ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର
କୁଚିଣ୍ଡା,୨୪ା୬(ଡି.ଏନ.ଏ.): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଆଇପିସିର ଦଫା ୩୬୩, ୩୬୬, ୩୭୬(୨)ରେ ଏକ ବଳାତ୍କାର ମାମଲା (ନଂ.୧୧୨/୨୨) ରୁଜୁ କରି ଅଭିଯୁକ୍ତ…
ଦାନ୍ତ ପାଇଁ ହାତୀ ଶିକାର: ଡିଏଫ୍ଓ
ସମ୍ବଲପୁର,୨୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୬ଦିନ ମୃତ୍ୟୁ ସହ ସଂଗ୍ରାମ ପରେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ଦନ୍ତାହାତୀର ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟରୁ ଦନ୍ତାକୁ ଗୁଳିକରି ଶିକାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏହି…
ସମ୍ବଲପୁର ହାତୀ ମୃତ୍ୟୁର ଫର୍ଦ୍ଦଫାଶ କଲେ ଡିଏଫ୍ଓ
ସମ୍ବଲପୁର,୨୩।୬(ବ୍ୟୁରୋ): ସମ୍ବଲପୁର ସାପଲହରା ଦନ୍ତାହାତୀ ମୃତ୍ୟୁ ଘଟଣାରେ ସମ୍ବଲପୁର ଡିଏଫ୍ଓ ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାକ୍ରମ ବର୍ଣ୍ଣନା କରିଛନ୍ତି। ଡିଏଫଓଙ୍କ କହିବା ଅନୁଯାୟୀ, ବ୍ୟବଚ୍ଛେଦ ବେଳେ ହାତୀ ଦେହରୁ ଗୋଟିଏ ଗୁଳି ମିଳିଛି। ଏ ନେଇ ଏକ ମାମଲା ରୁଜୁ କରାଯାଇ…
ଆଖି ବୁଜିଲା ପୋଖରୀରେ ଫସିଥିବା ହାତୀ
ସମ୍ବଲପୁର,୨୧।୬(ବ୍ୟୁରୋ): ପୋଖରୀରେ ଫସିଥିବା ଅସୁସ୍ଥ ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। ଏ ନେଇ ସମ୍ବଲପୁର ଡିଏଫଓ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ ସାପଲହରା ଗାଁ ପୋଖରୀରେ ଏକ ଦନ୍ତାହାତୀ ଫସି ରହିଥିଲା । ଫସିଥିବା ହାତୀଟିର…
୨ଦିନ ହେଲା ଖାଇବା ଛାଡିଦେଇଛି ଦନ୍ତା
ସମ୍ବଲପୁର,୨୧ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ୍ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ୫ ଦିନ ହେଲା ଏକ ଆହତ ଦନ୍ତା ମୃତ୍ୟୁ ସହ ସଂଗ୍ରାମ କରୁଛି। ୨ ଦିନ ହେଲା ହାତୀଟି ସମ୍ପୂର୍ଣ୍ଣ ଖାଇବା ଛାଡ଼ିଦେଇଛି। କେବଳ ସାଲାଇନ୍ ଓ ଔଷଧ…
ଖାଦ୍ୟ ଖାଉନି ଦନ୍ତା, ବିଗୁଡୁଛି ଅବସ୍ଥା
ସମ୍ବଲପୁର,୧୯।୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ ଅଧୀନ ସାପଲହରା ଗ୍ରାମର ଏକ ପୋଖରୀରେ ୪ ଦିନ ହେଲା ଏକ ଆହତ ଦନ୍ତାହାତୀ ମୃତ୍ୟୁ ସହ ସଂଗ୍ରାମ କରୁଛି। ରବିବାର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ପୋଖରୀ ଭିତରୁ ବାହାରିବାକୁ ଆଉ ଚେଷ୍ଟା କରିପାରୁନାହିଁ…
ଡାକ୍ତରଙ୍କୁ ମାଡ଼ ମାରି ବନ୍ଧା ହେଲେ
କୁଚିଣ୍ଡା,୧୮ା୬(ଡି.ଏନ.ଏ.): କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ଜଣେ ଡାକ୍ତର ଓ ସୁରକ୍ଷାକର୍ମୀଙ୍କୁ ମାଡ଼ ମାରିବା ଅଭିଯୋଗରେ ସ୍ଥାନୀୟ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଅନ୍ୟଜଣେ ଅଭିଯୁକ୍ତ ଫେରାର ଅଛନ୍ତି । ଗିରଫ ଯୁବକଙ୍କ ମଧ୍ୟରୁ କୁଚିଣ୍ଡା ଏନ୍ଏସି ୪ ନମ୍ବର ୱାର୍ଡର…
ପୋଖରୀରେ ଫସିରହିଛି ଆହତ ଦନ୍ତା
ସମ୍ବଲପୁର/ପଡିଆବାହାଲ, ୧୮ା୬(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ବନଖଣ୍ଡରେ ପ୍ରାୟ ୨୦ଦିନ ହେଲା ଆହତ ହୋଇ ବୁଲୁଥିବା ଏକ ଦନ୍ତାହାତୀ ଶୁକ୍ରବାର ପଡିଆବାହାଲ ରେଞ୍ଜ ଅନ୍ତର୍ଗତ ସାପଲହରା ଗ୍ରାମ ପୋଖରୀରେ ଫସିରହିଥିବା ଦେଖିବାକୁ ମିଳିଥିଲା। ଦନ୍ତାର ଗୋଡ଼ରେ କ୍ଷତ ରହିଥିବାରୁ ଏହା ଫୁଲିଯାଇଛି। କୌତୁହଳବଶତଃ ହାତୀ…
ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ
ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ ପୂର୍ବରୁ ଗୁରୁବାର ପ୍ରେମିକ ଅଶୋକ ସାହୁ(୩୨)ଙ୍କ ମୃତଦେହ ପ୍ରେମିକାଙ୍କ ଘର ବାରିପଟୁ ପୋଲିସ ଜବତ…
କୂଅରେ ପଡ଼ିଥିବା ଚିତା ଉଦ୍ଧାର
ରେଢ଼ାଖୋଲ, ୮।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ଚାରମାଳ ରେଞ୍ଜ ଅଧୀନ ସାନ ହିଣ୍ଡୋଲ-ମୂଷାକଟା ରାସ୍ତାରେ ଥିବା ଏକ ପରିତ୍ୟକ୍ତ କୂଅରେ ମଙ୍ଗଳବାର ରାତିରେ ଏକ ଚିତାବାଘ ପଡ଼ିଯାଇଥିଲା। ବାଘଟିକୁ ବୁଧବାର ସକାଳେ ବନବିଭାଗ ଓ ଅଗ୍ନିଶମ ବିଭାଗ ମିଳିତ ଉଦ୍ୟମରେ…
ଆଜି ମନ୍ଦିର ପ୍ରବେଶ କରିବେ ଦେବ ଦମ୍ପତି
ସମ୍ବଲପୁର,୬ା୬(ବ୍ୟୁରୋ): ସମ୍ବଲପୁରର ବିଶ୍ୱ ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ସୋମବାର ହେଉଛି ଶେଷ ଦିନ। ଦେବ ଦମ୍ପତିଙ୍କ ବିବାହ ପରେ ଆଜି ଚାଲିଛି ଯୁଗଳ ଦର୍ଶନ ଶୋଭାଯାତ୍ରା। ସନ୍ଧ୍ୟା ପର୍ଯ୍ୟନ୍ତ ଏହି ଶୋଭାଯାତ୍ରା ଚାଲିବ। ନବ ବିବାହିତ ଦେବ ଦମ୍ପତି ସୁସଜ୍ଜିତ ବିମାନରେ…
ଡିକି ଭାଙ୍ଗି ନେଇଗଲେ ଟଙ୍କା
ଜମନକିରା,୩ା୬(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବସ୍ଷ୍ଟାଣ୍ଡ ନିକଟରୁ ଏକ ବାଇକ୍ ଡିକି ଭାଙ୍ଗି ଜଣେ ଦୁର୍ବୃତ୍ତ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଅଭିଯୋଗ ମୁତାବକ, ଲାଡଙ୍ଗପାଲି ଗ୍ରାମର ଖତୁ ବାଗ ନାତି ରମାକାନ୍ତ ବାଗଙ୍କ ସହ ଜମନକିରା କୋଅପରେଟିଭ…
Archives


