ସମ୍ବଲପୁର

ଶିିକ୍ଷୟିତ୍ରୀଙ୍କୁ ବିଇଓଙ୍କ ଅଶ୍ଳୀଳ ଗାଳି

ସମ୍ବଲପୁର,୨୨ା୩(ବ୍ୟୁରୋ): ଶିକ୍ଷକଙ୍କୁ ସମାଜରେ ସ୍ବତନ୍ତ୍ର ସ୍ଥାନ ଦିଆଯାଏ। ଏପରି କି ମାର୍ଗଦର୍ଶକ, ଆଦର୍ଶ ଭଳି ଗ୍ରହଣ କରାଯାଇଥାଏ। ହେଲେ ସମ୍ବଲପୁର ଜିଲାରେ ଖୋଦ୍‌ ଶିକ୍ଷା ବିଭାଗର ଜଣେ ଅଧିକାରୀ ଶିକ୍ଷୟିତ୍ରୀଙ୍କୁ ଅଶ୍ଳୀଳ ଭାବେ ଗାଳି କରିଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ…

ସମାଧାନ ହୋଇପାରିଲାନି ମହାନଦୀ ଜଳ ବିବାଦ

ସମ୍ବଲପୁର,୨୧ା୩(ବ୍ୟୁରୋ): ଗଠନ ହୋଇଥିବା ମହାନଦୀ ଟ୍ରିବ୍ୟୁନାଲ ସମୟ ଅବଧି ଚଳିତ ମାର୍ଚ୍ଚ ୧୧ ତାରିଖରେ ଶେଷ ହୋଇଯାଇଛି। ପ୍ରଥମେ ୩ ବର୍ଷ ଓ ପରେ ବୃଦ୍ଧି ହୋଇଥିବା ଆଉ ୨ବର୍ଷ ସମୟ ଭିତରେ ମଧ୍ୟ ମହାନଦୀ ଜଳ ବିବାଦର ସମାଧାନ ହୋଇପାରି…

ନିଶା ବ୍ୟବସାୟୀଙ୍କ ୧୬ ଘର ଭାଙ୍ଗିଲା ପୋଲିସ

ସମ୍ବଲପୁର,୨୧ା୩(ବ୍ୟୁରୋ): ବେଆଇନ ଭାବେ ନିଶା ବ୍ୟବସାୟ ସହ ବିଭିନ୍ନ ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ଥିବା ସମ୍ବଲପୁର ଟାଉନ ଥାନା ସାହୁ କଲୋନୀ ଝୁପୁଡିପଡ଼ାରେ ସୋମବାର ପୋଲିସ ବୁଲ୍‌ଡୋଜର ଚଳାଇଛି। ମହାନଗର ନିଗମ ଏନ୍‌ଫୋର୍ସମେଣ୍ଟ ଦଳ ସହିତ ପୋଲିସ ୧୬ ଘର ଭାଙ୍ଗି…

ବିରୋଧ ସତ୍ତ୍ବେ ଏନଓସି ମିଳିଲା, ବିନା ଅନୁମତିରେ କଟିଲା ଗଛ

ସମ୍ବଲପୁର,୨୦ା୩(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ତହସିଲ କୁକୁଡାପାଲି ପଞ୍ଚାୟତ ଅଧୀନ କୁକୁଡାପାଲି ମୌଜାରେ ଏକ ଇଥାନଲ କମ୍ପାନୀ ହେବାକୁ ଯାଉଛି। ଏହାକୁ ନେଇ ବିରୋଧ ହେବା ଓ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ପରେ ମଧ୍ୟ କମ୍ପାନୀ କାମ ଆରମ୍ଭ କରିଛି। ପୂର୍ବରୁ…

କାରଣ ଅସ୍ପଷ୍ଟ, ସରକାର ନୀରବ

ସମ୍ବଲପୁର,୨୦।୩(ବ୍ୟୁରୋ):ଗତ ଜାନୁୟାରୀ ୨୯ ତାରିଖ ଦିନ ଝାରସୁଗୁଡା ଜିଲା ଗାନ୍ଧୀଛକରେ ଘଟି ଯାଇଥିଲା ଏକ ଅଭାବନୀୟ ଘଟଣା। ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ସ୍ଥାନୀୟ ଫାଣ୍ଡିରେ କାର୍ଯ୍ୟରତ ପୋଲିସ ଏଏସଆଇ ଗୋପାଳ ଦାସ ଅତି ନିକଟରୁ ଗୁଳି କରି…

