ସମ୍ବଲପୁର

ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା, ୪ ଆହତ

ସମ୍ବଲପୁର ଅଫିସ,୩୧ା୩: ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାର ବଡ଼ଧରା ଗାଁରୁ ଏକ ବରଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରୁଥିଲେ। ତେବେ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା ଘଟି ୭…

ମାନ୍ଦାବସ୍ଥାରେ ନିଯୁକ୍ତିରେ ଆଇଆଇଏମ୍‌କୁ ସଫଳତା

ସମ୍ବଲପୁର,୨୯।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା ଚାଲିଥିବା ବେଳେ ସମ୍ବଲପୁର ଆଇଆଇଏମ୍‌କୁ ଚଳିତ ଶିକ୍ଷାବର୍ଷରେ ସଫଳତା ମିଳିଛି। ଛାତ୍ରୀଛାତ୍ରଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ କମ୍ପାନୀରେ ଶତପ୍ରତିଶତ ନିଯୁକ୍ତି ମିଳିଛି। ଦୁଇ ଛାତ୍ରୀ ଆଭା ମାଲହୋତ୍ରାଙ୍କୁ ବାର୍ଷିକ ସର୍ବାଧିକ ୬୪ ଲକ୍ଷ ୧୬ ହଜାର…

ଗାଡ଼ି ଚଲାଉଥିଲେ ପୁଅ: ତଣ୍ଡ ଗଣିଲେ ବାପା

ସମ୍ବଲପୁର,୨୮। ୩(ବ୍ୟୁରୋ): ରାଜ୍ୟ ସରକାର ବେଆଇନ ନାବାଳକ ବାଇକ ଚଳାଇବା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଏ ନେଇ ସମ୍ବଲପୁର ଜିଲା ହୀରାକୁଦ ଥାନା ହୀରାକୁଦ-ରେମେଡ ରାସ୍ତା ଓ ଧନୁପାଲି ଥାନା ସରଲାକାନିରେ ପୋଲିସ ଓ ପରିବହନ ବିଭାଗ…

ବଡରମା ଘାଟିରେ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ଜମନକିରା,୨୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡରମା ଘାଟି ଉପରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏକ ଟ୍ରେଲର-ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଏବେ ସୁଦ୍ଧା…

ସୁଧୁରିବ ଦୁର୍ବଳ ସଂଗଠନ

ସମ୍ବଲପୁର,୨୮ା୩ (ବ୍ୟୁରୋ): ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ସମେତ ଅନ୍ୟ ୩ ଜିଲାରେ ଯାଜପୁର ବିଧାୟକ ତଥା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରିଛନ୍ତି। ପ୍ରଣବଙ୍କ ନିଯୁକ୍ତି ପରେ ସମ୍ବଲପୁର ଜିଲାରେ…

ବିନା କାମରେ ଟଙ୍କା ଉଠୁଛି

ସମ୍ବଲପୁର,୨୪ା୩(ବ୍ୟୁରୋ): ରୋଜଗାର ସୃଷ୍ଟି କରି ଦାଦନ ଶ୍ରମିକ ଚାଲାଣ ରୋକିବା ପାଇଁ ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିମ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ଏହି ଯୋଜନାରେ ଶ୍ରମିକ, ଗରିବ ଶ୍ରେଣୀର ଲୋକମାନେ ଲାଭ ପାଉନାହାନ୍ତି। ସରକାରୀ…

କେନ୍ଦୁପତ୍ର ଚୋରା ଚାଲାଣ: ବନ୍ଧା ହେଲେ ୪ ଅଭିଯୁକ୍ତ

ନାକଟିଦେଉଳ,୨୩ା୩(ଡ଼ି.ଏନ.ଏ.): ନାକଟିଦେଉଳ ଥାନା ବାଟଗାଁ-ଛତାବର ରାସ୍ତା କୁଞ୍ଜାମୁରା ଶିବ ମନ୍ଦିର ନିକଟରୁ ଚୋରା କେନ୍ଦୁପତ୍ର ଜବତ ମାମଲାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର ରେଢାଖୋଲ କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦେବଗଡ଼ ଜିଲା ରିଆମାଳ ଥାନା…

ଶିିକ୍ଷୟିତ୍ରୀଙ୍କୁ ବିଇଓଙ୍କ ଅଶ୍ଳୀଳ ଗାଳି

ସମ୍ବଲପୁର,୨୨ା୩(ବ୍ୟୁରୋ): ଶିକ୍ଷକଙ୍କୁ ସମାଜରେ ସ୍ବତନ୍ତ୍ର ସ୍ଥାନ ଦିଆଯାଏ। ଏପରି କି ମାର୍ଗଦର୍ଶକ, ଆଦର୍ଶ ଭଳି ଗ୍ରହଣ କରାଯାଇଥାଏ। ହେଲେ ସମ୍ବଲପୁର ଜିଲାରେ ଖୋଦ୍‌ ଶିକ୍ଷା ବିଭାଗର ଜଣେ ଅଧିକାରୀ ଶିକ୍ଷୟିତ୍ରୀଙ୍କୁ ଅଶ୍ଳୀଳ ଭାବେ ଗାଳି କରିଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ…

ସମାଧାନ ହୋଇପାରିଲାନି ମହାନଦୀ ଜଳ ବିବାଦ

ସମ୍ବଲପୁର,୨୧ା୩(ବ୍ୟୁରୋ): ଗଠନ ହୋଇଥିବା ମହାନଦୀ ଟ୍ରିବ୍ୟୁନାଲ ସମୟ ଅବଧି ଚଳିତ ମାର୍ଚ୍ଚ ୧୧ ତାରିଖରେ ଶେଷ ହୋଇଯାଇଛି। ପ୍ରଥମେ ୩ ବର୍ଷ ଓ ପରେ ବୃଦ୍ଧି ହୋଇଥିବା ଆଉ ୨ବର୍ଷ ସମୟ ଭିତରେ ମଧ୍ୟ ମହାନଦୀ ଜଳ ବିବାଦର ସମାଧାନ ହୋଇପାରି…

ନିଶା ବ୍ୟବସାୟୀଙ୍କ ୧୬ ଘର ଭାଙ୍ଗିଲା ପୋଲିସ

ସମ୍ବଲପୁର,୨୧ା୩(ବ୍ୟୁରୋ): ବେଆଇନ ଭାବେ ନିଶା ବ୍ୟବସାୟ ସହ ବିଭିନ୍ନ ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ଥିବା ସମ୍ବଲପୁର ଟାଉନ ଥାନା ସାହୁ କଲୋନୀ ଝୁପୁଡିପଡ଼ାରେ ସୋମବାର ପୋଲିସ ବୁଲ୍‌ଡୋଜର ଚଳାଇଛି। ମହାନଗର ନିଗମ ଏନ୍‌ଫୋର୍ସମେଣ୍ଟ ଦଳ ସହିତ ପୋଲିସ ୧୬ ଘର ଭାଙ୍ଗି…

ବିରୋଧ ସତ୍ତ୍ବେ ଏନଓସି ମିଳିଲା, ବିନା ଅନୁମତିରେ କଟିଲା ଗଛ

ସମ୍ବଲପୁର,୨୦ା୩(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ତହସିଲ କୁକୁଡାପାଲି ପଞ୍ଚାୟତ ଅଧୀନ କୁକୁଡାପାଲି ମୌଜାରେ ଏକ ଇଥାନଲ କମ୍ପାନୀ ହେବାକୁ ଯାଉଛି। ଏହାକୁ ନେଇ ବିରୋଧ ହେବା ଓ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ପରେ ମଧ୍ୟ କମ୍ପାନୀ କାମ ଆରମ୍ଭ କରିଛି। ପୂର୍ବରୁ…

କାରଣ ଅସ୍ପଷ୍ଟ, ସରକାର ନୀରବ

ସମ୍ବଲପୁର,୨୦।୩(ବ୍ୟୁରୋ):ଗତ ଜାନୁୟାରୀ ୨୯ ତାରିଖ ଦିନ ଝାରସୁଗୁଡା ଜିଲା ଗାନ୍ଧୀଛକରେ ଘଟି ଯାଇଥିଲା ଏକ ଅଭାବନୀୟ ଘଟଣା। ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ସ୍ଥାନୀୟ ଫାଣ୍ଡିରେ କାର୍ଯ୍ୟରତ ପୋଲିସ ଏଏସଆଇ ଗୋପାଳ ଦାସ ଅତି ନିକଟରୁ ଗୁଳି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?