ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ
ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍ ରିପୋର୍ଟରେ ମଧ୍ୟ ଏହା ଉଲ୍ଲେଖ ଥିବା ପୋଲିସ କହିଥିଲା। ସୋମବାର ଭିସେରା ରିପୋର୍ଟକୁ ନେଇ ପୋଲିସ…
ବାବା ଶଗଡେଶ୍ୱରଙ୍କ ପୀଠରେ ଗଣ୍ଠିଲି ଫିଟା ଓ ଥାଳଉଠା ନୀତି
ଜମନକିରା,୨୪ା୪(ଡି.ଏନ.ଏ.): ଶୀତଳଷଷ୍ଠୀ ପୂଜା ପାଇଁ ଜମନକିରା ବ୍ଲକ ଡିମିରିମୁଣ୍ଡା ପଞ୍ଚାୟତସ୍ଥିତ ବାବା ଶଗଡେଶ୍ୱର ପୀଠରେ ଗଣ୍ଠିଲି ଫିଟା ଓ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ବର୍ଷରେ ପିତାମାତା ହୋଇଥିବା ଅଜୟ ବେହେରା ଓ ସହଧର୍ମିଣୀ କାଦମ୍ବିନୀ…
ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠିଲା
ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ତଥା ଦେବଦମ୍ପତି (ଶିବପାର୍ବତୀ)ଙ୍କ ବିବାହ କାର୍ଯ୍ୟ ପାଇଁ ରବିବାର ବିଭିନ୍ନ ଶିବାଳୟରେ ଥାଳଉଠା ନୀତି ସମ୍ପନ୍ନ ହୋଇଛି। ମାତା ପାର୍ବତୀଙ୍କୁ କନ୍ୟାରୂପେ ପାଇବା ପରେ ଶୌଭାଗ୍ୟପ୍ରାପ୍ତି ହୋଇଥିବା ଦମ୍ପତି ଓ ପରିବାର ବର୍ଗ ବେଶ୍…
ବାର୍ହା ଆକ୍ରମଣରେ ୫ ଗୁରୁତର
ସମ୍ବଲପୁର,୨୪।୪(ବ୍ୟୁରୋ): ସମ୍ବଲପୁର ଜିଲା ଯୁଜୁମରା ଥାନା ଅଞ୍ଚଳରେ ସୋମବାର ବାର୍ହା ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କାୟାକୁଦା ପଞ୍ଚାୟତ ଆମିଲିପାଣି ଗ୍ରାମର ମା’ଶଖା ଧୁରିଆ(୩୫) ଏବଂ ତାଙ୍କର ଝିଅ ଲକ୍ଷ୍ମୀପ୍ରିୟା ଧୁରିଆ(୯) ଓ ମା’ ଶାନ୍ତି ମୁଣ୍ଡା(୩୬)…
ଶାନ୍ତି ଫେରୁଛି, ପୋଲିସ ଭୟ ଘାରୁଛି
ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଏପ୍ରିଲ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା, ଭଙ୍ଗାରୁଜା, ମାରଣାସ୍ତ୍ରରେ ଅକ୍ରମଣ ଭଳି ଘଟଣା ଘଟିଥିଲା। ସାନସିଂହାରି ଗ୍ରାମର କେତେଜଣ ଯୁବକ ଶୋଭାଯାତ୍ରାରେ ସାମିଲ ହୋଇ ଘରକୁ ଫେରୁଥିବା ସମୟରେ ରିଂରୋଡ୍ରେ ସଂଘବଦ୍ଧ…
ପର୍ଯ୍ୟଟନର ସହର ସମ୍ବଲପୁର
ଓଡ଼ିଶାର ସମ୍ବଲପୁର ଜିଲ୍ଲାରେ ତ ଅନେକ ଦର୍ଶନୀୟ ସ୍ଥାନ ରହିଛି, ହେଲେ ତନ୍ମଧ୍ୟରୁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ, ଚିପିଲିମାର ମା’ ଘଣ୍ଟେଶ୍ୱରୀ ଓ ହୀରାକୁଦ ଜଳଭଣ୍ଡାରର ରହିଛି କିଛି ଭିନ୍ନ ଆକର୍ଷଣ… ମା’ ସମଲେଶ୍ବରୀ ପୀଠଟି ସମ୍ବଲପୁର ସିଟି…
ଅଜଣା ରୋଗ ଉଜାଡୁଛି ଧାନ ଫସଲ
