ସମ୍ବଲପୁର

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସଆରଟିସି)ର ଏକ ଭଲଭୋ ବସ୍ ‘ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍’ (ଓଡି-୦୨-ସିଆଇ-୨୫୫୭)…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି କରିଛି। ଏ ନେଇ ଡିଏଚ୍‌ଏଚ୍‌ କର୍ତ୍ତୃପକ୍ଷ କଡ଼ା ଆଭିମୁଖ୍ୟ ଗ୍ରହଣ କରି ସମ୍ପୃକ୍ତ…

ଜାମୁମାଳ ଅଞ୍ଚଳରେ ରାସ୍ତା ବିପର୍ଯ୍ୟସ୍ତ: ଶିକ୍ଷା ଓ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ଛାତ୍ରୀଛାତ୍ରଙ୍କ ସହ ଗ୍ରାମବାସୀ

ଜମନକିରା,୧୩।୮(ରବୀନ୍ଦ୍ର ପ୍ରସାଦ ଦାନୀ): ଆଧୁନିକ ସମାଜରେ ଉତ୍ତମ ସଡ଼କ ଯୋଗାଯୋଗ ବିକାଶର ଏକ ପ୍ରମୁଖ ମାପକାଠି । କିନ୍ତୁ ଆଜି ବି ଅନେକ ଗ୍ରାମାଞ୍ଚଳ ଏହି ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଦୁର୍ଦ୍ଦଶା ଭୋଗୁଛନ୍ତି । ଦେଶ ସ୍ୱାଧୀନତା କୁ ଆଉ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ଇଂ ରୋହିତ ପୂଜାରୀ। ସାମାଜିକ ଗଣମାଧ୍ୟମରେ ସେ ଏକ ପୋଷ୍ଟ କରି କହିଛନ୍ତି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ ଜଣକ କ୍ଷେତରାଜପୁର ଥାନା ଅନ୍ତର୍ଗତ ତିୱାରିଗଳିର ଗୋପାଳ ବଂଶଲ (ଚିଣ୍ଟୁ) ବୋଲି ପ୍ରାରମ୍ଭିକ…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ ଯୁବତୀଙ୍କ ଅଶ୍ଳୀଳ ଫଟୋ ଓ ୩ ପୃଷ୍ଠାର ଚିଠି ବରପକ୍ଷ (ପୁଅଘର) ନିକଟରେ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି ଶିବ ମନ୍ଦିର ନିକଟରେ ଥିବା ନାଳ ଉପରେ ନିର୍ମିତ ପୋଲଟି ସୁରକ୍ଷିତ ଓ…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଜମନକିରା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲେ ଶାସନ…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି ଗେଟ୍ ଜରିଆରେ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର ଟାଙ୍ଗିଆ ବେଣ୍ଟ ମାଡ଼ରେ ବାପା ଧନେଶ୍ୱର ଭୋଇ(୬୫)ଙ୍କ ମୃତ୍ୟୁ ଘଟିଛି। କୁଚିଣ୍ଡା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?