ସମ୍ବଲପୁର

ପରୀକ୍ଷା ଫି’ କମ୍‌ କରିବାକୁ ଆନ୍ଦୋଳନ

ସମ୍ବଲପୁର,୧୪ା୧୨(ବ୍ୟୁରୋ): ପରୀକ୍ଷା ଫି’ କମାଇବାକୁ ଦାବି କରି ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ମୁଖ୍ୟ ଗେଟରେ ତାଲା ପକାଇ ଛାତ୍ରୀଛାତ୍ରମାନେ ମଙ୍ଗଳବାର ଆନ୍ଦୋଳନ କରିଥିଲେ । ଜିଏମୟୁ କର୍ତ୍ତୃପକ୍ଷ ଓ ପୋଲିସ ବୁଝାଶୁଝା କରିବା ପରେ ମଧ୍ୟ କୌଣସି ସୁଫଳ...

୧୫ ଆଇନଜୀବୀ ଜେଲ ଗଲେ

ସମ୍ବଲପୁର,୧୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁର ଜିଲାରେ ଚାଲିଥିବା ଆନ୍ଦୋଳନକୁ ସୁପ୍ରିମକୋର୍ଟ ବେଆଇନ ଘୋଷଣା କରିବା ପରେ ସୋମବାର ଏହା ଉଗ୍ରରୂପ ନେଇଥିଲା। ୧୪୪ ଧାରା ଲାଗୁ ସତ୍ତ୍ବେ ଓକିଲମାନେ କୋର୍ଟ ପରିସରକୁ ଧସେଇ...

ମୃତ ବାଘର କଙ୍କାଳ ଜବତ, ୨ ଗିରଫ

ରେଢ଼ାଖୋଲ,୧୩ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ଶରଧାପୁର ଗ୍ରାମରୁ ରବିବାର ରାତିରେ ବନ ବିଭାଗ ଏକ ମୃତ ବାଘର କଙ୍କାଳ ଜବତ କରିଛି। ଏହି ଘଟଣାରେ ବିଭାଗ ପକ୍ଷରୁ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଅଜିତ ନାଏକ (୨୩)...

ଏଜିଙ୍କ କୁଶପୁତ୍ତଳିକା ଦାହ, ପୋଲିସକୁ ଦାୟୀକଲେ ଓକିଲ

ସମ୍ବଲପୁର,୧୩ା୧୨(ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସୋମବାର ସମ୍ବଲପୁର କୋର୍ଟ ପରିସରରେ ତୁମୂଳ କାଣ୍ଡ ଘଟିଛି। ଶତାଧିକ ଆନ୍ଦୋଳନକାରୀ କୋର୍ଟ ପରିସରକୁ ଧସେଇ ପଶି ହୋହଲ୍ଲା, ଭଙ୍ଗାରୁଜା କରିଥିଲେ। ପରେ କୋର୍ଟ ପରିସରରୁ ବିଚାରପତିମାନଙ୍କୁ ବାହାର କରିଦେଇଥିଲେ।...

ଶିକାରୀ ଗୁଳିରେ ଶିକାରୀ ମୃତ

ଜମନକିରା,୧୨।୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପାଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢାବହାଲ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନ୍ତୁ ଶିକାର କରିବାକୁ ଯାଇ ଶିକାରୀ ଗୁଳିରେ ଶିକାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଚିଣ୍ଡା ଥାନା ଶିରିଡ଼ି...

ମଣ୍ଡିରେ ପଡ଼ିଛି ଧାନ, ବାଜିରେ ଚାଷୀଙ୍କ ଜୀବନ

ସମ୍ବଲପୁର,୧୨ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହରେ ଆରମ୍ଭରୁ ଅବ୍ୟବସ୍ଥା ଦେଖାଦେଇଥିଲା। ହୀରାକୁଦ ସେଚାଞ୍ଚଳ ସଦର ଉପଖଣ୍ଡରେ ଟୋକନ, କଟନୀ ଛଟନୀ ଭଳି ସମସ୍ୟା ଲାଗି ରହିଥିବା ବେଳେ କୁଚିଣ୍ଡା ଉପଖଣ୍ଡରେ ମଣ୍ଡିରୁ ଧାନ ଉଠାଣକୁ ନେଇ ବଡ ସମସ୍ୟା ସୃଷ୍ଟି...