୪ଦିନ ହେଲା ଜଳଯୋଗାଣ ବନ୍ଦ

ସମ୍ବଲପୁର,୧୬ା୩(ବ୍ୟୁରୋ): ରାସ୍ତା କଡରେ ଡ୍ରେନ୍‌ କାମ ସମୟରେ ଜଳଯୋଗାଣ ମୁଖ୍ୟ ପାଇପ୍‌ ଫାଟିଯାଇଥିବାରୁ ୪ଦିନ ହେଲା ଅଞ୍ଚଳକୁ ଜଳ ଯୋଗାଣ ବନ୍ଦ ରହିଛି। ଫଳରେ ଛୋଟବଡ ୮ ଗ୍ରାମର ପ୍ରାୟ ୩ ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ସମ୍ବଲପୁର ମହାନଗର ନିଗମ…

ପ୍ରୀତିମାନ ସହ ବାଇକ୍‌ରେ ଆସି ଡେଇଁଥିଲେ ଚିନ୍ମୟୀ

ସମ୍ବଲପୁର,୧୩ା୩(ବ୍ୟୁରୋ):ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ପାଣିରେ ବୁଡି ମୃତ୍ୟୁ ଘଟିଥିବା ନେଇ ପୋଲିସ ବାରମ୍ବାର କହୁଛି। ଏପରି କି ବ୍ୟବଚ୍ଛେଦ ରିପୋର୍ଟ, ଡାଏଟମ୍‌ ରିପୋର୍ଟକୁ ଆଧାର କରି ପ୍ରମାଣିତ କରିବାକୁ ଚାହୁଁଛି। ପାଣିରେ ବୁଡି ମୃତ୍ୟୁ ହୋଇଥିବା ନେଇ…

ପର୍ଯ୍ୟଟକଙ୍କ ପାଇଁ ଜବାହର ଉଦ୍ୟାନରେ ହେବ ବୋଟିଂ

ସମ୍ବଲପୁର,୧୩ା୩(ବ୍ୟୁରୋ):ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନସ୍ଥଳୀର ବିକାଶ କରୁଛନ୍ତି। ସମ୍ବଲପୁର ଜିଲାରେ ମଧ୍ୟ ଅଧିକାଂଶ ପର୍ଯ୍ୟଟନ ସ୍ଥଳର ଭିତ୍ତିଭୂମି, ଆନୁଷଙ୍ଗିକ ବ୍ୟବସ୍ଥା କରାଯାଉଛି। ଜିଲାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ ହୀରାକୁଦ ଜବାହର ଉଦ୍ୟାନରେ ଏବେ ବୋଟିଂ ସୁବିଧା ଯୋଡିହେବାକୁ…

ଉତ୍କଟ ଶବ୍ଦ କରୁଥିବା ୭ ବୁଲେଟ୍‌ ଜବତ

ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ସହରରେ ଉତ୍କଟ ଶବ୍ଦ କରୁଥିବା ବାଇକ୍‌ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଟାଉନ ଥାନା ପୋଲିସ ସ୍ବତନ୍ତ୍ର ଅଭିଯାନ କରି ରବିବାର ୭ଟି ବୁଲେଟ୍‌ ଜବତ କରିଛି। ଏହାସହ ସମ୍ପୃକ୍ତ ମାଲିକଙ୍କ ନାମରେ ଜରିମାନା ଚାଲାଣ କଟାଇଛି।…

ମୃତ୍ୟୁ ରାତିରେ ସାଙ୍ଗରେ ଥିଲେ ପ୍ରୀତିମାନ

ସମ୍ବଲପୁର,୧୨।୩(ବ୍ୟୁରୋ): ସମ୍ବଲପୁର ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଡାଏଟମ୍‌ ରିପୋର୍ଟ ସ୍ବାଭାବିକ ରହିଛି। ଏହି ରିପୋର୍ଟରେ ଚିନ୍ମୟୀଙ୍କ ପେଟରୁ ଯେଉଁ ପାଣି ବାହାରିଥିଲା ତାହା ବୁଡ଼ିଥିବା ସ୍ଥାନର ପାଣି ସହ ସମାନ ବୋଲି…

ଚିନ୍ମୟୀ ମୃତ୍ୟୁ ମାମଲା: ଆସିଲା ପୁରୁଷବନ୍ଧୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ

ସମ୍ବଲପୁର,୭।୩(ବ୍ୟୁରୋ): ବୁର୍ଲା ଭିସୁଟ୍‌ର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲାରେ ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ ଆସିଛି। ଏସ୍‌ଏଫ୍‌ଏସଏଲ ପକ୍ଷରୁ ସମ୍ବଲପୁର ଏସ୍‌ପିଙ୍କୁ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଦିଆଯାଇଛି ।…

୭ ଦିନ ପରେ ବି ଫିଟୁନି ଚିନ୍ମୟୀ ମୃତ୍ୟୁ ରହସ୍ୟ

ସମ୍ବଲପୁର,୬।୩ (ବ୍ୟୁରୋ): ଭିସୁଟ୍‌ ପୂର୍ବତନ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ଘଟଣାକୁ ୭ ଦିନ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ମୃତ୍ୟୁ ରହସ୍ୟ ଫିଟୁନି । ସୋମବାର ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିବ । ଏଥିସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?