ସମ୍ବଲପୁର

ନେତାଙ୍କ ଟଙ୍କା, ମୁହଁ ଖୋଲିବାକୁ ଭୟ

ସମ୍ବଲପୁର,୧୦ା୪(ବ୍ୟୁରୋ): ଦେବଗଡ ଜିଲାରେ ଘଟିଥିବା ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ସମ୍ବଲପୁର ଜିଲା ରେଙ୍ଗାଲି ଥାନା ପଣ୍ଡଲୋଇ ଗ୍ରାମରେ ପୋଲିସ ଟିମ୍‌ ଗତ ୬ ତାରିଖ ରାତିରେ ଚଢାଉ କରିଥିଲା। ଏହି ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ଉଠାଇ ନେଇଥିଲା।…

ଗାଡ଼ି ଧକ୍କାରେ ଜଣଙ୍କର ଜୀବନ ଗଲା

ରେଢ଼ାଖୋଲ,୯ା୪(ଡି.ଏନ୍‌.ଏ.): ରେଢ଼ାଖୋଲ ବୌଦ୍ଧ ରାସ୍ତାର କଦଳୀଗଡ଼ ଠାରେ ରବିବାର ଏକ ଟାଟା ଏସି ଅଟୋ ଧକ୍କାରେ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଜଣଙ୍କ ହେଲେ କଦଳୀଗଡ଼ର ହାଡୁ ନାଏକ (୪୧)। ସୂଚନାନୁଯାୟୀ, ଆଜି ଭୋର୍‌ରୁ ହାଡୁ ମହୁଲ ସଂଗ୍ରହ ପାଇଁ ରାସ୍ତାରେ…

ନକଲି ସାର୍ଟିଫିକେଟରେ ୬ ଆବେଦନକାରୀ, ବଲାଙ୍ଗୀର ଲିଙ୍କ୍‌ ସନ୍ଦେହ

ସମ୍ବଲପୁର,୮ା୪(ବ୍ୟୁରୋ): ସମ୍ବଲପୁର ଜିଲାରେ ନକଲି ସାର୍ଟିଫିକେଟ ଦେଇ ପୋଷ୍ଟାଲ ବିଭାଗରେ ଚାକିରି କରିବା ପାଇଁ ଆବେଦନ କରି ୬ଜଣ ଧରାପଡ଼ିଛନ୍ତି। ସେମାନଙ୍କ ନାମରେ ଟାଉନ ଥାନାରେ ମାମଲା ରୁଜୁ ହୋଇଛି। ସେମାନେ ହେଲେ ଭଦ୍ରକ ଜିଲା ଭଣ୍ଡାରୀପୋଖରୀର ସୋନାଲି ସ୍ବାଇଁ, ଜଗତସିଂହପୁର…

ଝାରସୁଗୁଡ଼ା ଉପନିର୍ବାଚନ: ତାଲିକାରେ ସୁଶାନ୍ତଙ୍କ ନାଁ ନାହିଁ

ସମ୍ବଲପୁର,୮ା୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି। ଦଳୀୟ ରଣନୀତିକୁ ଆଧାରକରି ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ନିର୍ବାଚନମଣ୍ଡଳୀର ୪ ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ବିଜେଡି ବରିଷ୍ଠ ନେତା ଓ…

୨୦୨୨-୨୩ରେ ଆସିଛନ୍ତି ସର୍ବାଧିକ ପର୍ଯ୍ୟଟକ

ସମ୍ବଲପୁର,୮ା୪ (ବ୍ୟୁରୋ): ଦେଶର ଅନ୍ୟ ଅଭୟାରଣ୍ୟ ତୁଳନାରେ ସମ୍ବଲପୁରର ଡେବ୍ରିଗଡ ଅଭୟାରଣ୍ୟକୁ ୨୦୨୨-୨୩ ବର୍ଷରେ ସର୍ବାଧିକ ପର୍ଯ୍ୟଟକ ଆସିଛନ୍ତି। ଏହି ବର୍ଷରେ ଏଠାରେ ଥିବା ଇକୋ ଟୁରିଜମରୁ ୨ କୋଟି ୫୦ ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇଥିବା ବେଳେ ପ୍ରାୟ…