ସମ୍ବଲପୁର, ୨୩।୪: (ବ୍ୟୁରୋ) ସମ୍ବଲପୁର ଜିଲାର ହୀରାକୁଦ ଜଳଭଣ୍ଡାର ସେଚାଞ୍ଚଳରେ ଚାଷ ହୋଇଥିବା ରବି ଧାନ ଫସଲରେ ଚଳିତବର୍ଷ ଅଜଣା ରୋଗପୋକ ଉପଦ୍ରବ ଦେଖାଦେଇଛି ା ଧାନ ଗଛରୁ ବାହାରୁଥିବା କେଣ୍ଡା ଧୀରେ ଧୀରେ ଲାଲ ପଡି ଯାଉଥିବା ବେଳେ ଧାନ…
ସମ୍ବଲପୁରରେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧି ବୃଦ୍ଧି
ସମ୍ବଲପୁର ୨୨।୪(ବ୍ୟୁରୋ): ସମ୍ବଲପୁରରେ ଧିରେ ଧିରେ ସ୍ଥିତିରେ ସୁଧାର ଆସୁଛି। ତେବେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧିକୁ ପୁଣି ବୃଦ୍ଧି କରାଯାଇଛି । ଇଣ୍ଟରନେଟ ସେବା କଟକଣା ପୁଣି ୮ ଘଣ୍ଟା ବଢଛି । ୨୨ ତାରିଖ ସା ୬ଟା…
ନେଟ୍ସେବା ବନ୍ଦ: ଗ୍ରାହକଙ୍କ ଡେଟା କ୍ଷତି
ସମ୍ବଲପୁର, ୨୨।୪: (ବ୍ୟୁରୋ) ସମ୍ବଲପୁର ଜିଲାରେ ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ହିଂସାତ୍ମକ ଘଟଣା ଘଟିଥିଲା। ତେଣୁ ଜିଲା ପ୍ରଶାସନର ଅନୁରୋଧକ୍ରମେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏପ୍ରିଲ ୧୩ ତାରିଖଠାରୁ ମୋବାଇଲ, ବ୍ରଡ୍ବ୍ୟାଣ୍ଡ ଓ ବିଭିନ୍ନ ନେଟ୍…
ମସ୍ଜିଦରେ ହେବ ସାମୂହିକ ନମାଜ ପାଠ
ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼ ଓ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡ଼ିଥିଲା। ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଶାନ୍ତି ଫେରିନାହିଁ। କର୍ଫ୍ୟୁ ଲାଗିଥିବା ବେଳେ ମୋବାଇଲ ନେଟ୍ସେବା ବନ୍ଦ ରହିଛି। ରମ୍ଜାନ ମାସର…
କର୍ଫ୍ୟୁ: ଇଦ୍ଗାରେ ହେବନାହିଁ ନମାଜପାଠ
ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ସହରରେ ଉପୁଜିଥିବା ଅଶାନ୍ତ ପରିବେଶ ଯୋଗୁ କର୍ଫ୍ୟୁ ଲଗାଯାଇଥିବାବେଳେ ନେଟ୍ସେବା ବନ୍ଦ କରି ଦିଆଯାଇଛି। ୭ଦିନ ହେଲା ଜିଲାରେ ନେଟ୍ସେବା ବନ୍ଦ ହୋଇଥିବା ବେଳେ ଗୁରୁବାର କେବଳ ବ୍ରଡ୍ବ୍ୟାଣ୍ଡ ଓ ଲିଜ୍ଲାଇନ ଉପରେ ସାମୟିକ ଭାବେ କୋହଳ…
ନେଟ୍ସେବା ବନ୍ଦ: ଛାତ୍ରୀଛାତ୍ର ହଇରାଣ
ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ନାଗରିକ କଲ୍ୟାଣ ସମିତି ସଦସ୍ୟମାନେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇଙ୍କୁ ଭେଟି ଦାବି ପତ୍ର ଦେଇଛନ୍ତି। ସମ୍ବଲପୁରରେ ହୋଇଥିବା ହିଂସା ଘଟଣା ପରେ ସହର ଅଶାନ୍ତ ହୋଇପଡିଛି। ନେଟ୍ସେବା ବନ୍ଦ ଯୋଗୁ…
Archives


