ସମ୍ବଲପୁର

ଅସୁରକ୍ଷିତ ଭାବେ ଚାଲିଛି ହ୍ୟୁମ୍‌ ପାଇପ୍‌ ଫ୍ୟାକ୍ଟ୍ରି

ସମ୍ବଲପୁର,୨୧ା୧୦(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ମାନେଶ୍ୱର- ଜୟନ୍ତପୁର ରାସ୍ତା କଡରେ ଥିବା ହ୍ୟୁମ୍‌ ପାଇପ୍‌ ଫ୍ୟାକ୍ଟ୍ରିରେ ସେପ୍ଟେମ୍ବର ୨୫ରେ କାମ କରୁଥିବା ସମୟରେ ସତ୍ୟ ମିର୍ଦ୍ଧା (୧୯) ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଶ୍ରମିକମାନେ ଜୋତା, ହେଲ୍‌ମେଟ ଓ ଅନ୍ୟାନ୍ୟ…

ଚାଷ ପ୍ରତି ବଢ଼ୁଛି ମହିଳାଙ୍କ ଆଗ୍ରହ

ସମ୍ବଲପୁର,୨୧ା୧୦(ବ୍ୟୁରୋ): ମହିଳା ସଶକ୍ତୀକରଣ ଉପରେ ଗୁରୁତ୍ୱ ଦେଇ ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କୁ ତାଲିମ ଦେଇ ଆତ୍ମନିର୍ଭର କରାଯାଉଛି। ଏପରିସ୍ଥଳେ ସମ୍ବଲପୁର ଜିଲାରେ ଚାଷ ପ୍ରତି ମହିଳାଙ୍କ ଆଗ୍ରହ ବୃଦ୍ଧି ପାଉଥିବା ଦେଖାଯାଉଛି। ଏହା ଦ୍ୱାରା ସେମାନେ ରୋଜଗାରକ୍ଷମ…

ଦେଢ଼ମାସ ତଳେ ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ସ୍ବାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଜମନକିରା,୨୦।୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ରାଉତପଡ଼ା କଲୋନୀରେ ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡର ଗୁରୁବାର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତ ସ୍ବାମୀ ରଞ୍ଜନ ବାଡ଼ି(୩୦)ଙ୍କୁ ପୋଲିସ ଗିରଫ କରିଥିବା ବେଳେ ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିବା ସେ ସ୍ବୀକାର…

ନବୀନ ନିବାସ ଅଭିମୁଖେ ଦଣ୍ଡବତ ଯାତ୍ରା

ସମ୍ବଲପୁର,୧୯ା୧୦(ବ୍ୟୁରୋ): ସରକାର ୩ମାସ ସମୟ ଦେଇଥିଲେ। ହେଲେ ବର୍ଷେ ବିତିଥିଲେ ବି ପ୍ରତିଶ୍ରୁତି ପୂରଣ କଲେନି। ଶେଷରେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ କର୍ମକର୍ତ୍ତା। ସେମାନେ ମଙ୍ଗଳବାର ସମ୍ବଲପୁରରୁ ଦଣ୍ଡବତ ଯାତ୍ରା ଆରମ୍ଭ କରିଛନ୍ତି। ସମ୍ବଲପୁର ମା’…

ଗଛକଟା ବିରୋଧରେ ଜିଲା ପ୍ରଶାସନର ଦ୍ୱାରସ୍ଥ

ସମ୍ବଲପୁର,୧୮ା୧୦(ବ୍ୟୁରୋ): ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମାଫିଆମାନେ ବେଆଇନ ଗଛ କାଟି ବାହାରକୁ ଚାଲାଣ କରୁଛନ୍ତି। ହେଲେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେବାରେ ଅବହେଳା କରୁଛି। ଯୁଯୁମୁରା ବ୍ଲକର ଫଟାବାହାଲ ଅଞ୍ଚଳବାସୀ ଏହା ବିରୋଧରେ ସୋମବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ…

ଫମ୍ପା ପ୍ରତିଶ୍ରୁତି ପାଲଟିଛି ପିଏମ୍‌ଏଓ୍ବାଇ

ସମ୍ବଲପୁର,୧୭ା୧୦(ବ୍ୟୁରୋ): କଚ୍ଚାଘର ସବୁ ପକ୍କା ହୋଇଯିବ। ସମସ୍ତଙ୍କ ଘରେ କଂକ୍ରିଟ ଛାତ ରହିବ। ୨୦୨୨ ମସିହା ସୁଦ୍ଧା ଆଉ କେହି ବାସହରା ହୋଇ ରହିବେ ନାହିଁ। କେନ୍ଦ୍ର ସରକାର ୫ ବର୍ଷିଆ ଦୀର୍ଘମିଆଦୀ ଯୋଜନା କରିଛନ୍ତି। ଏଭଳି ନାରାବାଜି ଓ ନିର୍ବାଚନୀ…

ଅଜଣା ରୋଗପୋକରୁ ଉଜୁଡ଼ିବ ଫସଲ

ସମ୍ବଲପୁର,୧୭ା୧୦(ବ୍ୟୁରୋ): ଧାନକେଣ୍ଡା ବାହାରି କ୍ଷୀର ଢୋକିବା ସମୟ ଚାଷୀଙ୍କୁ ବେଶ୍‌ ଖୁସି ଆଣିଦେଇଥାଏ। ବିଲରେ ଧାନ କେଣ୍ଡା ବାହାରୁଥିବା ଫସଲକୁ ଦେଖି ସେ ତା’ର ସବୁ ଦୁଃଖକଷ୍ଟ ଭୁଲି ଯାଇଥାଏ। ହେଲେ କିଛିବର୍ଷ ହେଲା କେତେକ ଅଜଣା ରୋଗ ପୋକକୁ ନେଇ…

ଭିତ୍ତିଭୂମି ବିକାଶ, ଅତ୍ୟାଧୁନିକ ସୁବିଧା ଉପରେ ଗୁରୁତ୍ୱ

ସମ୍ବଲପୁର,୧୫।୧୦(ବ୍ୟୁରୋ): ସମ୍ବଲପୁର ରେଳମଣ୍ଡଳ ସଂସଦୀୟ ସ୍ତରୀୟ ବୈଠକ ଶୁକ୍ରବାର ସ୍ଥାନୀୟ ଏକ ହେଟେଲରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତଟ ରେଳପଥ କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରତ କୁମାର ଶ୍ରୀବାସ୍ତବ, ପୂର୍ବତଟ ରେଳପଥ ପ୍ରମୁଖ ବିଭାଗୀୟ ଅଧିକାରୀ, ସମ୍ବଲପୁର ରେଳମଣ୍ଡଳ ପ୍ରବନ୍ଧକ ଭୀନତ ସିଂ ବୈଠକରେ…

କୋଇଲା ପର୍‌ମିଟ୍‌ରେ ମାଟି ଚାଲାଣ

ସମ୍ବଲପୁର,୧୪ା୧୦(ବ୍ୟୁରୋ):ସମ୍ବଲପୁର ଜିଲା ତଲାବିରା କୋଇଲା ଖଣିରେ କୋଇଲା ପରିବହନ ଓ ଚୋରା ଚାଲାଣକୁ ନେଇ ନିୟମିତ ଆପରାଧିକ କାର୍ଯ୍ୟ ଘଟୁଛି। ଏପରିସ୍ଥଳେ ବୁଧବାର ରାତିରେ ଆଦାନୀ କମ୍ପାନୀର ଜଣେ ଡାଟା ଅପରେଟର ରାଜ କିଶୋର ସାହୁଙ୍କୁ ମାରପିଟ ଓ ହତ୍ୟା ଧମକ…

ସମ୍ବଲପୁର-ସୁନ୍ଦରଗଡ଼କୁ ଯୋଡ଼ିଲା ଲହରଙ୍ଗା ସେତୁ

ସମ୍ବଲପୁର,୧୩ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବ୍ଲକ ଲହରଙ୍ଗା ନଦୀରେ ନିର୍ମିତ ସେତୁ ବୁଧବାର ଉଦ୍‌ଘାଟିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଏହା ଦ୍ୱାରା ଗମନାଗମନ କ୍ଷେତ୍ରରେ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲା ଯୋଡିହୋଇଛି। ବାମରା…

ଅର୍ଥ ନିଗମକୁ ଚୂନ ଲଗାଇଲେ ଶିଳ୍ପପତି

ସମ୍ବଲପୁର,୧୩ା୧୦(ବ୍ୟୁରୋ): ମଧ୍ୟମ ଓ କ୍ଷୁଦ୍ର ଶିଳ୍ପ କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟରେ ସରକାର ଅର୍ଥ ନିଗମ ଖୋଲିଥିଲେ। ସେ ସମୟରେ ରାଜନେତା, ପ୍ରତିଷ୍ଠିତ ବ୍ୟବସାୟୀ ଏହା ଦ୍ୱାରା ବେଶ୍‌ ଲାଭବାନ ହୋଇଥିଲେ। ସେମାନେ ନିଗମରୁ ବହୁ କୋଟି ଟଙ୍କା ଋଣ…

ବାଇକ୍‌ରେ ଆସି ଝାମ୍ପିନେଲେ ୧୧ଲକ୍ଷ

ସମ୍ବଲପୁର,୧୨।୧୦(ବ୍ୟୁରୋ): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ହସ୍ପିଟାଲ ରୋଡ୍‌ର ଏକ ଏସି ମରାମତି ଦୋକାନ ମାଲିକ ମହମ୍ମଦ ଜିସାମଙ୍କଠାରୁ ମଙ୍ଗଳବାର ଲୁଟ୍‌ ହୋଇଛି। ସ୍ପଷ୍ଟ ଦିବାଲୋକରେ ଦୁର୍ବୃତ୍ତମାନେ ଏକ ପଲସର ବାଇକ୍‌ରେ ଆସି ତାଙ୍କଠାରୁ ୧୧ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ସିସିଟିଭିକୁ ଆଧାରକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?