ସମ୍ବଲପୁର

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଜି ସମ୍ବଲପୁର ମୁଖ୍ୟ ଜିଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ (CDM&PHO)…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ରାଧାକୃଷ୍ଣପଡ଼ାର…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ ଛକ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୬ଟା ୪୦ ମିନିଟ ସମୟରେ ଏକ…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ କୋର୍ଟ ପରିସର ଓ ଏହାର ଆଖପାଖ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଖବର ପ୍ରଚାରିତ…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ ପରେ ସମ୍ପ୍ରତି ଓଲଟା ଚିତ୍ର ଦେଖିବାକୁ ମିଳୁଛି। ଭାଜପା ରାଜ୍ୟରେ ପୁଣି ମଦ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ ଜଳଭଣ୍ଡାରର ୪ଟି…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ବିଶେଷ କରି…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା ଯୋଜନା ଆଣିବ ବଡ଼ ପରିବର୍ତ୍ତନ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଉଦ୍ଧାର କରିଛି ସମ୍ବଲପୁର ଅଗ୍ନଶମ ବାହିନୀ। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଅଇଁଠାପାଲି…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତ ମୌସୁମୀ ଋତୁର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡ଼ାଯିବ ବୋଲି…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ ସହରର ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ସ୍ଥିତିର ସମୀକ୍ଷା ପାଇଁ ସମ୍ବଲପୁର…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜାମନକିରା ଥାନା ଅନ୍ତର୍ଗତ କୁମକାପାଲର ଚନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?