ସମ୍ବଲପୁର

ଏନ୍‌ଏଚ୍‌ ଉପରେ ୩ଫୁଟ୍‌ ପାଣି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମଗ୍ର ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ସମ୍ବଲପୁର ଜିଲାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଚାଷୀ କୁଳକୁ ଆସ୍ବସ୍ତି ମିଳିଥିଲେ ବି ବର୍ଷା ଲାଗିରହିଥିବାରୁ ଚାଷକାର୍ଯ୍ୟ ଠପ୍‌ ହୋଇପଡ଼ିଛି। ଅନେକ ସ୍ଥାନରେ ଜନ ନିଷ୍କାସନ…

ଓଲଟିଲା ବସ୍‌, ୩୫ ଯାତ୍ରୀ ଆହତ

ସମ୍ବଲପୁର,୯।୮(ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌। ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ମଙ୍ଗଳବାର ଏଭଳି ଏକ ଦୁର୍ଘଟଣା ଘଟିଛି। ଏଥିରେ ୩୫ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଅନୁଗୋଳ…

ସ୍ଥାୟୀ ବାସିନ୍ଦାଙ୍କୁ ବିଧାୟକ ପ୍ରାର୍ଥୀ ଘୋଷଣା କର

ସମ୍ବଲପୁର,୯ା୮(ବ୍ୟୁରୋ): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ପୁରୁଣା ଓ ଯୁବ କର୍ମକର୍ତ୍ତାମାନେ ସୋମବାର ଏକ ବୈଠକ କରି ୨୦୨୪ ସାଧାରଣ ନିର୍ବାଚନରେ ଏହି କ୍ଷେତ୍ରର ପ୍ରାର୍ଥୀ ପାଇଁ ଜଣେ ସ୍ଥାୟୀ ବାସିନ୍ଦାଙ୍କ ନାମ ଘୋଷଣା କରାଯାଉ ବୋଲି ଦାବି କରିଛନ୍ତି। ଯୁଯୁମୁରା ବ୍ଲକ…

ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ବିରୋଧ ତେଜିଲା

ସମ୍ବଲପୁର,୯ା୮(ବ୍ୟୁରୋ): ସମ୍ବଲପୁର-ରୋଡ୍‌ ଷ୍ଟେଶନ ବନ୍ଦ କରିବା ପ୍ରକ୍ରିୟା କିଛିଦିନ ବନ୍ଦ ହେବା ପରେ ୨ଦିନ ହେଲା ପୁଣି ଆରମ୍ଭ ହୋଇଛି। ଏହାକୁ ନେଇ ସହରରେ ଅସନ୍ତୋଷ ଦେଖାଦେଇଛି। ସୋମବାର ଏହାର ଉଗ୍ରରୂପ ଦେଖିବାକୁ ମିଳିଥିଲା। ୫ଶହରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଶୋଭାଯାତ୍ରା କରି…

ନିଖୋଜ ଦୁଇ ଏମ୍‌ସିଏଲ୍‌ କର୍ମଚାରୀଙ୍କ ମିଳିଲା ମୃତଦେହ

ସମ୍ବଲପୁର,୮ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଥିଲା। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର( ୪୫) କର୍ମଚାରୀ ନିଖୋଜ ଥିଲେ ।…

ହୀରାକୁଦ ଡ୍ୟାମ୍‌ରେ ବୁଡିଯାଇ ୨ ଅଧିକାରୀ ନିଖୋଜ, ଜଣେ ଉଦ୍ଧାର

ସମ୍ବଲପୁର,୭ା୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଝାଙ୍କରାଣୀପୀଠ ମନ୍ଦିର ଘାଟରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମରେ ବୁଡିଯାଇ ସମ୍ବଲପୁର ମହାନଦୀ କୋଇଲା କମ୍ପାନୀ(ଏମ୍‌ସିଏଲ୍‌ )ର ୨ଜଣ କର୍ମଚାରୀ ନିଖୋଜ ଅଛନ୍ତି। ସେମାନେ ହେଲେ ମହେଶ ଛିତୋରୀ( ୪୦) ଓ ଅଭିଷେକ କୁମାର(…

