ହୀରାକୁଦ ଜଳଭଣ୍ଡାରରେ ପକ୍ଷୀଗଣନା
ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ଅନୁକୂଳ ପାଗ ଯୋଗୁ ବିଶେଷଜ୍ଞ ଟିମ୍କୁ ପକ୍ଷୀଗଣନା କରିବା ସହଜ ହୋଇଥିଲା। ଜାନୁୟାରୀ ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ। ବିଗତବର୍ଷ ଅପେକ୍ଷା ଚଳିତବର୍ଷ…
ଶିକାରୀଙ୍କ ବିଦ୍ୟୁତ୍ ଫାଶରେ ହାତୀ ମୃତ
ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ହାତିବାରି-ବନ୍ଦେର ସଂରକ୍ଷିତ ଜଙ୍ଗଲରୁ ରବିବାର ସକାଳେ ଏକ ଦନ୍ତା ହାତୀର ମୃତହେଦ ଠାବ ହୋଇଥିଲା। ବନ ବିଭାଗ ହାତୀର ମୃତଦେହ ଜବତ କରିଥିଲା। ଖବରପାଇ ଘଟଣାସ୍ଥଳରେ ଭୁବନେଶ୍ୱରରୁ ଏସ୍ଟିଏଫ ଟିମ୍ ସହ ସମ୍ବଲପୁର ଆରସିିସିଏଫ…
ହୀରାକୁଦରେ ପକ୍ଷୀଗଣନା ଶେଷ
ସମ୍ବଲପୁର,୮ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ । ବିଗତ ବର୍ଷ ଅପେକ୍ଷା ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରକୁ ଅଧିକ ପକ୍ଷୀ ଆସିଥିବା ଆଶା କରାଯାଉଛି। ସମ୍ବଲପୁର…
ବାପାଙ୍କୁ ହତ୍ୟା ଅଭିଯୋଗ: ପୁଅ ଅଟକ
ସମ୍ବଲପୁର,୭ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ବାସୁପାଲି ଗ୍ରାମରେ ଶୁକ୍ରବାର ପୁଷ୍ପପୁନି ଦିନରେ ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁଅଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ…
ରୟତି ଜମି ଦଖଲ କରି ପଥର ଖନନ
ସମ୍ବଲପୁର,୬ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ତହସିଲ ଅଞ୍ଚଳରେ ଏକ କମ୍ପାନୀ ଜଣେ ବ୍ୟକ୍ତିଙ୍କ ରୟତି ଜମି ଦଖଲ କରି ପଥର ଖନନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ତହସିଲ ଅନ୍ତର୍ଗତ ଜାମଟାଲ ଗ୍ରାମର ଚାଷୀ ବୃନ୍ଦାବନ ବଗର୍ତ୍ତିଙ୍କ ଅଭିଯୋଗକ୍ରମେ, ହାରିବାରି ମୌଜା…
କୋର୍ଟ କାର୍ଯ୍ୟରେ ଯୋଗଦେଲେ ଓକିଲ
ସମ୍ବଲପୁର,୪ା୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରଠାରୁ କୋର୍ଟ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଥିଲା। ଦୀର୍ଘ ୨୨ଦିନ ପରେ ଜିଲା…
କାମାକ୍ଷା ଦେବୀଙ୍କ ସ୍ବତନ୍ତ୍ର ଶୃଙ୍ଗାର: ନବବର୍ଷରେ ବିଶ୍ୱଶାନ୍ତି ପାଇଁ ଜଳିଲା ମହାଦୀପ
