆସିଥିଲା। ହେଲେ ଏବେ ଚାଉଳ ସଂଗ୍ରହରେ ବିଳମ୍ବ…

ଆନ୍ଦୋଳନ ବେଳେ ପ୍ରାଣୀ ଉପଦ୍ରବ

ଶିକାରୀଙ୍କ ଆକ୍ରମଣରେ ଅସୁରକ୍ଷିତ ବନ କର୍ମଚାରୀ। ତେଣୁ ସୁରକ୍ଷା ଦାବିରେ ଗତ ୧୯ତାରିଖରୁ ୮,୧୮୮ଜଣ ବନ କର୍ମଚାରୀ ପାଟ୍ରୋଲିଂ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ସରକାର ସେମାନଙ୍କ କଥା ନ ଶୁଣିଲେ ୧୦ତାରିଖରୁ ସମୂହ କାର୍ଯ୍ୟ ଛାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?