ପରୀକ୍ଷାମୂଳକ ଭାବେ ବାଇପାସ ରାସ୍ତାରେ ଗଡ଼ିଲା ଗାଡ଼ି

ଜମନକିରା,୭ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବାଇପାସ ରାସ୍ତାରେ ଗାଡ଼ି ଚଳାଚଳ ପାଇଁ ପରୀକ୍ଷାମୂଳକ ଭାବେ ଭାରିଯାନ ଛଡ଼ା ଯାଇଛି। ତେବେ ଆନୁଷ୍ଠାନିକ ଭାବେ ଆଗାମୀ ୭ ଦିନ ମଧ୍ୟରେ ଏହି ରାସ୍ତାରେ ସମସ୍ତ ଭାରିଯାନ ଛଡ଼ାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।…

ବର୍ଷା ଅଭାବରୁ ଉଜୁଡ଼ିବ ଧାନଚାଷ

କୁଚିଣ୍ଡା,୭ା୮(ଡି.ଏନ.ଏ.): ଆଷାଢ଼ ଯାଇ ଶ୍ରାବଣ ମାସ ସରିବାକୁ ବସିଲାଣି। ହେଲେ ବର୍ଷାର ଦେଖା ନାହିଁ। ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାମ ଠପ ହୋଇଯାଇଛି। ତଳି ସବୁ ପାଚି ଲାଲ ହୋଇଯାଇଥିବା ବେଳେ ବୁଣାଧାନ ମରିବା ସ୍ଥିତିରେ ପହଞ୍ଚିଛି। ଏ ହେଉଛି ସମ୍ବଲପୁର…

ତଳି ନଷ୍ଟକଲେ ହାତୀପଲ

ନାକଟିଦେଉଳ,୬ା୮(ଡ଼ି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗିରହିଛି। ଏଥିରେ ଲୋକଙ୍କ ଧନଜୀବନ ହାନି ଘଟୁଥିବା ବେଳେ ଚାଷ କାର୍ଯ୍ୟ କ୍ଷତି ହେଉଛି। ବର୍ତ୍ତମାନ ଏକ ହାତୀପଲ ଧାନ କ୍ଷେତରେ ପଶି ତଳି ନଷ୍ଟ କରୁଛନ୍ତି। ୫ ଟିକିଆ ହାତୀପଲ…

ବର୍ଷା ଅଭାବରୁ ଉଜୁଡିବ ଧାନଚାଷ: ଚିନ୍ତାରେ ଚାଷୀ

କୁଚିଣ୍ଡା,୫ା୮(ଡି.ଏନ୍‌.ଏ.): ଆଷାଢ଼ ଯାଇ ଶ୍ରାବଣ ଶେଷ ହେବାକୁ ବସିଲାଣି। ହେଲେ ବର୍ଷାର ଦେଖା ନାହିଁ। ନିଅଣ୍ଟିଆ ବର୍ଷା ଯୋଗୁ ଚାଷକାମ ଠପ୍‌ ହୋଇଯାଇଛି। ତଳି ସବୁ ପାଚି ଲାଲ ହୋଇଯାଇଥିବା ବେଳେ ବୁଣାଧାନ ମରିବା ସ୍ଥିତିରେ ପହଞ୍ଚିଛି। ଏ ହେଉଛି ସମ୍ବଲପୁର…

ଆଜି ୧୨ ଘଣ୍ଟିଆ ରେଢ଼ାଖୋଲ ବନ୍ଦ

ରେଢ଼ାଖୋଲ,୪।୮(ଡି.ଏନ୍‌.ଏ.): ସମ୍ବଲପୁର- ଅନୁଗୋଳ ୫୫ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଦାବିରେ ରେଢାଖୋଲ ନାଗରିକ କମିଟି ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ରେଢାଖୋଲ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ…

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri