ସମ୍ବଲପୁର

ମାର୍କେଟରେ ଜମୁଛି ଲିଚୁ ପସରା

କୁଚିଣ୍ଡା,୨୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବଡବାହାଲ ଅଞ୍ଚଳ ଲିଚୁ ପାଇଁ ପ୍ରସିଦ୍ଧି ଲାଭ କରିଛି। କୁଚିଣ୍ଡା ମାର୍କେଟରେ ଏବେ ଲିଚୁ ପସରା ଜମୁଛି। ସପ୍ତାହେ ହେବ ବଡବାହାଲ ଲିଚୁ ବିକ୍ରି ପାଇଁ ବଜାରକୁ ଆସୁଥିବା ଦେଖିବାକୁ ମିଳୁଛି। ଲିଚୁ ପାଇଁ…

ଶିଶୁଯତ୍ନ କେନ୍ଦ୍ରରେ ବିବାହ ବନ୍ଧନରେ ପୂଜା-ପ୍ରମୋଦ

ସମ୍ବଲପୁର,୨୮ା୪(ବ୍ୟୁରୋ): ସମ୍ବଲପୁର ସହରର ଧନକଉଡାସ୍ଥିତ ଶିଶୁଯତ୍ନ କେନ୍ଦ୍ରରେ ଗୁରୁବାର ଏକ ଭିନ୍ନ ବାତାବରଣ ଦେଖିବାକୁ ମିଳିଥିଲା। ଏଠାକାର ଅନ୍ତେବାସୀ, ପରିଚାଳନା କମିଟି ସଦସ୍ୟ ଓ ଅଧିକାରୀ ଯେତିକି ଖୁସି ଥିଲେ, ସେତିକି ଭାବପ୍ରବଣ ହୋଇପଡ଼ୁଥିବା ବାରିହୋଇ ପଡୁଥିଲା। କାରଣ ପ୍ରାୟ ୨୦ବର୍ଷରୁ…

ମୁହିଁଚାଷୀ ମୁହଁରେ ହସ ଫୁଟାଇଛି ରିୱାର୍ଡ ଯୋଜନା

କୁଚିଣ୍ଡା,୨୭ା୪(ଡି.ଏନ.ଏ.): ବୈଜ୍ଞାନିକ ପଦ୍ଧତିରେ ଚାଷୀଙ୍କ ଆୟକୁ ଦ୍ୱିଗୁଣିତ କରିବାକୁ ସରକାର ରିୱାର୍ଡ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେହିପରି ଚାଷୀ ନିଜ ଇଚ୍ଛାରେ ଚାଷ କରି ଯେଭଳି ଉପକୃତ ହେବ ସେଥିପାଇଁ ପିଏମ୍‌କେଏସ୍‌ୱାଇ (ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା) କାର୍ଯ୍ୟକାରୀ କରୁଛନ୍ତି। ଏହି…

ଆହତଙ୍କୁ ଭେଟିଲେ ଜାତୀୟ ଏସ୍‌ଟି କମିଶନ ସଦସ୍ୟ

ସମ୍ବଲପୁର,୨୬।୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ହୋଇଥିବା ଦଙ୍ଗା ଘଟଣାରେ ଯୁଯୁମୁରା ଥାନା ଭବାନୀପାଲି ଗ୍ରାମର ଆହତ ବିଶ୍ୱନାଥ ଶିଖା ଓରଫ କାଳିଆଙ୍କୁ ମଙ୍ଗଳବାର ଜାତୀୟ ଏସ୍‌ଟି କମିଶନ ସଦସ୍ୟ ଅନନ୍ତ ନାଏକ ଓ ବିଭାଗର ୨ ବରିଷ୍ଠ ଅଧିକାରୀ…

ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ

ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍‌ ରିପୋର୍ଟରେ ମଧ୍ୟ ଏହା ଉଲ୍ଲେଖ ଥିବା ପୋଲିସ କହିଥିଲା। ସୋମବାର ଭିସେରା ରିପୋର୍ଟକୁ ନେଇ ପୋଲିସ…

ବାବା ଶଗଡେଶ୍ୱରଙ୍କ ପୀଠରେ ଗଣ୍ଠିଲି ଫିଟା ଓ ଥାଳଉଠା ନୀତି

ଜମନକିରା,୨୪ା୪(ଡି.ଏନ.ଏ.): ଶୀତଳଷଷ୍ଠୀ ପୂଜା ପାଇଁ ଜମନକିରା ବ୍ଲକ ଡିମିରିମୁଣ୍ଡା ପଞ୍ଚାୟତସ୍ଥିତ ବାବା ଶଗଡେଶ୍ୱର ପୀଠରେ ଗଣ୍ଠିଲି ଫିଟା ଓ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ବର୍ଷରେ ପିତାମାତା ହୋଇଥିବା ଅଜୟ ବେହେରା ଓ ସହଧର୍ମିଣୀ କାଦମ୍ବିନୀ…

ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠିଲା

ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ତଥା ଦେବଦମ୍ପତି (ଶିବପାର୍ବତୀ)ଙ୍କ ବିବାହ କାର୍ଯ୍ୟ ପାଇଁ ରବିବାର ବିଭିନ୍ନ ଶିବାଳୟରେ ଥାଳଉଠା ନୀତି ସମ୍ପନ୍ନ ହୋଇଛି। ମାତା ପାର୍ବତୀଙ୍କୁ କନ୍ୟାରୂପେ ପାଇବା ପରେ ଶୌଭାଗ୍ୟପ୍ରାପ୍ତି ହୋଇଥିବା ଦମ୍ପତି ଓ ପରିବାର ବର୍ଗ ବେଶ୍‌…

ବାର୍‌ହା ଆକ୍ରମଣରେ ୫ ଗୁରୁତର

ସମ୍ବଲପୁର,୨୪।୪(ବ୍ୟୁରୋ): ସମ୍ବଲପୁର ଜିଲା ଯୁଜୁମରା ଥାନା ଅଞ୍ଚଳରେ ସୋମବାର ବାର୍‌ହା ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କାୟାକୁଦା ପଞ୍ଚାୟତ ଆମିଲିପାଣି ଗ୍ରାମର ମା’ଶଖା ଧୁରିଆ(୩୫) ଏବଂ ତାଙ୍କର ଝିଅ ଲକ୍ଷ୍ମୀପ୍ରିୟା ଧୁରିଆ(୯) ଓ ମା’ ଶାନ୍ତି ମୁଣ୍ଡା(୩୬)…

ଶାନ୍ତି ଫେରୁଛି, ପୋଲିସ ଭୟ ଘାରୁଛି

ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଏପ୍ରିଲ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା, ଭଙ୍ଗାରୁଜା, ମାରଣାସ୍ତ୍ରରେ ଅକ୍ରମଣ ଭଳି ଘଟଣା ଘଟିଥିଲା। ସାନସିଂହାରି ଗ୍ରାମର କେତେଜଣ ଯୁବକ ଶୋଭାଯାତ୍ରାରେ ସାମିଲ ହୋଇ ଘରକୁ ଫେରୁଥିବା ସମୟରେ ରିଂରୋଡ୍‌ରେ ସଂଘବଦ୍ଧ…

ପର୍ଯ୍ୟଟନର ସହର ସମ୍ବଲପୁର

ଓଡ଼ିଶାର ସମ୍ବଲପୁର ଜିଲ୍ଲାରେ ତ ଅନେକ ଦର୍ଶନୀୟ ସ୍ଥାନ ରହିଛି, ହେଲେ ତନ୍ମଧ୍ୟରୁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ, ଚିପିଲିମାର ମା’ ଘଣ୍ଟେଶ୍ୱରୀ ଓ ହୀରାକୁଦ ଜଳଭଣ୍ଡାରର ରହିଛି କିଛି ଭିନ୍ନ ଆକର୍ଷଣ… ମା’ ସମଲେଶ୍ବରୀ ପୀଠଟି ସମ୍ବଲପୁର ସିଟି…

ଅଜଣା ରୋଗ ଉଜାଡୁଛି ଧାନ ଫସଲ

ସମ୍ବଲପୁର, ୨୩।୪: (ବ୍ୟୁରୋ) ସମ୍ବଲପୁର ଜିଲାର ହୀରାକୁଦ ଜଳଭଣ୍ଡାର ସେଚାଞ୍ଚଳରେ ଚାଷ ହୋଇଥିବା ରବି ଧାନ ଫସଲରେ ଚଳିତବର୍ଷ ଅଜଣା ରୋଗପୋକ ଉପଦ୍ରବ ଦେଖାଦେଇଛି ା ଧାନ ଗଛରୁ ବାହାରୁଥିବା କେଣ୍ଡା ଧୀରେ ଧୀରେ ଲାଲ ପଡି ଯାଉଥିବା ବେଳେ ଧାନ…

ସମ୍ବଲପୁରରେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧି ବୃଦ୍ଧି

ସମ୍ବଲପୁର ୨୨।୪(ବ୍ୟୁରୋ): ସମ୍ବଲପୁରରେ ଧିରେ ଧିରେ ସ୍ଥିତିରେ ସୁଧାର ଆସୁଛି। ତେବେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧିକୁ ପୁଣି ବୃଦ୍ଧି କରାଯାଇଛି । ଇଣ୍ଟରନେଟ ସେବା କଟକଣା ପୁଣି ୮ ଘଣ୍ଟା ବଢଛି । ୨୨ ତାରିଖ ସା ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?