ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି ଅନୁଗୁଳ ଜିଲା ତାଳଚେର ସହରର ଆୟୁସ୍ମିତା ସାମତ(୨୩)। ସେ ବୁର୍ଲା ଏମସିଏଲର ଫାଇନାନ୍ସ…
ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ
ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…
ମା’-ଝିଅଙ୍କୁ ହତ୍ୟା କରିବା ପରେ ପୋଲିସକୁ ଡାକିଲେ ଅଭିଯୁକ୍ତ: ଆଉ ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ସମ୍ବଲପୁର/ପଡ଼ିଆବାହାଲ, ୯।୬ (ପ୍ରମୋଦ ବହିଦାର/ରାଧାମୋହନ ଷଡ଼ଙ୍ଗୀ):ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ଝିଅଙ୍କୁ ରବିବାର ବିଳମ୍ବିତ ରାତିରେ ପଡ଼ୋଶୀ ଯୁବକ ବେଣ୍ଟଲଗା ସାଇକେଲ କ୍ରାଙ୍କରେ ହାଣି ହତ୍ୟା କରିଛନ୍ତି। ପରେ ଯୁବକ ଜଣକ ନିଜେ ୧୧୨କୁ ଫୋନ୍କରି ପୋଲିସକୁ…
ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ
ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି ବୋଲି…
ପିକ୍ନିକ୍ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…
ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍ନିକ୍ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି। ନିଖୋଜ ଛାତ୍ର ଜଣକ ହେଉଛନ୍ତି ସ୍ବସ୍ତିକ ପାଢ଼ୀ(୧୬)। ମିଳିଥିବା ସୂଚନା ମୁତାବକ, ସ୍ବସ୍ତିକ…
ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର
ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍ସାରରେ ଭର୍ତ୍ତି ହୋଇଛନ୍ତି । ସେ ହେଉଛନ୍ତି ହୀରାକୁଦ ଥାନା ଅନ୍ତର୍ଗତ ଗୁଜାତଳ ଅଞ୍ଚଳର ଗଗନ…
ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ
ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି। ଧମା ଥାନା ଅନ୍ତର୍ଗତ ବଦୁଆପାଲି ଗ୍ରାମ ନିକଟସ୍ଥ ଏକ ବେସରକାରୀ ଆମ୍ବ ତୋଟା(ବଗିଚା)କୁ…
ଶୌଚ ହେବାକୁ ଯାଇଥିଲେ ଲବ, ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…
ସମ୍ବଲପୁର,୩।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂଗଡ ପଞ୍ଚାୟତ ଅନ୍ତର୍ଗତ କୁମେର ଗାଁରେ ବୁଧବାର ସକାଳୁ ଏକ ବାଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ ମୁତ୍ୟୁ ଘଟିଛି। ସେ ହେଉଛନ୍ତି କୁମେର ଗ୍ରାମର ଲବ ଭୋଇ(୨୪)। ସୂଚନା ଅନୁଯାୟୀ,…
ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…
ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ବ୍ରଜେଶ ମିଶ୍ର ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ବିଚାରପତି…
ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ
ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏକ ସ୍ବତନ୍ତ୍ର ପୋଲିସ ଦଳ ଚାରମାଳ ଥାନା ଅନ୍ତର୍ଗତ ଖୋଖୋ ଛକ…
ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…
ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ ତାଙ୍କ ୩ ସହଯୋଗୀଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ନକାଉଣ୍ଟର ହୋଇଥିବା…
ଦୁର୍ଘଟଣାରେ ମନ୍ଦିର ଝାଁକରଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ସମ୍ବଲପୁର,୧୨।୫(ପ୍ରମୋଦ ବହିଦାର): କିଛିଦିନ ବ୍ୟବଧାନରେ ଭାଲୁପାଲି ଛକରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୋମବାର ଅପରାହ୍ନରେ ଏକ ବୁଲେଟ ଧକ୍କାରେ ଗୁରୁତର ଆହତ ସମଲେଇ ମନ୍ଦିର ଝାଁକରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଉଛନ୍ତି…