ପୋଡ଼ିଗଲା ୪୭୦ କୁଇଣ୍ଟାଲ ଧାନ

ସମ୍ବଲପୁର,୧୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ରବିବାର ୨ଟି ସ୍ଥାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଯୁଯୁମୁରା ବ୍ଲକ କୟାକୁଦ ପଞ୍ଚାୟତ ଅନ୍ଧାରୀ ଗ୍ରାମରେ ବିଲରେ ଧାନ ଅମଳ ସମୟରେ ଟ୍ରେସର ମେଶିନରେ କୌଣସି କାରଣରୁ ଅଗ୍ନିକାଣ୍ଡ ହୋଇଥିଲା । ଫଳରେ ମେଶିନ ସହ...

ପୋଖରୀକୁ ଖସିପଡ଼ିଲା ଟ୍ୟାଙ୍କର

ପଡିଆବାହାଲ,୧୧ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥର ବିନାୟକଡେରା ମଝି ବୁଲାଣିଠାରେ ଏକ ତେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଖସିପଡି ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି l ସମ୍ବଲପୁରରୁ ଦେବଗଡ଼ ଯାଉଥିବା ବେଳେ ଏହି ଦୁର୍ଘଟଣା...

୧୫ କେଜି ଗଞ୍ଜେଇ ଜବତ: ବନ୍ଧା ହେଲେ ୩ ଅଭିଯୁକ୍ତ

କୁଚିଣ୍ଡା,୯ା୧୨(ଡି.ଏନ୍‌.ଏ.)- କୁଚିଣ୍ଡା ଅବକାରୀ ବିଭାଗ ଶୁକ୍ରବାର ପୃଥକ୍‌ ସ୍ଥାନରେ ଚଢାଉ କରି ୧୪କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କୁଚିଣ୍ଡା ଥାନା ଡିମିରିମୁଣ୍ଡା ପଞ୍ଚାୟତ ଝାରମୁଣ୍ଡା ଗ୍ରାମର ସୁମନ୍ତ ସାହୁ, କୁଚିଣ୍ଡା...

ଆନିକଟ ଘାଇର ମରାମତି କାମ ଆରମ୍ଭ

ସମ୍ବଲପୁର,୮ା୧୨(ବ୍ୟୁରୋ): ମହାନଦୀର ସମ୍ବଲପୁର ଅଯୋଧ୍ୟା ସରୋବର ଆନିକଟରେ ସୃଷ୍ଟି ହୋଇଥିବା ଘାଇର ମରାମତି କାମ ଆରମ୍ଭ ହୋଇଛି। ଏଥିପାଇଁ ଓଏଚ୍‌ପିସି ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ କରାଯାଇଛି। ଏହି ସମୟରେ ମହାନଦୀରେ ଜଳପ୍ରବାହ ମଧ୍ୟ କମ୍‌ ରହିଛି। ୭ଦିନ ଭିତରେ କାମ...

ପୁରୁଣା ବୋର୍ଡରେ ରଙ୍ଗ ଲଗାଇ ଚପାଇବା ଉଦ୍ୟମ

ସମ୍ବଲପୁର,୯ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ପକ୍ଷରୁ ତହସିଲ ଅଫିସ ପଛପଟେ ମିନି ଷ୍ଟାଡିୟମ ନିର୍ମାଣ କାମରେ ଅନିୟମିତତା ଅଭିଯୋଗ ହୋଇଥିଲା। ଯୁଯୁମୁରା ସରପଞ୍ଚ ବାସନ୍ତି ପ୍ରଧାନ ଓ ସମିତି ସଭ୍ୟ ଜୟନ୍ତ ପ୍ରଧାନ ବିଡିଓଙ୍କୁ ଏ ନେଇ...

ମିନି ଷ୍ଟାଡିୟମ ନିର୍ମାଣ କାମରେ ଅନିୟମିତତା

ସମ୍ବଲପୁର,୮ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ପକ୍ଷରୁ ତହସିଲ ଅଫିସ ପଛପଟେ ମିନି ଷ୍ଟାଡିୟମ ନିର୍ମାଣ କାମ ଚାଲିଛି। ହେଲେ ଏଥିରେ ବ୍ୟାପକ ଅନମିୟତା ହୋଇଥିବା ନେଇ ଯୁଯୁମୁରା ସରପଞ୍ଚ ବାସନ୍ତି ପ୍ରଧାନ ଓ ସମିତି ସଭ୍ୟ ଜୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri