ସମ୍ବଲପୁର

ଇଟାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ଜମନକିରା,୮।୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ନୂଆଁଡିହି ଗ୍ରାମରେ ଏକ ଅଘଟଣ ଘଟିଛି। ସ୍ବାମୀ ଏକ ଇଟାରେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଛନ୍ତି। ଏହି ଘଟଣାରେ ଜମନକିରା ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି ସୋମବାର କୋର୍ଟ…

ଥାନାରେ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କୁଚିଣ୍ଡା,୮ା୫(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ମନ୍ତ୍ରୀମୁଣ୍ଡା ପ୍ରାଥମିକ ସ୍କୁଲ ଶିକ୍ଷକ ପୃଥ୍ବୀରାଜ ମହାନନ୍ଦ(୪୩) ଓରଫ ମଣ୍ଟୁଙ୍କ ଗଳାକାଟି ହତ୍ୟା କରାଯିବା ଘଟଣାର ଇତିମଧ୍ୟରେ ୩୬ ଘଣ୍ଟା ବିତିଲାଣି। ହେଲେ ଶିକ୍ଷକଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ଏଭଳି ହତ୍ୟା କରାଗଲା…

ଚାପମୁକ୍ତ ଜୀବନ ଉପରେ ଗୁରୁତ୍ୱ

ସମ୍ବଲପୁର,୮ା୫(ବ୍ୟୁରୋ): ସମ୍ବଲପୁର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାପମୁକ୍ତ ଜୀବନ ଓ ଦିବ୍ୟ ନେତୃତ୍ୱ ଶୀର୍ଷକ ଆଧ୍ୟତ୍ମିକ କାର୍ଯ୍ୟକ୍ରମ ହୀରାକୁଦ ହିଣ୍ଡାଲକୋ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର କେନ୍ଦ୍ରର ନିର୍ଦ୍ଦେଶିକା ରାଜଯୋଗିନୀ ପାର୍ବତୀ, ବ୍ରହ୍ମକୁମାରୀ ବିଧାତ୍ରୀ ଯୋଗଦେଇ ବକ୍ତବ୍ୟ ପ୍ରଦାନ…

ଶିକ୍ଷକଙ୍କ ଗଳାକାଟି ହତ୍ୟା, ବାପାଙ୍କୁ ହାଣିଲେ ପୁଅ

କୁଚିଣ୍ଡା,୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଶନିବାର ପୃଥକ୍‌ ହତ୍ୟା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗୋଟିଏ ଘଟଣାରେ ଜଣେ ଶିକ୍ଷକଙ୍କ ଗଳାକାଟି ହତ୍ୟା କରାଯାଇଥିବାବେଳେ ଅନ୍ୟ ଏକ ଘଟଣାରେ ବିବାହ ପାଇଁ ଜିଦ୍‌ ଧରି ପୁଅ କୋଡି ସାହାଯ୍ୟରେ…

ପଞ୍ଚାୟତବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ସମ୍ବଲପୁର/କୋଲାବିରା,୬ା୫(ବ୍ୟୁରୋ/ଡି.ଏନ.ଏ.): ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବା ପ୍ରତିବାଦରେ ଶୁକ୍ରବାର ଝାରସୁଗୁଡା ଜିଲା କୋଲାବିରା ବ୍ଲକ ସମାସିଂହା ପଞ୍ଚାୟତବାସୀ ବୈଠକ କରି ଉପନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ ପ୍ରଚାର କରୁଥିବା ଦୁଇ…

ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଗ୍ରହଣ କଲା ଲୋକ ସଭା

ସମ୍ବଲପୁର,୬।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ହିଂସା ଘଟିଥିଲା। ଆହତ ଓ ମୃତକଙ୍କ ପରିବାରକୁ ଭେଟିବାକୁ ଆସୁଥିବା ସମୟରେ ଭାଜପା ସଂସଦୀୟ ଟିମ୍‌କୁ ସମ୍ବଲପୁର ସୀମାକୁ ପୂରାଇ ଦିଆ ଯାଇ ନ ଥିଲା। ଏହାକୁ ନେଇ ବରଗଡ ଏମ୍‌ପି ସୁରେଶ ପୂଜାରୀ,…

ସମ୍ବଲପୁରରେ ଗଡ଼ିବ ମୋ ବସ୍‌

ସମ୍ବଲପୁର,୫ା୫(ବ୍ୟୁରୋ): ସମ୍ବଲପୁରରେ ଖୁବ୍‌ଶୀଘ୍ର ମୋ ବସ୍‌ ସେବା ଆରମ୍ଭ ହେବ। ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଏହା ଲୋକାର୍ପଣ ହୋଇପାରେ ବୋଲି ଆଲୋଚନା ହେଉଛି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ମହାନଗର ନିଗମ ଅନ୍ତର୍ଗତ କାଇଁଶିିର ରାସ୍ତାରେ ବସ୍‌ଷ୍ଟାଣ୍ଡ…

ବିପଜ୍ଜନକ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

କୁଚିଣ୍ଡା,୪ା୫(ଡି.ଏନ.ଏ.): କୁଚିଣ୍ଡା ଏନ୍‌ଏସି ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଫାଟ ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଏଣୁ ଏଠାରେ ପାଠ ପଢୁଥିବା ଶିଶୁମାନଙ୍କ ସୁରକ୍ଷା ନେଇ ଅଭିଭାବକମାନେ ଚିନ୍ତା ବ୍ୟକ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କୁଚିଣ୍ଡା ୱାର୍ଡ ନଂ.୬…

ସ୍ବାଭାବିକ ହୋଇନାହିଁ ବ୍ୟବସାୟ

ସମ୍ବଲପୁର,୪ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥର ମାଡ଼, ପୋଡ଼ାଜଳା, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟିଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଇଥିଲା। ନେଟ୍‌ ସେବା ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ…

ସମ୍ବଲପୁରରେ ହିଂସା ହେଲେ ଭାଜପା ଦାୟୀ ରହିବ: ବିଜେଡି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ଦୁର୍ଭାଗ୍ୟଜନକ। ଏହା ସମସ୍ତଙ୍କୁ ବ୍ୟଥିତ କରିଥିଲା। ପୋଲିସ ଓ ଜିଲା ପ୍ରଶାସନ ସହିତ ଜନସାଧାରଣଙ୍କ ସହଯୋଗରେ ସହରରେ ଶାନ୍ତି ଫେରିଆସିଛି। ଏହି ଘଟଣାରେ ପୋଲିସ ଅନେକଙ୍କୁ ଗିରଫ କରି…

ବିଜେଡିର ତୁଷ୍ଟୀକରଣ ନୀତି: ଭାଜପା ସଂସଦୀୟ କମିଟି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୋଭାଯାତ୍ରା ସମୟରେ ପଥରମାଡ଼, ଆକ୍ରମଣ ସହ ଜେହାଦୀ ନାରା ଦିଆଯାଇଥିଲା, ଯାହାର ଭିଡିଓ ଭାଇରାଲ ହୋଇଥିଲା। ରାଜ୍ୟ ସରକାରଙ୍କ ତୁଷ୍ଟୀକରଣ ନୀତି…

ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲାପାଳ

ଭୁବନେଶ୍ୱର,୨।୫(ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା। ଆସାମ ଗୁଆହାଟୀର ଏକ ବିଳାସମୟ ହୋଟେଲରେ ଉଭୟଙ୍କର ହାତଗଣ୍ଠି ପଡିଛି। ତେବେ ବିବାହ ପୂର୍ବରୁ ଉଭୟଙ୍କର ଏକ ଡ୍ୟାନ୍ସ ଭିଡିଓ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?