ବ୍ୟାରେଜ ନିର୍ମାଣ: ବେଆଇନ କାମ ନେଇ ଅସନ୍ତୋଷ

କୁଚିଣ୍ଡା,୭ା୪(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଗୋଛରା ପଞ୍ଚାୟତ ଜନକଡ଼ିହିଠାରେ ଭେଡେନ ନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କାମ ଚାଲୁରହିଛି। ହେଲେ ଠିକା ସଂସ୍ଥାର ବେଆଇନ କାମ ନେଇ ଜନ ଅସନ୍ତୋଷ ବଢିବାରେ ଲାଗିଛି। ଏ ନେଇ ଗୋଛରା ଗ୍ରାମବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ,…

ଦୁର୍ନୀତି ପାଇଁ ଶିକ୍ଷକଙ୍କ ଜମାଖାତାରେ ଟଙ୍କା

ସମ୍ବଲପୁର,୭ା୪(ବ୍ୟୁରୋ): ସ୍କୁଲ ପିଲାଙ୍କ ପାଇଁ ବ୍ୟାଗ କିଣା ଟଙ୍କାକୁ ହରିଲୁଟ କରିବାକୁ ଯୋଜନା କରାଯାଉଛି। ଧନକଉଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିବା ପରେ ଏହି ଘଟଣା ପଦାକୁ ଆସିଛି। କେବଳ ଧନକଉଡା ନୁହେଁ ଜିଲାର ଅଧିକାଂଶ ବ୍ଲକରେ ଏଭଳି…

ବ୍ୟବହାରିକ ଜ୍ଞାନ ସଂଗ୍ରହ, ରାଗିଂମୁକ୍ତ କ୍ୟାମ୍ପସ୍‌ କର

ସମ୍ବଲପୁର,୫ା୪(ବ୍ୟୁରୋ): ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଇଂ. ରୋହିତ ପୂଜାରୀ ଛାତ୍ରୀଛାତ୍ରଙ୍କ ସହ କ୍ଲାସରୁମରେ ଆଲୋଚନା କରିଥିଲେ। କଲେଜରେ ଥିବା ସମସ୍ୟା, ହଷ୍ଟେଲ ପାଇଁ କରାଯାଇଥିବା କଡା ନିୟମ ଗୁଡିକ ସମ୍ପର୍କରେ ଛାତ୍ରମାନେ…

ତହସିଲଦାରଙ୍କୁ ଦୁର୍ବ୍ୟବହାର: ଜେଲ ଗଲେ ଭାଜପା ନେତା

ସମ୍ବଲପୁର,୫।୪(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ସମଲେଇ ଯୋଜନାରେ ଉଚ୍ଛେଦ ସମୟରେ ସଦର ତହସିଲଦାର ଲକ୍ଷ୍ମଣ ଅମାତଙ୍କୁ ଦୁର୍ବ୍ୟବହାର ମାମଲାରେ ପୋଲିସ ଭାଜପା ନେତା ମୋହନ ଦାସଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି। ସକାଳୁ ରାମଜୀ ମନ୍ଦିର…

ବର୍ଜ୍ୟବସ୍ତୁରୁ ଆୟ କରୁଛି ଏସ୍‌ଏମସି

ସମ୍ବଲପୁର,୩ା୪(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ମାଇକ୍ରୋ କମ୍ପୋଷ୍ଟ ପ୍ଳାଣ୍ଟ ଆରମ୍ଭ କରାଯାଇଥିଲା। ପ୍ରାୟ ୩ ବର୍ଷରେ ଏସ୍‌ଏମସି ଅଧୀନ ବିଭିନ୍ନ ଅଞ୍ଚଳରେ ମୋଟ ୯ ଗୋଟି ପ୍ଳାଣ୍ଟ କାର୍ଯ୍ୟକ୍ଷମ ରହିଛି। ଏଭଳି ପରିସ୍ଥିତିରେ ଠେମରା ଓ…

ଦୀପାଳିଙ୍କ ଖଣ୍ଡାବୁଲା ଭିଡିଓ ଭାଇରାଲ

ସମ୍ବଲପୁର, ୧।୪ (ବ୍ୟୁରୋ): ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି। ଶୁକ୍ରବାର ଏହା ଘୋଷଣା ହେବା ପରେ ଦୀପାଳି ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…

ନବାଗତଙ୍କୁ ଦାୟିିତ୍ୱ ନେଇ ଚର୍ଚ୍ଚା

ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲା ପର୍ଯ୍ୟବେକ୍ଷକ ଭାବେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ନିଯୁକ୍ତି ପାଇବା ପରେ ଜିଲା ବିଜେଡି ଶିବିର ଚଳଚଞ୍ଚଳ ହୋଇପଡିଛି। ଏପ୍ରିଲ ୭ରେ ବବି ସମ୍ବଲପୁର ଗସ୍ତରେ ଆସିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?