ସମ୍ବଲପୁର

ପରିସ୍ଥିତି ସ୍ବାଭାବିକ କର: ସୁରେଶ ପୂଜାରୀ

ସମ୍ବଲପୁର,୨୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ହୋଇଥିବା ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ। ଓକିଲମାନେ ଜେଲ ଭିତରେ ଥିବାରୁ କୋର୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। ଶୀଘ୍ର ଗିରଫ ଓକିଲମାନଙ୍କ…

ତାଗିଦ ପରେ ବି ସରିନି କାମ: ଚାଷୀଙ୍କ ଅସନ୍ତୋଷ

ସମ୍ବଲପୁର,୨୬ା୧୨(ବ୍ୟୁରୋ):ସମ୍ବଲପୁର ଜିଲା ହୀରାକୁଦ ଜଳଭଣ୍ଡାରର ସେଚାଞ୍ଚଳରେ ଚଳିତ ରବିଚାଷ ବିଳମ୍ବ ହେବାର ସୁନିଶ୍ଚିତ ହୋଇଛି ା ଏଥର ଶାସନ କେନାଲରେ ପାଣି ଛାଡିବା ବିଳମ୍ବ ହେବା ଏହାର ମୁଖ୍ୟ କାରଣ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ରବିବାର ଚାଷୀ ପ୍ରତିନିଧି ଦଳ…

ସ୍ବତନ୍ତ୍ର ଉପାସନାରେ ପାଳିଲେ ବଡ଼ଦିନ

ସମ୍ବଲପୁର,୨୫।୧୨(ବ୍ୟୁରୋ): ସମ୍ବଲପୁର ସହର ଏବଂ ଗ୍ରାମାଞ୍ଚଳରେ ରବିବାର ବଡ଼ଦିନ ପର୍ବ ଆଡ଼ମ୍ବର ସହ ପାଳିତ ହୋଇଯାଇଛି। କରୋନା କଟକଣା ଯୋଗୁ ଗତ ଦୁଇ ବର୍ଷ ନିରାଡ଼ମ୍ବର ଭାବେ ଖ୍ରୀଷ୍ଟଧର୍ମାବଲମ୍ବୀମାନେ ବଡ଼ଦିନ ପାଳନ କରିଥିଲେ। ତେଣୁ ଚଳିତ ବର୍ଷ ହର୍ଷଉଲ୍ଲାସର ସହ ବିଭିନ୍ନ…

ଉଦ୍ୟମ ବିଫଳ, ମିଳିତ ସହଯୋଗ ଆବଶ୍ୟକ

ସମ୍ବଲପୁର,୨୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ମୋଟ ୩୮ଜଣଙ୍କୁ ଗିରଫ କରାଯାଇଛି। ଏସ୍‌ଡିଜେଏମ୍‌ ଓ…

ସରକାରୀ ରାଜକୋଷ ଲୁଟ୍‌ ଯୋଜନା

ସମ୍ବଲପୁର,୨୩ା୧୨(ବ୍ୟୁରୋ): ଏନ୍‌ଏଚ୍‌ଏଆଇ ପକ୍ଷରୁ ସମ୍ବଲପୁର ସହର ଚତୁଃପାର୍ଶ୍ୱରେ ନେକଲେସ ରାସ୍ତା ନିର୍ମାଣ କରିବାକୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ୩ (ଏ) ନୋଟିସ ହେବା ପରେ ମଧ୍ୟ ଅଧିକ କ୍ଷତିପୂରଣ ପାଇବା ଆଶାରେ ଅଧିଗ୍ରହଣ ପାଇଁ ଚିହ୍ନଟ ହୋଇଥିବା…

ସମସ୍ତଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୨୩ା୧୨(ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ ତାରିଖ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିମାନଙ୍କୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ପୋଲିସ ମୋଟ ୩୮ଜଣଙ୍କୁ ଗିରଫ କରି କୋର୍ଟ…

ଅଚଳାବସ୍ଥା ଜାରି, ୨୨ ଶୁଣାଣି ପରେ ପରିବର୍ତ୍ତନ ଆଶା

ସମ୍ବଲପୁର,୨୧ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଥିଲା। ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରେ ସ୍ଥିତି ଅଣାୟତ୍ତ ହୋଇପଡିଥିଲା। ସୁପ୍ରିମକୋର୍ଟ ଏଥିରେ…

ଭାଇକୁ ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ ଆଣିଲେ ବଡ଼ ଭାଇ

ନାକଟିଦେଉଳ,୧୯ା୧୨(ଡ଼ି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅଧୀନ କିସିଣ୍ଡା ଗ୍ରାମ ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ରେଢ଼ାଖୋଲ ଥାନା ଶୁଣ୍ଢିମୁଣ୍ଡା ଗ୍ରାମର ଅଜିତ ପୃଷ୍ଟି (୨୭)। ମିଳିଥିବା ସୂଚନା…

ଦୁର୍ଘଟଣାରେ ଚାଲିଗଲା ସୁରକ୍ଷା ଅଧିକାରୀଙ୍କ ଜୀବନ

ସମ୍ବଲପୁର,୧୮ା୧୨(ବ୍ୟୁରୋ): ସମ୍ବଲପୁର ହୀରାକୁଦ ହିଣ୍ଡାଲକୋର ସୁରକ୍ଷା ଅଧିକାରୀ ଆଶିଷ ପଣ୍ଡାଙ୍କ ମୃତ୍ୟୁ ଘଟିଛି । ସେ ବାଇକ୍‌ ଯୋଗେ ଭଡା ଘରକୁ ଫେରୁଥିଲେ । ଏହି ସମୟରେ ନୂଆଁଗୁଜାତଳଠାରେ ବାଇକ୍‌ଟି ଏକ ବ୍ରାଉଣ୍ଡ୍ରିଂ କାନ୍ଥରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗୁରୁତର…

କୋର୍ଟ କାର୍ଯ୍ୟ ସ୍ବାଭାବିକ ପାଇଁ ପ୍ରୟାସ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିକ୍ରିୟା ଦିଆଯାଇଛି। ଏଥିରେ କେନ୍ଦ୍ର ଉପରେ ଦୋଷ ଲଦି ନିଜେ ବଞ୍ଚିଯିବାକୁ ପ୍ରୟାସ କରାଯାଉଥିବା ସ୍ପଷ୍ଟ ହେଉଛି ବୋଲି ଐତିହାସିକ ଦୀପକ ପଣ୍ଡା…

୧୪ ଓକିଲଙ୍କ ଜାମିନ ଆବେଦନ ଖାରଜ

ସମ୍ବଲପୁର,୧୭ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ସମ୍ବଲପୁରରେ ଚାଲିଥିବା ଆନ୍ଦୋଳନ ଗତ ୧୨ ତାରିଖରେ ଉଗ୍ର ରୂପ ନେଇ କୋର୍ଟ ଭିତରେ ତୁମୁଳକାଣ୍ଡ ଘଟିଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଏମାନଙ୍କ ମଧ୍ୟରୁ…

ଜିଲା ସଭାପତି ଗିରଫ, ସଂଖ୍ୟା ୩୨କୁ ବୃଦ୍ଧି

ସମ୍ବଲପୁର,୧୬ା୧୨(ବ୍ୟୁରୋ):ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅଣଦେଖା କରି ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ସମ୍ବଲପୁର କୋର୍ଟ ପରିସରରେ ଭଙ୍ଗାରୁଜା, ବିଚାରପତିଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣାରେ ପୋଲିସର ଗିରଫଦାରି ସଂଖ୍ୟ ବଢିଚାଲିଛି। ୩ ଦିନରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?