ସମ୍ବଲପୁର,୧ା୧(ବ୍ୟୁରୋ): ଇଂରାଜୀ ନବବର୍ଷ ଉପଲକ୍ଷେ ସମ୍ବଲପୁର ଜିଲା ଭାଲୁପାଲି ଛକ ନିକଟସ୍ଥ ମା’ କାମାକ୍ଷା ଦେବୀଙ୍କ ମନ୍ଦିରରେ ରବିବାର ଦେବୀଙ୍କୁ ସ୍ବତନ୍ତ୍ର ଶୃଙ୍ଗାର କରାଯାଇଥିଲା। ଏଥିସହ ବିଶ୍ୱକଲ୍ୟାଣ ପାଇଁ ୧ ଲକ୍ଷ ତେଇଶ ହଜାର ମହାଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ଏହି ବିଶେଷ…
ଟ୍ରକ୍ ପଛରେ ପିଟିହେଲା ପିସିଆର ଭ୍ୟାନ୍
ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍ ପଛରେ ପିସିଆର୍ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି ପିସିଆର…
ଶୋଭାଯାତ୍ରାରେ ଦମ୍ପତିଙ୍କ ଶେଷଯାତ୍ରା
ସମ୍ବଲପୁର,୩୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଡଙ୍ଗାପାଲ ଗ୍ରାମର ବୃଦ୍ଧ ଦମ୍ପତି କାର୍ତ୍ତିକ ପ୍ରଧାନ ଓ ଅନସୂୟାଙ୍କ ଶୋଭାଯାତ୍ରା ସହ ଜୀବନର ଶେଷଯାତ୍ରା ସମ୍ପନ୍ନ ହୋଇଛି। ଗାଁ ମଶାଣିରେ ଗୋଟିଏ ଜୁଇରେ ଜଳିଛି ଉଭୟଙ୍କ ମୃତଶରୀର। ଦୁଲଦୁଲି ବାଜା, ଘଣ୍ଟ, ଶଙ୍ଖ ନାଦ…
ଆସୁନି ଟୋକନ, ଅଭାବୀ ବିକ୍ରିକୁ ପ୍ରୋତ୍ସାହନ
ସମ୍ବଲପୁର,୩୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲାର ସଦର, କୁଚିଣ୍ଡା ଓ ରେଢ଼ାଖୋଲ ଉପଖଣ୍ଡରେ ଧାନ ସଂଗ୍ରହ ଜାରି ରହିଛି। ମଣ୍ଡି ଖୋଲା ରହିଥିବାବେଳେ ଚାଷୀଙ୍କ ପାଖରେ ଅମଳ ଧାନ ମହଜୁଦ ରହିଛି। ହେଲେ ଧାନ ବିକ୍ରି ପାଇଁ ଟୋକନ ଆସି ନ ଥିବାରୁ ଅବିକ୍ରି…
୫ମିନିଟ୍ ବ୍ୟବଧାନରେ ଜୀବନ ହାରିଲେ ଦମ୍ପତି
ସମ୍ବଲପୁର,୩୦ା୧୨(ବ୍ୟୁରୋ):ଅଗ୍ନିକୁ ସାକ୍ଷୀ ରଖି ସାତଜନମକୁ ସାଥି ହୋଇଥିଲେ। ଗୋଟିଏ ଜନମ ବେଶ୍ ହସଖୁସିରେ ଜୀବନ ଅତିବାହିତ କଲେ। ମୃତ୍ୟୁ ସମୟରେ ବି ପରସ୍ପରଠାରୁ ଅଲଗା ହେଲେ ନାହିଁ। ମାତ୍ର ୫ମିନିଟ୍ ବ୍ୟବଧାନରେ ଆରପାରିକୁ ଚାଲିଯାଇଛନ୍ତି ଏକ ଦମ୍ପତି। ଏଭଳି ଏକ ହୃଦୟ…
ପରିସ୍ଥିତି ସ୍ବାଭାବିକ କର: ସୁରେଶ ପୂଜାରୀ
ସମ୍ବଲପୁର,୨୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ହୋଇଥିବା ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ। ଓକିଲମାନେ ଜେଲ ଭିତରେ ଥିବାରୁ କୋର୍ଟ କାର୍ଯ୍ୟ ଠପ୍ ହୋଇଯାଇଛି। ଶୀଘ୍ର ଗିରଫ ଓକିଲମାନଙ୍କ…
Archives


