ସମ୍ବଲପୁର

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ସମ୍ବଲପୁର,୧୯।୮(ବ୍ୟୁରୋ): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପାଇଁ ଶୁକ୍ରବାର ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ସେପ୍ଟେମ୍ବର ୧ ତାରିଖ ପୂର୍ବାହ୍ନ ୧୦ ଟା ୫୬ ମିନିଟ୍‌ରୁ ୧୧ଟା୧୦ ମଧ୍ୟରେ ନବାହ୍ନ ଲାଗି ହେବ। ଉକ୍ତ ଦିନ ତୁଲା ଲଗ୍ନେ ମା’ସମଲେଶ୍ୱରୀଠାରେ…

ପୁଣି ଯାନବାହନ ଯାଞ୍ଚ: ୪୧ଜଣ ଗଣିଲେ ୧ଲକ୍ଷ ୨୭ ହଜାର ଜରିମାନା

କୋଲାବିରା,୧୯ା୮(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅଧୀନ ୪୯ନଂ. ଜାତୀୟ ରାଜପଥର ଶିରିଆପାଲି ନିକଟରେ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଭାବେ ଯାନବାହନ ଯାଞ୍ଚ କରାଯାଇଥିଲା। ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ସ୍ବାହା ହେମ୍ବ୍ରମଙ୍କ ନେତୃତ୍ୱରେ ପରିବହନ ବିଭାଗର…

କମିଛି ବର୍ଷା, କମିନି ଦୁର୍ଦ୍ଦଶା

ସମ୍ବଲପୁର,୧୯ା୮(ବ୍ୟୁରୋ):ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ୨୮ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ଦିନତମାମ ସମ୍ବଲପୁର ସହରରେ ବର୍ଷା ହୋଇନାହିଁ। ତେଣୁ ତଳି ଅଞ୍ଚଳରେ ପ୍ରଭାବିତମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ହେଲେ ମଧ୍ୟ ସେମାନଙ୍କ ଦୁର୍ଦ୍ଦଶା କମିନାହିଁ। ଅନେକ ଗୃହ…

ପୁଣି ବନ୍ଦ ହେଲା ହୀରାକୁଦର ୪ ଗେଟ୍‌

ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍‌ ମଧ୍ୟରୁ ଗୁରୁବାର ୮ଟି ଗେଟ୍‌ ବନ୍ଦ ହୋଇଥିବା ବେଳେ ପୁଣି ଆଉ ୪ଟି ଗେଟ୍‌କୁ ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୨୮ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା…

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌

ସମ୍ବଲପୁର, ୧୮।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଖୋଲାଯାଇଥିବା ୪୦ଟି ଗେଟ୍‌ ମଧ୍ୟରୁ ଗୁରୁବାର ଆଉ ୮ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ୩୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଥିବା ଜଣାପଡିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅଧିକ ଗେଟ୍‌ ଖୋଲାଯାଇଥିଲା।…

ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଏମ୍‌ସିର ପ୍ରସ୍ତୁତି

ସମ୍ବଲପୁର,୧୭।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୪୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ମଙ୍ଗଳବାର ସମ୍ବଲପୁର ମହାନଗର ନିଗମର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏସ୍‌ଏମ୍‌ସି ପକ୍ଷରୁ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଏମ୍‌ସି…

ବନ୍ୟା ଉଜାଡ଼ିଲା ଜୀବିକା

ଅମ୍ବାଭୋନା,୧୭।୮(ଡି.ଏନ.ଏ): କ୍ରମାଗତ ଲଘୁଚାପ ଜନିତ ଲଗାଣ ବର୍ଷା ସାଙ୍ଗକୁ ଛତିଶଗଡ଼ କଲ୍‌ମା, ସାରାଡ଼ିହି, ସରଗୁଜା ବ୍ୟାରେଜ ଏବଂ ରାୟପୁର ସ୍ଥିତ ଗାଁଗରେଲ ଡ୍ୟାମ୍‌ରୁ ମହାନଦୀକୁ ଅଧିକ ବନ୍ୟାଜଳ ଛଡ଼ାଯିବା ଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର…

୬୨୬ ଫୁଟ୍‌ରେ ହୀରାକୁଦର ଜଳସ୍ତର: ପୁଣି ଖୋଲିପାରେ ଅଧିକ ଗେଟ୍‌

ସମ୍ବଲପୁର,୧୬ା୮(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ମଙ୍ଗଳବାର ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ରୁ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୭ଲକ୍ଷ ୬୫ ହଜାର ୮୫୮…

ଅମୃତ ମହୋତ୍ସବରେ ସ୍ବାସ୍ଥ୍ୟକର୍ମୀଙ୍କୁ ମିଳିଲା କାୟକଳ୍ପ ପୁରସ୍କାର

ଜମନକିରା,୧୬।୮: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ କେନାଢିପା ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ କାୟକଳ୍ପ ପୁରସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଡା. ବାସନ୍ତୀ ତାଣ୍ଡିଆଙ୍କ ସଭାପତିତ୍ୱରେ ଏହା ପରିଚାଳିତ ହୋଇଥିଲା। ସ୍ବାସ୍ଥ୍ୟକେନ୍ଦ୍ରମାନଙ୍କୁ ମିଳୁଥିବା ଏହି ପୁରସ୍କାର ଜମନକିରା ବ୍ଲକରେ…

ବଢୁଛି ହୀରାକୁଦ ଡ୍ୟାମର ଜଳସ୍ତର

ସମ୍ବଲପୁର,୧୬।୮(ବ୍ୟୁରୋ): ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜଳସ୍ତର ୬୨୫ ଫୁଟ୍‌ ଟପିଛି। ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୫.୦୪ ଫୁଟ ରହିଛି। ଏହାସହ ଡ୍ୟାମକୁ ପ୍ରବେଶ କରୁଛି ୭ ଲକ୍ଷ…

ବନ୍ଦ ହେଲା ହୀରାକୁଦର ୮ ଗେଟ୍‌

ସମ୍ବଲପୁର,୧୫।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଖୋଲାଯାଇଥିବା ୩୪ ଗେଟ୍‌ ମଧ୍ୟରୁ ସୋମବାର ୮ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଳ ମୁଣ୍ଡରେ ବନ୍ୟା ନିୟନ୍ତ୍ରଣକୁ ଆଣିବା ଲାଗି ଗେଟ୍‌କୁ ବନ୍ଦ…

୩ବର୍ଷ ହେଲା ବସିନି ଜଳ ପରିଚାଳନା କମିଟି ବୈଠକ

ସମ୍ବଲପୁର,୧୪ ।୮(ବ୍ୟୁରୋ):  ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ଓ ଓଡ଼ିଶା ସରକାରଙ୍କ ମଧ୍ୟରେ ବିବାଦ ଲାଗିରହିଛି। ଏପରି କି ଏହି ମାମଲା କେନ୍ଦ୍ରୀୟ ଜଳ କମିଶନ (ସିଡବ୍ଲ୍ୟୁସି)ରେ ରହିଛି। ଏଭଳି ପରିସ୍ଥିତିରେ ଉଭୟ ରାଜ୍ୟ ମଧ୍ୟରେ ଜଳ ପରିଚାଳନା କମିଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri